• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟିପିସିଓଡିଏଲ୍ ପକ୍ଷରୁ ୨୦୨୧ ମେ’ ୨୫ର ସମ୍ଭାବ୍ୟ ସାମୁଦ୍ରିକ ବାତ୍ୟାକୁ ନେଇ ପ୍ରସ୍ତୁତି

Proprietor Abhimanyu Maharana by Proprietor Abhimanyu Maharana
May 24, 2021
in ଓଡ଼ିଶା, ଦେଶ, ବାଣିଜ୍ୟ, ମହାନଗର, ହୋମ୍
0
ଟିପିସିଓଡିଏଲ୍ ପକ୍ଷରୁ ୨୦୨୧ ମେ’ ୨୫ର ସମ୍ଭାବ୍ୟ ସାମୁଦ୍ରିକ ବାତ୍ୟାକୁ ନେଇ ପ୍ରସ୍ତୁତି
Share on FacebookShare on TwitterWhatsapp

ଜରୁରୀକାଳୀନ ସମୟରେ ଯେ କେହି ୨୪ ଘଂଟିଆ କଲ୍ ସେଂଟର ନମ୍ବର ୧୯୧୨/୧୮୦୦୩୪୫୭୧୨୨କୁ କଲ୍ କରିପାରିବେ

ଓଡ଼ିଶା ତାଜା ନ୍ୟୁଜ (୨୩ ମଇ ରବିବାର )  ଭୁବନେଶ୍ୱର :- ଆଇଏମ୍‌ଡିର ରିପୋର୍ଟ ଅନୁସାରେ, ଉତର ଆଣ୍ଡାମାନ ସାଗର ପୂର୍ବ କେନ୍ଦ୍ରୀୟ ବଙ୍ଗୋପାଗରରେ ୨୦୨୧ ମେ’ ୨୨ର ଏକ ଲଘୁଚାପ ଅଂଚଳ ସୃଷ୍ଟି ହୋଇଛି । ପରବର୍ତୀ ୭୨ ଘଂଟା ଭିତରେ ଏହା ଆହୁରି ତୀବ୍ର ହେବ ଓ ମେ’ ୨୫ରେ ଏକ ସାମୁଦ୍ରିକ ବାତ୍ୟାରେ ପରିଣତ ହେବ । ବାତ୍ୟାର ମୁକାବିଲା କରିବା ଲାଗି ଟିପିସିଓଡିଏଲ୍‌ର ଏକ ସମ୍ପୂର୍ଣ୍ଣ ବିଜନେସ୍ କଂଟିନୁଇଟି ଆଣ୍ଡ୍‌ ଡିଜାଷ୍ଟର ମ୍ୟାନେଜମେଂଟ୍ (ବିସିଡିଏମ୍‌ପି) ପ୍ରସ୍ତୁତ ରହିଛି । ବିସିଡିଏମ୍‌ପିରେ ବିପର୍ଯ୍ୟୟର ତୀବ୍ରତା ଏହାର ପରବର୍ତୀ କାର୍ଯ୍ୟାନୁଷ୍ଠାନକୁ ନେଇ ବିିଭିନ୍ନ ବର୍ଗ ରହିଛି, ବିପର୍ଯ୍ୟୟର ଆଲର୍ଟ ହାସଲ କରିବା, ତାହାକୁ ଅନୁଧ୍ୟାନ କରିବା, ପ୍ରାକ୍ ବିପର୍ଯ୍ୟୟ ଆଲର୍ଟ ପଠାଇବା ପାଇଁ ଏକ ବିପର୍ଯ୍ୟୟ ପରିଚାଳନା ଢ଼ାଂଚା ଓ ବିସିଡିଏମ୍‌ପିକୁ ଲାଗୁ କରିବା ଏବଂ ପ୍ରତ୍ୟାହାର କରିବା ଲାଗି ବ୍ୟବସ୍ଥା । ଯୋଜନାର ପ୍ରତିକ୍ରିୟାକୁ ଯାଂଚ କରିବା ଲାଗି ଏକ ମକ୍ ଡ୍ରିଲ୍ ଅନୁଷ୍ଠିତ ହୋଇଯାଇଛି ।

