• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home କଟକ

କୋଭିଡ଼ ନିୟମକୁ ଫୁ.. ଗ୍ରମାଂଚଳରେ ଜମୁଛି ଭୋଜିଭାତ ଓ ତାସଖେଳର ଆସର

Proprietor Abhimanyu Maharana by Proprietor Abhimanyu Maharana
May 31, 2021
in କଟକ, ଗଞ୍ଜାମ, ହୋମ୍
0
କୋଭିଡ଼ ନିୟମକୁ ଫୁ.. ଗ୍ରମାଂଚଳରେ ଜମୁଛି ଭୋଜିଭାତ ଓ ତାସଖେଳର ଆସର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୧ ମଇ ସୋମବାର )ହିଞ୍ଜିଳିକାଟୁ :-  ମହାମାରୀ କରୋନା ଭୁତାଣୁ ସଂକ୍ରମଣ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ନାଇଟକର୍ଫ୍ୟୁ ସମେତ ଲକଡ଼ାଉନ, ସପ୍ତାହନ୍ତ ସଟଡ଼ାଉନ ଜାରି ରଖିଛନ୍ତି । ଲକଡ଼ାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ପ୍ରତ୍ୟହ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରହୁଥିବା ବେହେଳ ଅବଶିଷ୍ଟ ସମୟ ସହର ଶୁନଶାନ ହୋଇପଡ଼ୁଛି । ସପ୍ତାହନ୍ତ ସଡଟଡାଉନ ସମୟରେ ସାରା ସହର ନିସବ୍ଧ ହୋଇପଡିବା ସହ ରାସ୍ତାଘାଟ ଜନଶୁନ୍ୟ ଓ ଶୁନଶାନ ହୋଇପଡୁଥିବା ଦେଖିବାକୁ ମିଳୁଛି । ପୁଲିସ ଭୟରେ ଲୋକେ ସହରକୁ ଆସୁନଥିବା ବେଳେ ଗ୍ରମାଂଚଳ ଗୁଡ଼ିକରେ ଯୁବଗୋଷ୍ଠୀଙ୍କ ପକ୍ଷରୁ ଗାଁ ତୋଟାରେ ଭୋଜିଭାତ ସାଙ୍ଗକୁ ତାସଖେଳର ଆସର ଜମୁଥିବା ଦେଖିବାକୁ ମିଳୁଛି । ହିଞ୍ଜିଳିକାଟୁ ବ୍ଳକର ବିଭିନ୍ନ ଗ୍ରାମାଂଚଳର ଲୋକମାନେ ସାମାଜିକ ଦୂରତା ନରଖିବା ସହ ମାସ୍କ ନପିନ୍ଧି ଲୋକେ କୋଭିଡ଼ ନିୟମର ଖୋଲାଖୋଲି ଉଲଂଘନ କରୁଥିବାର ଜଣାପଡ଼ିଛି ।

ଅନେକ ସ୍ଥାନରେ ଯୁବକ ମାନେ ମେଳି ହୋଇ ତାସ ଓ କ୍ରିକେଟ ଖୋଳୁଛନ୍ତି । ଯଦ୍ୱାରା ଗତ କିଛି ଦିନ ଧରି ଗ୍ରାମାଂଚଳ ଗୁଡ଼ିକରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗ୍ରମାଂଚଳ ଗୁଡ଼ିକରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ଚଳିତ ବର୍ଷ ମଧ୍ୟ ସରପଂଚ ମାନଙ୍କୁ ଜିଲ୍ଲାପାଳ କ୍ଷମତା ପ୍ରଦାନ କରିଛନ୍ତି । ହେଲେ ବହୁ ପଂଚାୟତରେ ସରପଂଚ ମାନେ ସଠିକ ଭାବେ କାର୍ଯ୍ୟ କରୁନଥିବା ଜଣାପଡ଼ିଛି । ଗ୍ରମାଂଚଳର ଲୋକେ କିପରି କେ;ରନାରୁ ରକ୍ଷା ପାଇବେ, ସେ ନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ମାନେ ବିଭିନ୍ନ ସମୟରେ ତଦାରଖ କରିବମା ସହ ଜନ ସଚେତନତା ଜାରି ରଖିଛନ୍ତି । ଗ୍ରମାଂଚଳ ଗୁଡ଼ିତରେ ପ୍ରଶାସନ କଠୋର ଆଭିମୁଖ୍ୟ ଗ୍ରହଣ କରିବା ସହ ଅମାନିଆଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ଅଂଚଳର ବୁଦ୍ଧିଜୀବି ମହଲରେ ମତ ପ୍ରକଶ ପାଇଛି ।     ( ରିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

