• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

‘ଅପରେଶନ କମଳ’ ? ଭାଙ୍ଗିଯିବେ କି ‘ନାଥ ସରକାର’ …?

Proprietor Abhimanyu Maharana by Proprietor Abhimanyu Maharana
March 9, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
‘ଅପରେଶନ କମଳ’ ? ଭାଙ୍ଗିଯିବେ କି ‘ନାଥ ସରକାର’ …?
Share on FacebookShare on TwitterWhatsapp

ମଧ୍ୟପ୍ରଦେଶର (ଓଡିଶା ତାଜା ନ୍ୟୁଜ୍ ) ମଧ୍ୟପ୍ରଦେଶର ତା-9.3.2020 :- କଂଗ୍ରେସର ବରିଷ୍ଠ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମର୍ଥକ 20 ବିଧାୟକ ପହଞ୍ଚିଛନ୍ତି ବିଜେପି ଶାସିତ ରାଜ୍ୟ କର୍ଣ୍ଣାଟକରେ । ଯାହା ପରେ ମଧ୍ୟ ପ୍ରଦେଶ ସହ ଦେଶର ରାଜନୀତିରେ ସୃଷ୍ଟି ହୋଇଛି ଝଡ଼ । ଏହା ପରେ ପ୍ରଶ୍ନ ଉଠୁଛି ଯେ କ’ଣ ଆରମ୍ଭ ହେଲା କି କମଳ ନାଥ ସରକାରଙ୍କ ଉପରେ ‘ଅପରେଶନ କମଳ’ ? ଭାଙ୍ଗିଯିବେ କି ‘ନାଥ ସରକାର’ ? ପୁଣିଥରେ ସଫଳ ହେବ କି ‘ଅପରେଶନ କମଳ’ ? ଶାହଙ୍କ ଗୋଟି ଚାଳନା ଆଗରେ ଛତ୍ରଭଙ୍ଗ ଦେବେ କି କମଳ ନାଥ ? ନା ନିଜ ଲୋକଙ୍କ ବିଶ୍ୱାସଘାତକର ଶିକାର ହେବେ କମଳ ନାଥ । ମଧ୍ୟ ପ୍ରଦେଶର ବର୍ତ୍ତମାନ ରାଜନୈତିକ ପରିସ୍ଥିତି ଦେଖି ଏପରି ଅନେକ ପ୍ରଶ୍ନର ଉଦ୍ରେକ ହେଉଛି । ଏହା ମଧ୍ୟରେ ଖବର ମିଳୁଛି ଜ୍ୟୋତିରାଦିତ୍ୟ ସିନ୍ଧିଆ ବିଜେପିରେ ସାମିଲ ହୋଇପାରନ୍ତି । ରିପୋର୍ଟ ଅନୁଯାୟୀ, ବେଙ୍ଗାଲୁରୁରେ ପହଞ୍ଚିଥିବା ବିଧାୟକଙ୍କ ମଧ୍ୟରେ ମଧ୍ୟପ୍ରଦେଶ ସରକାରଙ୍କ 6 ଜଣ ମନ୍ତ୍ରୀ ମଧ୍ୟ ସାମିଲ ଅଛନ୍ତି । ଗୋଟିଏ ପଟେ ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ ଶିଖରରେ ପହଞ୍ଚି ଥିବା ବେଳେ ଅନ୍ୟ ପଟେ ଜ୍ୟୋତିରାଦିତ୍ୟ ସିନ୍ଧିଆ ଦିଲ୍ଲୀ ଆସି ପହଛନ୍ତି ।