କୋଭିଡ୍‌-୧୯ ମହାମାରୀର ଦ୍ୱିତୀୟ ଲହର ବିଦ୍ୟୁତ ଯୋଗାଣକୁ ପୁନର୍ବାର ଚାଲୁ କରିବା ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି କାରଣ ଏହା ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ପ୍ରଭାବିତ କରିବ । ଯେକୌଣି ପ୍ରକାରର ଆକସ୍ମିକତାର ମୁକାବିଲା ଲାଗି ପ୍ରସ୍ତୁତ କରିବା ସ୍ଥିତିରେ ରହିଥାଏ ଏବଂ ବିଦ୍ୟୁତ ଯୋଗାଣକୁ ନେଇ ଗାହକମାନଙ୍କ ଆବଶ୍ୟକତା ପୂରଣ କରିବା ଲାଗି ଏହା ପ୍ରସ୍ତୁତ ରହିଛି । ସମୟର ଆବଶ୍ୟକତାକୁ ବୁଝି ପାରି, ଟିପିସିଓଡିଏଲ୍ ପକ୍ଷରୁ ଅକ୍ସିଜେନ୍‌ ପ୍ଲାଂଟ୍‌କୁ ୨୪ ଘଂଟା ବିଦ୍ୟୁତ ଯୋଗାଣ କରିବା ଲାଗି ଏକ ଉତ୍ସର୍ଗୀକୃତ ଟିମ୍ ଗଠନ କରାଯାଇଛି । ଲାଇସେନ୍ସ ମିଳିଥିବା ଅଂଚଳର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଉତ୍ସର୍ଗୀକୃତ ତ୍ୱରିତ ପ୍ରତିକ୍ରିୟାଶୀଳ ଦଳ ମୂତୟନ କରାଯିବ । ଯେକେହି ୨୪ ଘଂଟିଆ କଲ୍ ସେଂଟର ଟୋଲ୍ ଫ୍ରି ନମ୍ବର ୧୯୧୨ କିମ୍ବା ୧୮୦୦୩୪୫୭୧୨୨କୁ ଯେକୌଣସି ଜରୁରୀ ସେବା ଲାଗି କଲ୍ କରିପାରିବେ ।

ସୁରକ୍ଷା ବ୍ୟବସ୍ଥା ଦୃଷ୍ଟିରୁ, ପ୍ରଭାବିତ ଅଂଚଳରେ ଏହି ସବୁ କାର୍ଯ୍ୟ ନକରିବା ଲାଗି ଟିପିସିଓଡିଏଲ୍ ପକ୍ଷରୁ ସମସ୍ତଙ୍କୁ ଅନୁରୋଧ କରାଯାଉଛି:

1.  ବିଜୁଳି ମାରିବା ସମୟରେ ଘର ଭିତରେ କୌଣସି ତାର କିମ୍ବା ପ୍ଲମ୍ବିଂକୁ ସ୍ପର୍ଶ କର ନାହିଁ କାରଣ ଟେଲିଫୋନ୍ ତାର. ଧାତବ ପାଇପ୍‌ରେ ବିଦ୍ୟୁତ ପ୍ରବାହିତ ହୋଇପାରେ

2.  ଅତ୍ୟଧିକ ପବନ, ବଜ୍ରପାତ ଓ ବୃଷ୍ଟିପାତ ସମୟରେ କୌଣସି ବୃକ୍ଷ / ସାମୟିକ ଢ଼ାଂଚା ତଳେ ଆଶ୍ରୟ ନିଅନ୍ତୁ ନାହିଁ ।

3.  ଓଦା ହାତରେ କିମ୍ବା ବିନା ଗ୍ଲୋଭସ୍‌, ସେଫ୍‌ଟି ସୁଜ୍ କିମ୍ବା ଇନ୍‌ସୁଲେଡେଜ୍ ପ୍ଲାଟଫର୍ମରେ କୌଣସି ବିଦ୍ୟୁତ ସ୍ଥାପନାକୁ ସ୍ପର୍ଶ କରନ୍ତୁ ନାହିଁ

