• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋଭିଡ ନିୟମକୁ ଅବମାନନା କରି ; ପ୍ରଶାସନ ଅଧିକାରୀ ଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ

Proprietor Abhimanyu Maharana by Proprietor Abhimanyu Maharana
May 22, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ମହାନଗର, ହୋମ୍
0
କୋଭିଡ ନିୟମକୁ ଅବମାନନା କରି ; ପ୍ରଶାସନ ଅଧିକାରୀ ଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
Share on FacebookShare on TwitterWhatsapp

କୋଭିଡ ରୋଗୀଙ୍କ ଚିକିତ୍ସା ପାଇଁ ଡାକ୍ତର ଙ୍କ ପ୍ରବେଶ ରେ ବାଧକ ସାଜିଲେ ଗ୍ରାମବାସୀ । RTPCR  ରିପୋର୍ଟ କୁ ଭୁଲ ସାବ୍ୟସ୍ତ କରିବା ପାଇଁ ଲଘୁ କଳସ ଙ୍କ ହୀନ ଚକ୍ରାନ୍ତ ।

ଓଡ଼ିଶା ତାଜା ନ୍ୟୁଜ (୨୨ ମଇ , ଶନିବାର ) ଚାନ୍ଦପୁର ରିପୋର୍ଟ /ଅଭିମନ୍ୟୁ :- କୋଭିଡ ଦାୟିତ୍ୱରେ ଥିବା ପ୍ରଶାସନ ଉପରେ ଗ୍ରାମବାସୀ ଙ୍କ ର ଛାଟ । କୋଭିଡ ରେ ନିୟୋଜିତ ଥିବା ଅଧିକାରୀ ଙ୍କୁ ଅଟକାଇବା ସହ ଭୁଲିଗଲେ ବୁଦ୍ଧି ବିବେକ , ଅଟକାଇଲେ ରୋଗୀ ନେଉଥିବା ଆମ୍ବୁଲାନ୍ସ । ଗତ ୧୯ ତାରିଖ ଦିନ ରଣପୁର ବ୍ଲକ ଚାନ୍ଦପୁର ଅଞ୍ଚଳର ମୟୂରଝାଲିଆ ଗ୍ରାମରୁ RTPCR ଟେଷ୍ଟିଂରେ ୨୦ ଜଣଙ୍କର କରୋନା ପଜିଟିଭ ବାହାରିଥିଲା । ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଥିବେ ବେଳେ ଉକ୍ତ ଗ୍ରାମର ଜୈନିକ ବ୍ୟକ୍ତି ( କାଳୁ ପ୍ରଧାନ ) ଙ୍କ ଝିଅ ମଧ୍ୟ କରୋନା ସଂକ୍ରମିତ ଥିଲେ । ସେହି ଗ୍ରାମର ଜୈନିକ ବ୍ୟକ୍ତି ଜଣକ ସଂକ୍ରମଣ କୁ ଭୃକ୍ଷେପ ନକରି କୋଭିଡ ରୋଗୀ ଙ୍କୁ ନେଇ ରଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଆଣ୍ଟିଜେନ ଟେଷ୍ଟ କରାଇଥିଲେ ।

ଏହାକୁ ବିରୋଧ କରୁଥିବା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ଏନଏମ , ଡ଼ଃ ବିଶ୍ଵଜିତ ଏବଂ ରଣପୁର ତହସିଲଦାର ଙ୍କୁ ଆକ୍ରମଣ କରିଥିବା କଥା ସାମ୍ନା କୁ ଆସିଛି । RTPCR ରିପୋର୍ଟ କୁ ଭୁଲ ସାବ୍ୟସ୍ତ କରାଇବା ପାଇଁ ଏବଂ ସରକାର ଙ୍କ ନିୟମ ବିରୁଦ୍ଧରେ ଯାଇ ମୟୁରଝାଲିଆ ଗ୍ରାମର କିଛି ବ୍ୟକ୍ତି ଏଭଳି ଘଟଣା ଘଟାଇଥିବା ଜଣା ପଡ଼ିଛି । ଅନ୍ୟପଟେ ମେଡିକାଲ ଷ୍ଟାଫ ଙ୍କୁ ଘେରାଉ କରିବା ସହ ଜରୁରୀ କାଳୀନ ଚିକିତ୍ସା ଆବଶ୍ୟକ ଥିବା ରୋଗୀ ର ଆମ୍ବୁଲାନ୍ସ ଙ୍କୁ ଅଟକାଇ ଏଭଳି ଅମାନୁଷିକ କାଣ୍ଡ ଘଟାଇଛନ୍ତି ଗ୍ରାମବାସୀ । ସରକାର ଙ୍କ ନିୟମ ଅନୁସାରେ ସ୍ୱାସ୍ଥ୍ୟ ଅଧିକାରୀ ମାନଙ୍କୁ ଅଟକ ନରଖିବାକୁ ନିର୍ଦେଶ ଥିବା ବେଳେ ନିଜର ବୁଦ୍ଧି ବିବେକ ହରାଇ ୪ ଘଣ୍ଟା କାଳ ପର୍ଯ୍ୟନ୍ତ ଅଟକ ରଖିଥିଲେ ଆମ୍ବୁଲାନ୍ସ କୁ ।

