• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଙ୍ଗନୱାଡ଼ି କର୍ମୀ ଓ ସହାୟିକା ମାନଙ୍କୁ କୋରନା ଯୋଦ୍ଧା ମାନ୍ୟତା ପ୍ରଦାନ ,ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡ଼ିଜ୍ ୱାର୍କର୍ସ ଏସୋସିଏସନ୍  ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ମହିଳା ଶିଶୁ ବିକାଶ ମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ

Proprietor Abhimanyu Maharana by Proprietor Abhimanyu Maharana
May 28, 2021
in ଓଡ଼ିଶା, ଗଜପତି, ହୋମ୍
0
ଅଙ୍ଗନୱାଡ଼ି କର୍ମୀ ଓ ସହାୟିକା ମାନଙ୍କୁ କୋରନା ଯୋଦ୍ଧା ମାନ୍ୟତା ପ୍ରଦାନ ,ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡ଼ିଜ୍ ୱାର୍କର୍ସ ଏସୋସିଏସନ୍  ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ମହିଳା ଶିଶୁ ବିକାଶ ମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ମଇ ଗୁରୁବାର ) ପାରଳାଖେମୁଣ୍ଡି :-  ରାଜ୍ୟରେ କାର୍ଯ୍ୟରତ ସମସ୍ତ ଅଙ୍ଗନବାଡି କର୍ମୀ ଓ ସହାୟିକା ମାନଙ୍କୁ ରାଜ୍ୟ ସରକାର’ଙ୍କ ପକ୍ଷରୁ କରୋନା ଯୋଦ୍ଧା ମାନ୍ୟତା ସହ ବିମାଭୁକ୍ତ କରିବା ଓ କାର୍ଯ୍ୟରତ ସମୟରେ ପ୍ରାଣହାନି ଘଟିଲେ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଥିବା ଯୋଗୁଁ ଅଲ ଓଡିଶା ଅଙ୍ଗନବାଡି ଲେଡିଜ ୱାର୍କର୍ସ ଏସୋସିଏସନ ଗଜପତି ଜିଲ୍ଲାଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ମହିଳା-ଶିଶୁ ବିକାଶ ମନ୍ତ୍ରୀ’ଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି ଏଠାରେ ସୂଚନା ଯୋଗ୍ୟ ଯେ , କରୋନା’ର ଦ୍ଵିତୀୟ ଲହର ସମୟରେ ସମସ୍ତ ଅଙ୍ଗନବାଡି କର୍ମଚାରୀ’ଙ୍କ ସୁରକ୍ଷା ପ୍ରତି ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପୂର୍ଣ୍ଣଭାବେ ଅଣଦେଖା କରାଯାଉଥିବା ପ୍ରତିବାଦ’ରେ ରାଜ୍ୟସଂଘ ପକ୍ଷରୁ ଏକ ୬ ଦଫା ଦାବିପତ୍ର ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ମହିଳା-ଶିଶୁ ବିଭାଗ ମନ୍ତ୍ରୀ’ଙ୍କୁ ପ୍ରଦାନ କରା ଯାଇଥିଲା ।ସେହି ଦାବୀ ଗୁଡିକୁ ଗୁରୁତର ସହ ବିଚାର’କୁ ନେଇ ରାଜ୍ୟ ସରକାର ତଥା ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ(ଡିଏସଡବ୍ଲ୍ୟୁଓ)’ଙ୍କୁ ଲିଖିତ ଭାବେ ପତ୍ର ଦିଆ ଯାଇଥିଲା ଯେ , ପ୍ରଧାମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ ଅନ୍ତର୍ଗତ ରାଜ୍ୟ’ର ସମସ୍ତ ଅଙ୍ଗନବାଡି କର୍ମୀ ଓ ସହାୟିକା ମାନଙ୍କୁ ବିମାଭୁକ୍ତ କରାଯିବା ସହ କରୋନା’ରେ

