• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଧାନମନ୍ତ୍ରୀ ମୋଦି ବାର୍ତା ଜରିଆରେ ଦୀର୍ଘ ୭୦ବର୍ଷ ସହ – ୭ ବର୍ଷର ସରକାରର ତୁଳନା କଲେ ମୋଦି

Proprietor Abhimanyu Maharana by Proprietor Abhimanyu Maharana
May 30, 2021
in ଓଡ଼ିଶା, ଦେଶ, ବିଶ୍ଵ, ମହାନଗର, ହୋମ୍
0
ପ୍ରଧାନମନ୍ତ୍ରୀ ମୋଦି ବାର୍ତା ଜରିଆରେ ଦୀର୍ଘ ୭୦ବର୍ଷ ସହ – ୭ ବର୍ଷର ସରକାରର ତୁଳନା କଲେ ମୋଦି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୦ ମଇ ରବିବାର ) ନୂଆଦିଲ୍ଲୀ :-  ରବିବାର ମୋଦି କହିଛନ୍ତି ଏହି ୭ ବର୍ଷରେ ଯାହା କିଛି ସଫଳତା ମିଳିଛି ତାହା ଦେଶ ଓ ଦେଶବାସୀଙ୍କର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ଵାଧୀନ ଦ୍ୱିତୀୟ ପାଳି ସରକାରର ଆଜି ଦ୍ୱିତୀୟ ବର୍ଷ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ମାସିକ କାର୍ଯ୍ୟକ୍ରମ ମନ୍ କି ବାତ ଜରିଆରେ ଦୀର୍ଘ ୭୦ ବର୍ଷର ସରକାରକୁ ଚଳିତ ୭ ବର୍ଷର ସରକାର ସହ ତୁଳନା କରିଛନ୍ତି । ବର୍ତ୍ତମାନର ଭାରତ ଅନ୍ୟ ଦେଶର ଚିନ୍ତାଧାରା ଓ ଚାପରେ ନାହିଁ ।

ଦେଶ ନିଜ ସଂକଳ୍ପ ସହିତ ଚାଲୁଥିବାରୁ ଏଥିପାଇଁ ଆମେ ସମସ୍ତେ ଗର୍ବିତ । ଯେଉଁମାନେ ଆମ ବିରୁଦ୍ଧରେ ଷଡଯନ୍ତ୍ର କରୁଛନ୍ତି ସେମାନଙ୍କୁ ଦେଶ ଉପଯୁକ୍ତ ଉତ୍ତର ଦେଉଛି । ଯାହାକି ଆମର ଆତ୍ମବିଶ୍ୱାସ ବଢ଼ାଉଛି । ସେ କହିଲେ ଭାରତ ଜାତୀୟ ନିରାପତ୍ତା ପ୍ରସଙ୍ଗରେ ଆପୋଷ ବୁଝାମଣା କରେ ନାହିଁ । ଯେତେବେଳେ ଆମ ସେନାର ଶକ୍ତି ବଢେ ସେତେବେଳେ ଆମେ ଅନୁଭବ କରୁ ଠିକ୍ ରାସ୍ତାରେ ଅଛୁ । ଖୁସି ଲାଗେ ଯେତେବେଳେ ଲୋକମାନେ ଧନ୍ୟବାଦ ଦିଅନ୍ତି ଦୀର୍ଘ ୭୦ ବର୍ଷ ପରେ ପ୍ରଥମ ଥର ପାଇଁ ସେମାନଙ୍କ ଗାଁରେ ବିଜୁଳି ପହଞ୍ଚିଛି । ସେମାନଙ୍କ ପୁଅ ଓ ଝିଅ ପଙ୍ଖା ତଳେ ବସି ପାଠ ପଢୁଛନ୍ତି । ଗାଁର ପକ୍କା ରାସ୍ତା ସହ ସହର ସହିତ ସଂଯୁକ୍ତ ହୋଇଛି ।

ସ୍ୱାଧୀନତାର ସାତ ଦଶନ୍ଧିରେ କେବଳ ତିନି କୋଟି ଗାଁରେ ପାଣି ସଂଯୋଗ ହୋଇଥିଲା । କିନ୍ତୁ ଗତ ୨୧ ମାସ ମଧ୍ୟରେ ତାଙ୍କ ସରକାର ସାଢ଼େ ଚାରି କୋଟି ଘରକୁ ବିଶୁଦ୍ଧ ଜଳ ସଂଯୋଗ ଦେଇଛନ୍ତି । ସେହିପରି ‘ଆୟୁଷ୍ମାନ ଭାରତ ଯୋଜନା’ ଜରିଆରେ ଦେଶକୁ ଏକ ନୂଆ ବିଶ୍ୱାସ ଆସିଛି । ଜଣେ ଚିକିତ୍ସିତ ହୋଇ ଘରକୁ ଫେରୁଥିବା ବେଳେ ପରିବାର ଲୋକେ ଅନୁଭବ କରନ୍ତି ଏହା ତାଙ୍କୁ ଏକ ନୂଆ ଜୀବନ ଦେଇଛି ।

ସେ କହିଛନ୍ତି ଏବେ ଦେଶର କୋଣ ଅନୁକୋଣରେ ଡିଜିଟାଲ ନେଣଦେଣ ହୋଇପାରୁଛି । କରୋନା ମହାମାରୀ ବେଳେ ଏହି ଡିଜିଟାଲ ପେମେଣ୍ଟ ବହୁତ ଲାଭ ଦାୟକ ସାବ୍ୟସ୍ତ ହୋଇଛି । ଉତ୍ତର-ପୂର୍ବରୁ କଶ୍ମୀର ପର୍ଯ୍ୟନ୍ତ ଶାନ୍ତି ଓ ବିକାଶର ଏକ ନୂତନ ଆତ୍ମବିଶ୍ୱାସ ସୃଷ୍ଟି ହୋଇଥିବା ବେଳେ ଆମେ ଏକାଧିକ ସାଟେଲାଇଟ୍ ଉତକ୍ଷେପଣ କରି ରେକର୍ଡ ତିଆରି କରିଛୁ । ଏହି ୭ ବର୍ଷ ମଧ୍ୟରେ ଦେଶର ଅନେକ ପୁରୁଣା ବିବାଦ ସମ୍ପୂର୍ଣ୍ଣ ଶାନ୍ତି ଓ ସୌହାର୍ଦ୍ଦ୍ୟ ସହିତ ସମାଧାନ ହୋଇଛି ।

ମୋଦି କହିଲେ କେହି କେହି ବ୍ୟାଙ୍କ ଆକାଉଣ୍ଟ ଖୋଲିବାର ଖୁସି ବାଣ୍ଟନ୍ତି । ସରକାରଙ୍କ ବିଭିନ୍ନ ସ୍କିମ୍ ଜରିଆରେ ଲୋକମାନେ ଋଣ ନେଇ ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନ ଖୋଲିବାରେ ସଫଳ ହେଲେ ମଧ୍ୟ ଖୁସି ଲାଗେ ।  ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ମିଳିବା ପରେ ଅନେକ ଲୋକ ଧନ୍ୟବାଦ ଦେଇଛନ୍ତି ।  ୭ ବର୍ଷରେ ଏମିତି ଅନେକ ଖୁସି ଅଛି ଯାହାକୁ ନେଇ ଆଜି ଦେଶ ଆଗକୁ ବଢ଼ୁଛି ବୋଲି ସେ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version