ଗତ କିଛି ଦିନ ମଧ୍ୟରେ ମଧ୍ୟପ୍ରଦେଶରେ ରାଜନୈତିକ ପରିଦୃଶ୍ୟରେ କ୍ରମାଗତ ଦ୍ରୁତ ପରିବର୍ତ୍ତନ ଜାରି ରହିଛି । ପିଟିଆଇ ଅନୁଯାୟୀ ମୁଖ୍ୟମନ୍ତ୍ରୀ କମଲ ନାଥ ଦିଲ୍ଲୀ ଗସ୍ତ ଶେଷ କରି ଭୋପାଳକୁ ଫେରି ଜରୁରୀକାଳୀନ କ୍ୟାବିନେଟ ବୈଠକ କରୁଛନ୍ତି । ମାର୍ଚ୍ଚ 26ରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନ ପୂର୍ବରୁ ବିଧାୟକଙ୍କ ବିଦ୍ରୋହୀ ମନୋଭାବ ରାଜ୍ୟ ରାଜନୀତିକୁ ସରଗରମ କରିଦେଇଛି । ମଧ୍ୟପ୍ରଦେଶର କମଲ ନାଥ ସରକାର ସାମାନ୍ୟ ସଂଖ୍ୟାଗରିଷ୍ଠତା ଆଧାରରେ ସରକାର ପରିଚାଳନା କରୁଛନ୍ତି । ଏଭଳି ପରିସ୍ଥିତିରେ ଏବେ ସରକାରଙ୍କ ଅସ୍ତିତ୍ୱ ଉପରେ ପ୍ରଶ୍ନ ଉଠିଛି । ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ କଂଗ୍ରେସ ନେତୃତ୍ୱ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ମନାଇବା ପାଇଁ ପ୍ରୟାସ ଆରମ୍ଭ କରି ଦେଇଛନ୍ତି ଏବଂ ତାଙ୍କୁ ମଧ୍ୟପ୍ରଦେଶ କଂଗ୍ରେସ କମିଟିର ସଭାପତି କରିବାକୁ ପ୍ରସ୍ତାବ ଦିଆଯାଇପାରେ । ଡିସେମ୍ବର ୨୦୧୮ରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ୪୯ ବର୍ଷର ସିନ୍ଧିଆ ରେସରେ ପଛରେ ରହି ଯାଇଥିଲେ । ସେତେବେଳେ ସେ କେବଳ ୨୩ ଜଣ ବିଧାୟକଙ୍କ ସମର୍ଥନ ପାଇପାରିଥିଲେ । ଅନ୍ୟପକ୍ଷେ ସେ ମଧ୍ୟପ୍ରଦେଶରେ କଂଗ୍ରେସର ବିଜୟରେ ପ୍ରମୁଖ ଯୋଗଦାନ ଦେଇଥିଲେ । କମଳ ନାଥ ମୁଖ୍ୟମନ୍ତ୍ରୀ ହୋଇଥିଲେ, ଦଳର ରାଜ୍ୟ ୟୁନିଟ୍ ଉପରେ ମଧ୍ୟ ତାଙ୍କର ନିୟନ୍ତ୍ରଣ ଥିଲା । ରାଜ୍ୟରେ ଚାଲିଥିବା ରାଜନୈତିକ ସଙ୍କଟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କମଳ ନାଥ ସୋମବାର ଦିନ ଦଳର ମୁଖ୍ୟ ସୋନିଆ ଗାନ୍ଧୀଙ୍କୁ ଭେଟିଥିଲେ । ଏହା ପରେ କହିଥିଲେ ଯେ ସବୁ ଠିକ୍ ଅଛି । କିନ୍ତୁ ସେଠାରେ ଥିବା ସରକାରରେ ସବୁକିଛି ଠିକ୍ ଚାଲିଥିବା ପରି ମନେ ହେଉନାହିଁ । କ’ଣ କହୁଛି ମଧ୍ୟ ପ୍ରଦେଶ ବିଧାନସଭାର ଗଣିତ ମଧ୍ୟପ୍ରଦେଶରେ 230 ଟି ବିଧାନସଭା ଆସନ ଅଛି ଏବଂ ବର୍ତ୍ତମାନ 2 ଜଣ ବିଧାୟକଙ୍କ ନିଧନ ଯୋଗୁଁ ବିଧାନସଭାରେ 228 ଜଣ ବିଧାୟକ ଅଛନ୍ତି । କଂଗ୍ରେସରେ 114 ଜଣ ବିଧାୟକ ଅଛନ୍ତି । ୪ଟି ନିର୍ଦଳୀୟ ବିଧାୟକଙ୍କ ବ୍ୟତୀତ ଏଥିରେ 2 ବିଏସପି (ଗୋଟିଏ ଦଳରୁ ନିଲମ୍ବିତ) ଏବଂ ଗୋଟିଏ ସମାଜବାଦି ପାର୍ଟି(ଏସପି) ବିଧାୟକଙ୍କ ସମର୍ଥନ ରହିଛି । ଏଭଳି ପରିସ୍ଥିତିରେ କମଲ ନାଥ ସରକାରଙ୍କୁ 121 ଜଣ ବିଧାୟକଙ୍କ ସମର୍ଥନ ରହିଛି । ଅନ୍ୟପକ୍ଷରେ ଭାରତୀୟ ଜନତା ପାର୍ଟିରେ 107 ଜଣ ବିଧାୟକ ଅଛନ୍ତି । 230 ସଦସ୍ୟ ବିଶିଷ୍ଟ ବିଧାନସଭାରେ ସଂଖ୍ୟାଗରିଷ୍ଠତା ପ୍ରମାଣ କରିବାକୁ 116 ଜଣ ବିଧାୟକଙ୍କ ସମର୍ଥନ ଆବଶ୍ୟକ । କଂଗ୍ରେସ ଶିବିରର ସଙ୍କଟକୁ ଦୃଷ୍ଟିରେ ରଖି ରାଜ୍ୟ ବିଜେପି ସକ୍ରିୟ ହୋଇପାରିଛି । ମଙ୍ଗଳବାର ହୋଲି ହୋଇଥିଲେ ମଧ୍ୟ ବିଜେପି ବିଧାନସଭା ଦଳର ଏକ ବୈଠକ ଡାକିଛି । ମଙ୍ଗଳବାର ସନ୍ଧ୍ୟା 7 ଟାରେ ଭୋପାଳରେ ବିଜେପି ବିଧାୟକ ଦଳର ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଅନ୍ୟପକ୍ଷେ ଗୃହମନ୍ତ୍ରୀ ଅମିତ ଶାହ ବିଜେପି ନେତାଙ୍କ ସହ ଆଜି ସନ୍ଧ୍ୟାରେ ବୈଠକ କରିଛନ୍ତି ବୋଲି ସୂଚନା ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

March 9, 2026
AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version