• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଏମ୍‌ଏସ୍‌ଏମ୍‌ଇ ଓ ଶିଳ୍ପ ବିଭାଗ ତରଫରୁ କରୋନା ସତର୍କତା ନିମନ୍ତେ ଜରୁରୀ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
March 14, 2020
in Uncategorized, ଓଡ଼ିଶା, ଜୀବନଚର୍ଯ୍ୟା, ହୋମ୍
0
ଏମ୍‌ଏସ୍‌ଏମ୍‌ଇ ଓ ଶିଳ୍ପ ବିଭାଗ ତରଫରୁ କରୋନା ସତର୍କତା ନିମନ୍ତେ ଜରୁରୀ ବୈଠକ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶାତାଜାନ୍ୟୁଜ୍ ) ଭୁବନେଶ୍ୱର 2020 :- ଖାରବେଳ ଭବନସ୍ଥିତ ଶିଳ୍ପ ବିଭାଗ ସମିଳନୀ କକ୍ଷଠାରେ ଏମ୍‌ଏସ୍‌ଏମ୍‌ଇ ଓ ଶିଳ୍ପ ସହ ଜଡ଼ିତ ବିଭିନ୍ନ ଶିଳ୍ପ ପ୍ରତିଷ୍ଠାନର ପ୍ରତିନିଧି ଓ କର୍ମକର୍ତ୍ତାଙ୍କୁ ନେଇ ଏକ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏମ୍‌ଏସ୍‌ଏମ୍‌ଇ ଓ ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ରାଜ୍ୟର ବହୁ ଅଗ୍ରଣୀ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ତଥା ଭାରୀ ଶିଳ୍ପ ଅନୁଷ୍ଠାନଗୁଡ଼ିକର କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ । ବୈଠକରେ କରୋନାର ଭୟାବହତା ସ ̧ର୍କରେ ଆଲୋଚନା କରାଯାଇ ଏ ଦିଗରେ ସତର୍କ ଏବଂ ସଜାଗ ରହିବା ହିଁ ସର୍ବୋତ୍ତମ ପ୍ରତିଷେଧ ବୋଲି ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ଡ… ବି.କେ. ମହା ପାତ୍ର କହିଥିଲେ । ତେବେ ଶିଳ୍ପାନୁଷ୍ଠାନ ଗୁଡ଼ିକରେ କାର୍ଯ୍ୟରତ ଶ୍ରମିକମାନଙ୍କୁ ନିଜ ସ୍ତରରେ ସଚେତନ କରିବା, ସରକାରୀ ଭାବେ ଦିଆଯାଉଥିବା ନିର୍ଦ୍ଦେଶାବଳୀର ପାଳନ କରିବା ଆଦିକୁ ଗୁରୁତ୍ୱ ଦେବାକୁ କୁହାଯାଇଥିଲା । ସରକାର ଆଜିଠାରୁ ମାର୍ଚ୍ଚ ୩୧ ତାରିଖ ୩⁄୪ାଏଁ ସ୍କୁଲ, କଲେଜ, ସିନେମା ହଲ୍‌, ସୁଇମିଂ ପୁଲ୍‌, ବ୍ୟାୟାମଶାଳା ପ୍ରଭୃତିକୁ ବନ୍ଦ କରି ଦେଇଛନ୍ତି । ଏଥିସହିତ ସରକାରୀ ସ୍ତରରେ ଆୟୋଜନ କରାଯାଉଥିବା ସଭା, ସମିତି ଉ ପରେ ମଧ୍ୟ ସାମୟିକ ