• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କରୋନା ଛଡ଼ାଇ ନେଇଛି ଜୀବିକା ଲକଡ଼ାଉନରେ ଠେଲାଗାଡ଼ିରେ ବ୍ୟବସାୟୀଙ୍କ ଅବସ୍ଥା ଶୋଚନୀୟ

Proprietor Abhimanyu Maharana by Proprietor Abhimanyu Maharana
June 2, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
କରୋନା ଛଡ଼ାଇ ନେଇଛି ଜୀବିକା ଲକଡ଼ାଉନରେ ଠେଲାଗାଡ଼ିରେ ବ୍ୟବସାୟୀଙ୍କ ଅବସ୍ଥା ଶୋଚନୀୟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୧ ଜୁନ ମଙ୍ଗଳବାର ) ହିଞ୍ଜିଳିକାଟୁ :-  ମହାମାରୀ କରୋନା ଭୁତାଣୁ ସଂକ୍ରମଣର ଦ୍ୱିତୀୟ ଲହର ସମସ୍ତଙ୍କ ପାଇଁ ଘାତକ ସାଜିଛି । ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ବୃଦ୍ଧି ପାଉଥିବାରୁ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟାକୁ ରୋକ ଦେବା ପାଇଁ ରାଜ୍ୟ ସରକାର ନାଇଟକର୍ଫ୍ୟୁ, ସପ୍ତାହନ୍ତ ସଟଡ଼ାଉନ ସମେତ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଲକଡ଼ାଉନ ଜାରି କରିଛନ୍ତି । ଏଭଳି ପରିସ୍ଥିତିରେ ଗରିବ ଓ ମଧ୍ୟବିତ ପରିବାରର ଲୋକମାନେ ନାନା ଅସୁବିଧାରେ କାଳାତିପାତ କରୁଥିବାର ଦେଖିବାକୁ ମିଳିଛି । ସଂକ୍ରମଣ ଭୟ ସାଙ୍ଗକୁ କଟକଣା ରୋଗାରର ପନ୍ଥାରେ କଂଟା ସାଜିଛି । ଯାହା ଗରିବ ଓ ମଧ୍ୟବିତ ପରିବାରକୁ ଆର୍ଥୀକ ଓ ମାନସିକ କ୍ଷେତ୍ରରେ ବେଶ ଦୁର୍ବଳ କରିଦେଇଛି । ଏପରିକି କରୋନା ସଂକ୍ରମଣର ଦ୍ୱିତୀୟ ଲହର ବହୁ ଗରିବ, ମଧ୍ୟବିତ ପରିବାର ସମେତ କ୍ଷୁଦ୍ର ବ୍ୟବସାୟୀଙ୍କ ଜୀବନ ଜୀବିକା ଛଡ଼ାଇ ନେଇଛି । କରୋନାକୁ ମାତ ଦେବା ପାଇଁ ରାଜ୍ୟ ସରକାର ଏପ୍ରିଲ ଶେଷ ସପ୍ତାହରୁ ୨ ଦିନିଆ ସପ୍ତାହନ୍ତ ସଟଡ଼ାଉନ (ଶନି ଓ ରବିବାର) ଜାରି କରିଥିବା ବେଳେ ଉବ ୫ ତାରିଖ ଠାରୁ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଲକଡ଼ାଉନ ଘୋଷଣା କରିଛନ୍ତି । ସପ୍ତାହନ୍ତ ସଟଡ଼ାଉନରେ ଔଷଧ ଦେକାନକୁ ବାଦ ଦେଲେ ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହୁଛି । ହେଲେ ଲକଡ଼ାଉନ ସମୟରେ କେବଳ ଅତ୍ୟାବଶ୍ୟକ ସାମଗ୍ରୀର ବ୍ୟବସାୟିକ ପ୍ରତିଷ୍ଠାନ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ଖୋଲା ରହୁଥିବା ବେଳେ ଅବଶିଷ୍ଟ ସମୟ ବନ୍ଦ ରହୁଛି । ଏଭଳି ପରିସ୍ଥିତିରେ ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ ଦେଲେ ଅନ୍ୟ ସାମଗ୍ରୀର ବ୍ୟବସାୟ ସମ୍ପୁର୍ଣ୍ଣ ବନ୍ଦ ହେଇପଡ଼ିଛି ।

ହିଞ୍ଜିଳିକାଟୁ ପୌରାଂଚଳ ସମେତ ନିକଟବର୍ତି ଗ୍ରାମାଂଚଳର ବିଭିନ୍ନ ଛକ ସ୍ଥାନରେ ଠେଲା ଗାଡ଼ି ସହାୟତାରେ ଗୁପଚୁପ, ଚାଟ, ଦହିବରା, ଫାଷ୍ଟଫୁଡ଼ ଭଳି କ୍ଷୁଦ୍ର ବ୍ୟବସାୟ କରି ପରିବାର ପ୍ରତିପୋଷଣ କରୁଥିବା କ୍ଷୁଦ୍ର ବ୍ୟବସାୟୀଙ୍କ ଜୀବିକା ସମ୍ପୁର୍ଣ୍ଣ ଠପ୍‌ ହୋଇଯାଇଛି । କରୋନା କଟକଣା ପାଇଁ ପ୍ରାୟ ମାସଟିଏ ଧରି ବ୍ୟବସାୟ ବନ୍ଦ ରହିଥିବା ବେଳେ ଯାହା କିଛି ସଂଚିତ କରି ରଖିଥିଲେ, ସବୁକିଛି ସରିଗଲାଣି । ମହାମାରୀ କରୋନା ଭୁତାଣୁ ସଂକ୍ରମଣର ପ୍ରଥମ ଲହରରେ ଦୀର୍ଘ ୬ମାସ ଧରି ବ୍ୟବସାୟ ବନ୍ଦ ରହିଥିବା ବେଳେ ଧାର ଉଧାର କରି ବଂଚିଥିଲେ । ଅନଲକ ଆରମ୍ଭ ହେବା ପରେ କଟକଣା କୋହଳ କରାଯାଇଥିଲା । ଠେଲାଗାଡ଼ିରେ ବ୍ୟବସାୟ ଆରମ୍ଭ କରାଯାଇଥିଲେ ମଧ୍ୟ ବ୍ୟବସାୟ ଆଶାତୀତ ହୋଇନଥିଲା । ବ୍ୟବସାୟ ଜୋର ଧରିବା ବେଳେକୁ ପୁଣିଥରେ କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି । ଯଦ୍ୱାରା କରୋନାକୁ ମାତ ଦେବା ପାଇଁ ରାଜ୍ୟ ସରକାର ବିଭିନ୍ନ କଟକଣା ଲାଗୁ କରିଛନ୍ତି । ଠେଲାଗାଡ଼ିରେ ଇଡ଼ିଲି, ଗୁପଚୁପ, ଚାଟ, ଦହିବରା, ପିଆଜି, ପକୁଡ଼ି, ଘୁୂଗୁନି, ଫାଷ୍ଟଫୁଡ଼ ଭଳି ବ୍ୟବସାୟ କରୁଥିବା ଠେଲାଗାଡ଼ିରେ ବ୍ୟବସାୟ କରୁଥିବା କ୍ଷୁଦ୍ର ବ୍ୟବସାୟୀଙ୍କ ଆର୍ଥୀକ ଅବସ୍ଥା ସମ୍ପୁର୍ଣ୍ଣ ଭାବେ ଠପ୍ ହୋଇଯାଇଛି । ଦିନକୁ ଦିନ ଲକଡ଼ାଉନ ଅବଧି ବୃଦ୍ଧି ପାଉଥିବା ବେଳେ କ୍ଷୁଦ୍ର ବ୍ୟବସାୟୀଙ୍କ ଚିନ୍ତା ବଢିବାରେ ଲାଗିଛି । ସ୍ଥାନୀୟ ଅଂଚଳର କ୍ଷୁଦ୍ର ବ୍ୟବସାୟୀ ମାନଙ୍କୁ ଚିହ୍ନଟ କରାଯାଇ ସରକାରୀ ସହାୟତା ପ୍ରଦାନ କରିବାକୁ ଯଥାନୀୟ ଅଂଚଳର କ୍ଷୁଦ୍ର ବ୍ୟବସାୟୀ ମାନେ ନିବେଦନ କରିଛନ୍ତି ।    ( ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version