କାର୍ଯ୍ୟରତ ଥିବା ସମୟ’ରେ ପ୍ରାଣହାନୀ ଘଟିଲେ ସେମାନଙ୍କ ପରିବାର’କୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ମିଳିବ । ଏଥିସହିତ ଅନ୍ୟ ସମସ୍ତ ଦାବୀ ଗୁଡିକୁ ମଧ୍ୟ ରାଜ୍ୟ ସରକାର ମାନି ନେଇଥିବା ଯୋଗୁଁ ସଂଘ ପକ୍ଷରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ , ବିଭାଗୀୟ ସଚିବ ଓ ନିର୍ଦ୍ଦେଶକ ସମେତ ଜିଲ୍ଲାପାଳ , ଉପଜିଲ୍ଲାପାଳ , ବିଡ଼ିଓ , ଡିଏସଡବ୍ଲ୍ୟୁଓ , ସିଡିପିଓ ପ୍ରମୁଖଙ୍କୁ ଧନ୍ୟବାଦ ଓ ସାଧୁବାଦ ଦେବାସହ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି । ସଂଘ’ର ସମସ୍ତ ଭଉଣୀ ମାନଙ୍କ ଦୃଢ ଏକତା ବଳରେ ଏହା ସମ୍ଭବ ହୋଇପାରିଥିବା ଯୋଗୁଁ ସଂଘ’ର ସମସ୍ତ ଅଙ୍ଗନବାଡି ଭଉଣୀ ମାନଙ୍କୁ ଧନ୍ୟବାଦ ଅର୍ପଣ କରାଯିବା ସହ ଆଗାମୀ ଦିନରେ ଏହିଭଳି ଏକତା ବଜାୟ ରଖିଲେ ଆମପ୍ରତି କୋଣସି ସମସ୍ୟା ଆସିବ ନାହିଁ ବୋଲି ଏକ ଲିଖିତ ପ୍ରେସବାର୍ତ୍ତା ମାଧ୍ୟମ’ରେ ଭାରତୀୟ ମଜଦୂର ସଂଘ ଦ୍ୱାରା ପରିଚାଳିତ “ଅଲ ଓଡିଶା ଅଙ୍ଗନବାଡି ଲେଡିଜ ୱାର୍କର୍ସ ଏସୋସିଏସନ’ର ସାଧାରଣ ସମ୍ପାଦିକା ଝୁନୁପମା ଶତପଥୀ ଜଣାଇଛନ୍ତି । ଏଥିସହିତ ଅଙ୍ଗନବାଡି ଭଉଣୀ ମାନଙ୍କ ଏକତା ପ୍ରତି ସମସ୍ତଙ୍କୁ ଧନ୍ୟବାଦ ଓ ଆମର ଯଥାର୍ଥ ଦାବି ପ୍ରତି ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ’ ସମସ୍ତ ଅଙ୍ଗନବାଡି ଭଉଣୀ ଓ ସହସୟିକା ମାନଙ୍କ ପ୍ରତି ଉଚିତ ନ୍ୟାୟ ପ୍ରଦାନ କରିଥିବା ଯୋଗୁଁ ରାଜ୍ୟସଂଘ’ର ଜିଲ୍ଲାଶାଖା ପକ୍ଷରୁ ଜିଲ୍ଲା ସଭାନେତ୍ରୀ ଜ୍ୟୋତ୍ସ୍ନାରାଣୀ ପାଣିଗ୍ରାହୀ , ସାଧାରଣ ସମ୍ପାଦିକା ପୁଷ୍ପାଞ୍ଜଳୀ ପଣ୍ଡା ଓ କୋଷାଧ୍ୟକ୍ଷା ଅଞ୍ଜଳୀ ନାୟକ ପ୍ରମୁଖ ସେମାନଙ୍କ ସମେତ ଜିଲ୍ଲା ପ୍ରଶାସନ’ଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି l ( ରିପୋର୍ଟ -ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ର ଦ୍ଵିତୀୟ ଦିବସ ଯୋଗ

 ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ର ଦ୍ଵିତୀୟ ଦିବସ ଯୋଗ

May 10, 2026
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ର ଦ୍ଵିତୀୟ ଦିବସ ଯୋଗ

 ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ର ଦ୍ଵିତୀୟ ଦିବସ ଯୋଗ

May 10, 2026
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version