• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଙ୍ଗୋପସାଗରରେ ସମ୍ଭାବ୍ୟ ଝଡ଼ବାତ୍ୟା “ୟଶ”ର ମୁକାବିଲା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ  ସମୀକ୍ଷା ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
May 22, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ବଙ୍ଗୋପସାଗରରେ ସମ୍ଭାବ୍ୟ ଝଡ଼ବାତ୍ୟା “ୟଶ”ର ମୁକାବିଲା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ  ସମୀକ୍ଷା ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୧ ମଇ ଶୁକ୍ରବାର ) ପାରଳାଖେମୁଣ୍ଡି :-ବଙ୍ଗୋପସାଗର ରେ କେନ୍ଦ୍ରୀଭୂତ ହୋଇ ଥିବା ଲଘୁଚାପ ପ୍ରଭାବରେ ଆଗାମୀ ଦିନରେ ହେବାକୁ ଥିବା ସମ୍ଭାବ୍ୟ ଝଡ଼ବାତ୍ୟା “ୟଶ”ର ମୁକାବିଲା ପାଇଁ ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ସମୀକ୍ଷା ବୈଠକ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଉଛି ସମିକ୍ଷା ବୈଠକରେ ଜିଲ୍ଲାପାଳ ଅନୁପମ ସାହା ଅଧ୍ୟକ୍ଷତା କରିଥିବା ବେଳେ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବାମଦେଵ ସିଂ , ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅନାମ ଚରଣ ପାତ୍ର, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡ.ଅଲ୍ଲୀ , ପ୍ରକଳ୍ପ ପ୍ରଶାସକ ତଥା ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସରୋଜ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

ଜିଲ୍ଲାପାଳ ସମ୍ଭାବ୍ୟ ଝଡ଼ବାତ୍ୟା ଓ ପ୍ରବଳ ବର୍ଷା ଉପରେ ଆସିଥିବା ଭାରତୀୟ ପାଣିପାଗ ବିଭାଗର ଅପଡେଟ ସୂଚନାକୁ ସମସ୍ତଙ୍କୁ ଅବଗତ କରିବା ସହ କୋଭିଡ଼ି-19 ପାଇଁ ବ୍ୟବହୃତ ହେଉଥିବା ଜିଲ୍ଲା ଏବଂ ପଞ୍ଚାୟତ ସ୍ତରର ସମସ୍ତ ନିୟନ୍ତ୍ରଣ କକ୍ଷ ‘ୟଶ’ ପାଇଁ କାର୍ଯ୍ୟ କରିବ ବୋଲି କହିଥିଲେ ।ବିଭିନ୍ନ ଶୁଖିଲା ଖାଦ୍ୟ ଏବଂ ଖାଦ୍ୟ ପଦାର୍ଥ ମହଜୁଦର ବିବରଣୀ ବିଡ଼ିଓ ମାନଙ୍କ ଠାରୁ ଆଜି ସନ୍ଧ୍ୟା ସୁଦ୍ଧା ମାଗିଲା ପରେ ଆବଶ୍ୟକ ଖାଦ୍ୟ ପଦାର୍ଥକୁ ପଞ୍ଚାୟତ ସ୍ତରରେ ପହଞ୍ଚାଇବା ପାଇଁ ଜିଲ୍ଲା ଯୋଗାଣ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଯୋଗାଯୋଗ ମୋବାଇଲ ସେବା କିପରି ପ୍ରତି ସମୟରେ ଚାଲୁ ରହିବ ବି.ଏସ.ଏନ.ଏଲ କର୍ତ୍ତୃପକ୍ଷଙ୍କୁ ଜଣାଇବା ସହ ଆବଶ୍ୟକ କରୁଥିବା ସମସ୍ତ ସହଯୋଗ ଜିଲ୍ଲା ପ୍ରଶାସନ ତରଫରୁ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ ।

ସମସ୍ତ ସ୍କୁଲ ଗୃହ ଖୋଲା ରହିବା ସହ ଶିକ୍ଷକ ମାନଙ୍କୁ ଉପସ୍ଥିତ ରହିବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବିଦ୍ୟୁତ ଯୋଗାଣ ପ୍ରତି ସମୟରେ କିପରି ଚାଲୁ ରହିବ ସେଥିପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ରାସ୍ତାଘାଟ ବିଚ୍ଛିନ୍ନ ହେଲେ ଆବଶ୍ୟକ କରୁଥିବା କର୍ମଚାରୀ, ସାମଗ୍ରୀ ଏବଂ ଯନ୍ତ୍ରପାତି କୁ ପ୍ରସ୍ତୁତ ରଖିବା ଲାଗି ବିଭାଗୀୟ ଅଧିକାରୀ ଯଥା କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ରାସ୍ତା ଏବଂ କୋଠା ବାଡ଼ି ନିର୍ମାଣକୁ ନିର୍ଦ୍ଦେଶ ଦେଇଥିଲେ ପରବର୍ତ୍ତୀ ମୁହୂର୍ତ୍ତରେ ଜିଲ୍ଲା ରେ ଥିବା ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ମାନଙ୍କ ସହ ବିଡ଼ିଓ କନଫେରେସିଂ ମାଧ୍ୟମରେ ସମୀକ୍ଷା କରାଯାଇଥିଲା । ସମସ୍ତ ତହସିଲଦାର ଆବଶ୍ୟକ ପଲିଥିନ ମହଜୁଦ ଥିବା କଥା ଦର୍ଶାଇ ଥିଲେ ।

ପଞ୍ଚାୟତରାଜ ବିଭାଗର ଲୋକ ପ୍ରତିନିଧି ମାନଙ୍କ ସହିତ ସମ୍ଭାବ୍ୟ ବାତ୍ୟା ୟଶ ଉପରେ ବିସ୍ତୃତ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବା ଲାଗି ଗୋଷ୍ଠୀ ଉନ୍ନୟନ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ଦମକଳ ବିଭାଗର ସମସ୍ତ କର୍ମଚାରୀ, ଆସ୍କଲାଇଟ କଟିଙ୍ଗ ମେସିନ, ଭେଇକଲ ସବୁକୁ ପ୍ରସ୍ତୁତ ରଖିବା ଲାଗି ଫାୟାର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ ଙ୍କୁ ଆବଶ୍ୟକ ପିଇବା ପାଣି, ଜେନେରେଟର ସେଟ ଏବଂ ବ୍ଲିଚିଂ ମହଜୁଦ ରଖିବା ଲାଗି ନିର୍ଦ୍ଦେଶ ଦେଇଥିଲେ । ଭୂସ୍ଖଳନକୁ ଆଖି ଆଗରେ ରଖି ବିପଦ ସଙ୍କୁଳ ଜାଗା ମାନଙ୍କରେ ଲୋକଙ୍କୁ କିପରି ଠିକ ସମୟରେ ସ୍ଥାନାନ୍ତରଣ କରାଯିବ ତାହାରି ଉପରେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ । ସମ୍ବେଦନଶୀଳ ସ୍ଥାନ ମାନଙ୍କୁ ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ନିର୍ବାହୀ ଯନ୍ତ୍ରୀ ମାନଙ୍କୁ ଅନୁଧ୍ୟାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହିସମୀକ୍ଷା ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ସସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ l    (ରିପୋର୍ଟ – ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version