ଉକ୍ତ ଗ୍ରାମବାସୀ RTPCR ରିପୋର୍ଟ କୁ ଭୁଲ ସାବ୍ୟସ୍ତ କରିବା ସଙ୍ଗେ ସଙ୍ଗେ ସରକାର ଙ୍କୁ ନିନ୍ଦା କରିବା ଏବଂ କୋଭିଡ ଦାୟିତ୍ୱ ରେ ଥିବା ସରକାରୀ ସ୍ୱାସ୍ଥ୍ୟ ଅଧିକାରୀ ମାନଙ୍କୁ ୫ ଘଣ୍ଟା ଅଟକ ରଖିଥିଲେ । ଯାହାଫଳରେ ଚାନ୍ଦପୁର ପୋଲିସ ଆଜି ଉକ୍ତ ଅଧିକାରୀ ମାନଙ୍କୁ ଉଦ୍ଧାର କରିବା ସହ ଡ଼ଃ ବିଶ୍ଵଜିତ ଙ୍କ ବୟାନ ଅନୁସାରେ ମୟୁରଝାଲିଆ ଗ୍ରାମର ୫୦ ଜଣ ଙ୍କ ବିରୁଧରେ ମାମଲା ରୁଜ୍ଜୁ ହୋଇଛି । ଏହି ସମ୍ପୂର୍ଣ୍ଣ ଘଟଣା ରେ ମୁଖ୍ୟ ଅଭିଯୁକ୍ତ ଭାବେ ଲଘୁ କଳସ , କାଳୁ ପ୍ରଧାନ ଗ୍ରାମବାସୀଙ୍କୁ ଏକତ୍ର କରି ଏଭଳି କାଣ୍ଡ ଘଟାଇଛନ୍ତି ବୋଲି ପୋଲିସ ସୁତ୍ର ରୁ ପ୍ରକାଶ ପାଇଛି । ଏବଂ ସରକାର ଙ୍କୁ ବଦନାମ କରିବା ସହ ମୟୁରଝାଲିଆ ଗ୍ରାମ କୁ ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପ୍ରବେଶ ରେ ରୋକ ଲଗାଇବା ପାଇଁ ଏଭଳି କାଣ୍ଡ ଘଟାଇଥିବା ଜଣାପଡ଼ିଛି ।

ସୂଚନାନୁସାରେ ; ଗ୍ରାମବାସୀ ମାନେ ଅଟକ ରଖିଥିବା ଅଧିକାରୀଙ୍କୁ କଣ୍ଟେନମେଣ୍ଟ ଜୋନ ଗୁଡିକ ପାଇଁ ସ୍ପେଶାଲ ଟିମ ଭାବେ ଗଠନ କରାଯାଇଅଛି ଯାହାକୁ ରୋକିବା ପାଇଁ ଏଭଳି ରାସ୍ତା ଆପଣେଇଛନ୍ତି ଗ୍ରାମବାସୀ । ସାରା ରାଜ୍ୟରେ ଏବେ କୋଭିଡ ର ସ୍ଥିତି ଗମ୍ଭୀର ଥିବା ବେଳେ ଗ୍ରାମବାସୀ ଙ୍କ ର ଏଭଳି କାଣ୍ଡ ସମ୍ପୂର୍ଣ୍ଣ ନିନ୍ଦନୀୟ ବୋଲି ମନେ ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version