4.  ବୃଷ୍ଟିପାତ ପରେ ପାଣି ପ୍ରବାହିତ ହେଉଥିବା ଡ୍ରେନ୍ ନିକଟରେ ପିଲାମାନଙ୍କୁ ଖେଳିବାକୁ ଦିଅନ୍ତୁ ନାହିଁ ଏହି ଅଭିଯାନ ସମ୍ପର୍କରେ ଶ୍ରୀଯୁକ୍ତ ଏମ୍ ସେନ୍‌ବାଗମ, ସିଇଓ, ଟିପିସିଓଡିଏଲ୍ କହିଛନ୍ତି ଯେ, “ନିରବଚ୍ଛିନ୍ନ ବିଦୁୃ୍ୟତ ଯୋଗାଣକୁ ନିଶ୍ଚିତ କରିବା ବିଶେଷ କରି କୋଭିଡ୍ ୧୯ ମହାମାରୀ ଭଳି ପରୀକ୍ଷା ନେଉଥିବା ସମୟ ପାଇଁ ଆମେ ପ୍ରତିବଦ୍ଧ ରହିଛୁ ।

ପ୍ରଭାବିତ ହେବାକୁ ଥିବା ଅଂଚଳରେ ରେକର୍ଡ ସମୟ ଭିତରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣକୁ ନିଶ୍ଚିତ କରିବା ଲାଗି ଟିମ୍ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରୁଛି । ସାମୁଦ୍ରିକ ବାତ୍ୟା “ୟସ୍‌’ ସମୟରେ କୌଣି ପ୍ରକାର ଦୁର୍ଘଟଣାରୁ ବଂଚିବା ଲାଗି ଆବଶ୍ୟକ ସୁରକ୍ଷା ନିୟମକୁ ପାଳନ କରିବା ଳାଗି ଆମେ ଜନ ସାଧାରଣଙ୍କୁ ଆହ୍ୱାନ ଦେଉଛୁ ।’’ ଉଭୟ ବଂଟନ ଓ ଗ୍ରାହକ ସବ୍‌-ଷ୍ଟେସନରେ କଂପାନି ତରଫରୁ ଉପକରଣଗୁଡ଼ିକର ସମସ୍ତ ପ୍ରତିଷେଧମୂଳକ ରକ୍ଷଣାବେକ୍ଷଣ କରାଯାଉଛି । ଯେକୌଣସି ପ୍ରକାର ଜରୁରୀକାଳୀନ ସ୍ଥିତିର ମୁକାବିଲା କରିବା ଲାଗି ସହରର ବିଭିନ୍ନ ସ୍ଥାନରେ ଉତ୍ସର୍ଗୀକଢତ ଟିମ୍ ମୂତୟନ କରାଯାଇଛି । ଟ୍ରାନ୍ସଫରମର, ସ୍ୱିଚଗିୟର ଇତ୍ୟାଦି ଭଳି ଆବଶ୍ୟକ ସ୍ପେୟାରପାର୍ଟସ୍‌, ଟୁଲ୍ ଓ ଉପକରଣର ପର୍ଯ୍ୟାପ୍ତ ଷ୍ଟକ ରଖାଯାଇଛି ଯାହା ବିଦ୍ୟୁତ ବ୍ୟାହତକୁ ସୁଧାରିବା ସମୟକୁ ହ୍ରାସ କରିବାରେ ନିଶ୍ଚିତ କରିବ । ହସ୍ପିଟାଲ୍ ଓ ଅକ୍ସିଜେନ୍ ପ୍ଲାଂଟ୍‌କୁ ବିଦ୍ୟୁତ ଯୋଗାଣ କରିବା ଲାଗି ସ୍ୱତନ୍ତ୍ର ଟିମ୍ କାର୍ଯ୍ୟ କରିବ ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

March 12, 2026
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

March 12, 2026
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version