• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୃଷି କ୍ଷେତ୍ରରେ ଫସଲର ବିବିଧକରଣକୁ ଗୁରୁତ୍ୱ : ମନ୍ତ୍ରୀ ଡ. ଅରୁଣ କୁମାର ସାହୁ

Proprietor Abhimanyu Maharana by Proprietor Abhimanyu Maharana
May 31, 2021
in ଓଡ଼ିଶା, ମହାନଗର, ହୋମ୍
0
କୃଷି କ୍ଷେତ୍ରରେ ଫସଲର ବିବିଧକରଣକୁ ଗୁରୁତ୍ୱ : ମନ୍ତ୍ରୀ ଡ. ଅରୁଣ କୁମାର ସାହୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୧ ମଇ ସୋମବାର ) ଭୁବନେଶ୍ୱର :- ରାଜ୍ୟ ସରକାର କୃଷକମାନଙ୍କ ଆୟ ବହୁଗୁଣିତ କରିବା ଲକ୍ଷ୍ୟରେ ଫସଲର ବିବିଧକରଣ ପାଇଁ ସର୍ବାଧିକ ଗୁରୁତ୍ୱ ପ୍ରଦାନ କରୁଛନ୍ତି । ଉତ୍ପାଦନ ବୃଦ୍ଧି ସହିତ କୃଷିର ଅଭିବୃଦ୍ଧି ଏବଂ ରାଜ୍ୟର ଖାଦ୍ୟ ସୁରକ୍ଷାକୁ ସୁନିଶ୍ଚିତ କରିବା ଦିଗରେ ଫସଲର ବିବିଧକରଣ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ । ଚାଷୀମାନଙ୍କୁ ଫସଲର ବିବିଧକରଣ ନିମନ୍ତେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ପ୍ରୋତ୍ସାହିତ କରାଯାଉଛି । ଫସଲର ବିବିଧକରଣ କରାଯାଇ ଅଣଧାନ ଚାଷ ଯଥା :  ଡାଲି, ତୈଳବୀଜ, କପା, ମକା ଆଦି ଅର୍ଥକରୀ ଫସଲ ଚାଷ କରୁଥିବା ଚାଷୀଙ୍କୁ ପ୍ରୋତ୍ସାହନ ରାଶି ଯୋଗାଇଦେବାର ବ୍ୟବସ୍ଥା କରାଯାଇଛି ।

ଏହି ପରିପ୍ରେକ୍ଷୀରେ ବିଭାଗ ପକ୍ଷରୁ ଚଳିତ ଖରିଫରେ ରାଜ୍ୟର ମୋଟ ୧୨ ହଜାର ୨୦୭ ହେକଫର ଚାଷଜମିରେ ଫସଲର ବିବିଧକରଣର ଏକ ପାଇଲଟ୍‌ ପ୍ରୋଜେକଫକୁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଅନୁମୋଦନ କରିଛନ୍ତି ।

ରାଜ୍ୟର ୪ଟି ଜିଲ୍ଲା କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାର ୧୮ଟି ମେଗା ଉଠାଜଳସେଚନ ପ୍ରକଳ୍ପ ଅନ୍ତର୍ଗତ ୧୦୧ଟି ଗ୍ରାମର ୧୨ ହଜାର ୨୦୭ ହେକଫର ଜମିକୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି । ୧୨ଟି କ୍ଲଷ୍ଟରରେ ଏହି ଚାଷ କରାଯିବ ଏବଂ ପ୍ରତି କ୍ଲଷ୍ଟର ୧୦୦୦ ହେକଫର ଚାଷଜମିରେ ଫସଲର ବିବିଧକରଣ କରାଯାଇ ଚାଷ କରାଯିବ । ଉପରୋକ୍ତ ୪ଟି ଜିଲ୍ଲାର ସମସ୍ତ ମେଗା ଉଠାଜଳସେଚନ ପ୍ରକଳ୍ପକୁ ଏଥିରେ ସାମିଲ କରାଯାଇଛି ଏବଂ ମୃତ୍ତିକା ଓ ସ୍ଥାନୀୟ ଜଳବାୟୁ ଅନୁସାରେ ଚଳିତ ଖରିଫରେ ଫସଲର ବିବିଧକରଣ କରାଯାଇ ଅଣଧାନ ଅର୍ଥକରୀ ଫସଲ ଚାଷ ପାଇଁ ପଦକ୍ଷେପ ନିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

May 14, 2026
ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

May 14, 2026
ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

May 14, 2026
ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

May 14, 2026
ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version