• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲେଶ୍ୱର ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି

Proprietor Abhimanyu Maharana by Proprietor Abhimanyu Maharana
May 18, 2021
in ଓଡ଼ିଶା, ବାଲେଶ୍ଵର, ହୋମ୍
0
ବାଲେଶ୍ୱର ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ମଇ ମଙ୍ଗଳବାର ) ବାଲେଶ୍ୱର :- ବାଲେଶ୍ୱର ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଲୋକମାନେ ଘରେ ରହି ଚିକିତ୍ସିତ ହେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଉଛି। ଅନଲାଇନ ସ୍ବାସ୍ଥ୍ୟସେବା ଏବଂ ଟେଲିଫୋନ ଯୋଗେ ଡାକ୍ତରଙ୍କ ସହ ଯୋଗାଯୋଗ କରି ଔଷଧ ସେବନ କରିବା ସହ କରୋନା ଚିକିତ୍ସା ଉପକରଣ ଅକ୍ସିଜେନ୍‌ ସିଲିଣ୍ଡର, ଅକ୍ସିମିଟର, ଷ୍ଟିମର ମେଶିନ୍‌ ଆଦି କିଣି ଘରେ ରଖୁଛନ୍ତି। ଏହାର ସୁଯୋଗ ନେଇ ବ୍ୟବସାୟୀମାନେ ଉକ୍ତ ସାମଗ୍ରୀଗୁଡ଼ିକର କଳାବଜାର ଆରମ୍ଭ କରିଦେଇଛନ୍ତି। ଜିଲା ସ୍ବାସ୍ଥ୍ୟ ବିଭାଗ ରିପୋର୍ଟ ଅନୁସାରେ ଅଦ୍ୟାବଧି ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮ହଜାର ୯୬୮ରେ ପହଞ୍ଚତ୍ଥିବା ବେଳେ ସେଥିମଧ୍ୟରୁ ୧୫ହଜାର ୮୩୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ୩ହଜାର ୧୩୩ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି। କରୋନାର ଦ୍ୱିତୀୟ ଲହର ଏବେ ଭୟଙ୍କର ହେବା ସହ ମୃତ୍ୟୁ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି। ଲୋକେ ଏକପ୍ରକାର ଭୟଭୀତ ଅବସ୍ଥାରେ ରହିଛନ୍ତି। ସେହିପରି ବଜାରରୁ ତିନି ଗୁଣା ଅଧିକ ମୂଲ୍ୟରେ ଅକ୍ସିଜେନ୍‌ ସିଲିଣ୍ଡର, ଅକ୍ସିମିଟର, ଷ୍ଟିମର ମେଶିନ୍‌ ଆଦି କିଣି ଘରେ ରଖୁଛନ୍ତି। ଫଳରେ ବଜାରରେ ଏବେ ଏହାର କଳାବଜାରୀ ଆରମ୍ଭ ହୋଇଯାଇଛି। ସୂଚନା ଅନୁସାରେ, ୧୦ଲିଟର ମେଡ଼ିକାଲ ଗ୍ରେଡ୍‌ କ୍ଲାସ-ଡି ଅକ୍ସିଜେନ୍‌ ସିଲିଣ୍ଡରର ମୂଲ୍ୟ ପାଖାପାଖି ୪ହଜାର ଟଙ୍କା ରହିଥିବା ବେଳେ ଏହାକୁ ବର୍ତ୍ତମାନ ୧୫ରୁ ୨୦ହଜାର ଟଙ୍କାରେ ବିକ୍ରି କରାଯାଉଛି।

ସେହିପରି ଅକ୍ସିମିଟରର ମୂଲ୍ୟ ୩ଶହରୁ ୪୫୦ ଟଙ୍କା ଥିବାବେଳେ ଏବେ ଲୋକେ ତାକୁ ୨ହଜାରରୁ ୨୫୦୦ ଟଙ୍କା ଏବଂ ଷ୍ଟିମ୍‌ ମେଶିନର ଦାମ୍‌ ୧୧୦ ଟଙ୍କା ରହିଥିବା ବେଳେ ଏହା ଏବେ ୪ଶହରୁ ୫ଶହ ଟଙ୍କାରେ କିଣିବାକୁ ବାଧ୍ୟ ହେଉଛନ୍ତି। ସେହିପରି ସର୍ଜିକାଲ ମାସ୍କ ଓ ନେବୋଲାଇଜର ମେଶିନ ମୂଲ୍ୟ ବି ବୃଦ୍ଧି ପାଇଛି। କରୋନା ଆକ୍ରାନ୍ତମାନଙ୍କର ଘରୋଇ ଚିକିତ୍ସା ପାଇଁ ଅକ୍ସିଜେନ ଓ ଉକ୍ତ ଉପକରଣ ଆବଶ୍ୟକ ଥିବା ଡାକ୍ତରମାନେ ପରାମର୍ଶ ଦେଉଛନ୍ତି। ଫଳରେ ରୋଗୀଙ୍କ ପରିବାର ଲୋକ ଅନ୍ୟ କିଛି ବିକଳ୍ପ ନ ଥିବାରୁ ଜୀବନ ରକ୍ଷା ପାଇଁ ବାଧ୍ୟ ହୋଇ ଅଧିକ ମୂଲ୍ୟରେ ଏସବୁ କିଣୁଛନ୍ତି। ଏନେଇ ବାଲେଶ୍ୱର ଅକ୍ସିଜେନ୍‌ କମ୍ପାନୀ ମାର୍କେଟିଂ କର୍ମଚାରୀ ଙ୍କୁ ପଚାରିବାରୁ ସେ କହନ୍ତି, ଆମ ପାଖରେ ସିଲିଣ୍ଡର ବିକ୍ରି ପାଇଁ ନାହଁି। ଯାହା ଥିଲା ସେସବୁକୁ ପ୍ରଶାସନର ନିର୍ଦ୍ଦେଶ ଅନୁସାରେ ବିଭିନ୍ନ ଡାକ୍ତରଖାନାକୁ ଦିଆଯାଉଛି। ସରକାରୀ ଡାକ୍ତରଖାନାକୁ ଛାଡ଼ିଦେଲେ କାଁ ଭାଁ କେତେକ ଲୋକ ଆସି ସିଳିଣ୍ଡର ଫିଲିଂ କରି ନେଉଥିବା ପ୍ରକାଶ କରିଛନ୍ତି।(ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version