• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମନରେଗା କାର୍ଯ୍ୟରେ ଅନିୟମିତତା ଅଭିଯୋଗ : ବିଡ଼ିଓଙ୍କୁ ଦାବି ପତ୍ର ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
May 26, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ମନରେଗା କାର୍ଯ୍ୟରେ ଅନିୟମିତତା ଅଭିଯୋଗ : ବିଡ଼ିଓଙ୍କୁ ଦାବି ପତ୍ର ପ୍ରଦାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୬ ମଇ ବୁଧବାର ) ହିଞ୍ଜିଳିକାଟୁ :-  ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ବ୍ଳକରେ ମନରେଗା କାର୍ଯ୍ୟ ଅନିୟମିତା ସହ ବେଆଇନ ଭାବେ ରାସ୍ତା କାର୍ଯ୍ୟ ଚାଲୁଥିବା ନେଇ ସଂପୃକ୍ତ ଗ୍ରାମବାସୀ ଘଟଣା ନେଇ ହିଞ୍ଜିଳି ବିଡିଓ ସୁବ୍ରତ କୁମାର ଜେନାଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ହିଞ୍ଜିଳିକାଟୁ ବ୍ଳକ ଶାସନଆମ୍ବ ଗାଁ ବାଲୁଙ୍କେଶ୍ୱର ମହାପ୍ରଭୁଙ୍କ ବାଲି ଜମିରେ ବେଆଇନ ଭାବେ ରାସ୍ତା ନିର୍ମାଣ ମନରେଗା ଯୋଜନା ମାଧ୍ୟମରେ କରାଯାଉଥିବା ବେଳେ ସଂପୃକ୍ତ କାର୍ଯ୍ୟରେ ଅନିୟମିତତା ହେଉଥିବା ନେଇ ସଂପୃକ୍ତ ଗ୍ରାମବାସୀ ଅଭିଯୋଗ ଆଣିଛନ୍ତି।ହିଞ୍ଜିଳି ବ୍ଳକର ଶାସନ ଆମ୍ବଗାଁ ପଞ୍ଚାୟତ ମନରେଗା କାର୍ଯ୍ୟରେ ହୋଇଥିବ ରାସ୍ତାକୁ ଗ୍ରାମବାସୀ ବିରୋଧ କରିିଛନ୍ତି ।ଏ ନେଇ ବୁଧବାର ଦିନ ଶାସନଆମ୍ବଗାଁର ଗ୍ରାମବାସୀ ଏକ ଲିଖିତ ଅଭିଯୋଗ ପତ୍ର ହିଞ୍ଜିିଳି ବିଡ଼ିଓ ସୁବ୍ରତ କୁମାର ଜେନା ଓ ତହସିଲଦାର ପ୍ରଭାତ କୁମାର ପରିଡ଼ାଙ୍କୁ ଦେଇଛନ୍ତି । ସରକାରୀ ଟଙ୍କା ହଡ଼ପ ଅଭିଯୋଗ ଆଣିବା ସହ ମନ୍ଦିର ଜମି ନିକଟରେ ଥିବା ଜମି କିିଣି ପ୍ଳଟିଂ କରିବା ଉଦ୍ଦେଶ୍ୟରେ ବେଆଇନ ଭାବରେ ମନ୍ଦିର ଜମିରେ ରୋଡ଼ ନିର୍ମାଣ କରାଯାଉଥିବା କହିଛନ୍ତି ।

ଅନ୍ୟପକ୍ଷରେ ରାଜନୈତିକ ଭିତିରେ ମନେରଗା ଜବ କାଡର଼୍ ସତ ଶ୍ରମିକଙ୍କୁ ଦିଆନଯାଇ ମିଛ ଶ୍ରମିକ ତଥା ନିଜ ଲୋକଙ୍କୁ ଓ ଧନୀକ ଶ୍ରେଣୀର ଲୋକଙ୍କୁ ଦିଆଯାଇଛି । ଜବକାର୍ଡ ଧାରୀଙ୍କ ମଧ୍ୟରୁ ଅନେକ ରାଜ୍ୟ ବାହାରେ ରହୁଥିବା ଅଭିଯୋଗ କରିଛନ୍ତି।ସେମାନଙ୍କ ନାମରେ ଅନ୍ୟ ଲୋକଙ୍କୁ ବାହାର ଗ୍ରାମର ଲୋକଙ୍କୁ ନିୟୋଜିତ କରି କାର୍ଯ୍ୟ କରୁଛନ୍ତି ଓ ଜବ କାର୍ଡ ଆକାଉଣ୍ଟ ରେ ଟଙ୍କା ଉଠାଇ ସେମାନଙ୍କୁ କମିଶନ ଦିଆଯାଉଥିବା ଅଭିଯୋଗ କରିଛନ୍ତି ।ଫଳରେ ପଞ୍ଚାୟତର କିଛି ଦଲାଲ ମାନେ ଲକ୍ଷ ଲକ୍ଷ ଟଙ୍କା ହଡ଼ପ କରୁଥିବା କହିଛନ୍ତି ।ଏ ନେଇ ପୁର୍ବରୁ ଅଭିଯୋଗ କରିଥିଲେ ମଧ୍ୟ କାଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନଥିବାରୁ ଓ ବ୍ୟାଙ୍କ ଅକାଉଣ୍ଟ ସହ ଜି ଆଇ ଦ୍ବାରା ତଦନ୍ତ୍ କଲେ ବହୁ ଗୁମର ଫିଟିବ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି ।ଆମ୍ବଗାଁ ପଞ୍ଚାୟତରେ ବହୁ ଅନିୟମିତତା ହୋଇଥିବା ସହ ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଗଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି କହିଛନ୍ତି ।ଦାବିପତ୍ର ପ୍ରଦାନ ସମୟରେ ପୁର୍ବତନ ସରପଞ୍ଚ ଡ଼ାକ ବିଶ୍ୱାଳ,ସନ୍ତୋଷ ଦଳାଇ, କାଶିନାଥ ବିଶ୍ୱାଳ,ରବି ପ୍ରଧାନ, ବିପ୍ର ସେଠୀ ,ଗୋପାଳ ସ୍ୱାଇଁ ,ଶଙ୍କର ପୋଲାଇ,ବାସୁଦେବ ଗଉଡ, ଚିତ୍ରସେନ ରାଉଳ, ନିର ବେହେରା, ଗୋପିନାଥ ପ୍ରଧାନ, ନନ୍ଦ ଗୈାଡ଼, ମିଟୁ ସ୍ୱାଇଁ , ଶିବରାମ ବେହେରା , ରାମଚନ୍ଦ୍ର ସାହୁ ଙ୍କ ସମେତ ୫୦ରୁ ଉର୍ଦ୍ଧ୍ବ ଗ୍ରାମବାସୀ ଉପସ୍ଥିତ ଥିଲେ ।   ( ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version