September 13, 2026
ପାରଳାଖେମୁଣ୍ଡି ଠାରେ ନୂତନ ଭାବେ ନିର୍ମାଣଧିନ ଜଗନ୍ନାଥଙ୍କ ମନ୍ଦିର ପାଇଁ ଆସିଲା ଚାରି ଦ୍ୱାରବନ୍ଧ ଶହ ଶହ ଭକ୍ତଙ୍କ ଉପସ୍ଥିତିରେ ଭବ୍ୟ ସ୍ୱାଗତ

ପାରଳାଖେମୁଣ୍ଡି ଠାରେ ନୂତନ ଭାବେ ନିର୍ମାଣଧିନ ଜଗନ୍ନାଥଙ୍କ ମନ୍ଦିର ପାଇଁ ଆସିଲା ଚାରି ଦ୍ୱାରବନ୍ଧ ଶହ ଶହ ଭକ୍ତଙ୍କ ଉପସ୍ଥିତିରେ ଭବ୍ୟ ସ୍ୱାଗତ

September 13, 2026
ଗଜପତି ଜିଲ୍ଲା ତୃତୀୟଲିଙ୍ଗୀ ସମାଜ ତରଫରୁ ନୂତନ ଉପ ଜିଲ୍ଲାପାଳଙ୍କୁ ସ୍ୱାଗତ

ଗଜପତି ଜିଲ୍ଲା ତୃତୀୟଲିଙ୍ଗୀ ସମାଜ ତରଫରୁ ନୂତନ ଉପ ଜିଲ୍ଲାପାଳଙ୍କୁ ସ୍ୱାଗତ

September 13, 2026
ପାରଳାଖେମୁଣ୍ଡି ରାଜ୍ୟ ଗାଁସାଥୀ (ମେଟ) ମଜଦୂର ସଂଘ ଗଜପତି ଜିଲ୍ଲା ଶାଖାର ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ

ପାରଳାଖେମୁଣ୍ଡି ରାଜ୍ୟ ଗାଁସାଥୀ (ମେଟ) ମଜଦୂର ସଂଘ ଗଜପତି ଜିଲ୍ଲା ଶାଖାର ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ

September 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

September 13, 2026
ପାରଳାଖେମୁଣ୍ଡି ଠାରେ ନୂତନ ଭାବେ ନିର୍ମାଣଧିନ ଜଗନ୍ନାଥଙ୍କ ମନ୍ଦିର ପାଇଁ ଆସିଲା ଚାରି ଦ୍ୱାରବନ୍ଧ ଶହ ଶହ ଭକ୍ତଙ୍କ ଉପସ୍ଥିତିରେ ଭବ୍ୟ ସ୍ୱାଗତ

ପାରଳାଖେମୁଣ୍ଡି ଠାରେ ନୂତନ ଭାବେ ନିର୍ମାଣଧିନ ଜଗନ୍ନାଥଙ୍କ ମନ୍ଦିର ପାଇଁ ଆସିଲା ଚାରି ଦ୍ୱାରବନ୍ଧ ଶହ ଶହ ଭକ୍ତଙ୍କ ଉପସ୍ଥିତିରେ ଭବ୍ୟ ସ୍ୱାଗତ

September 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version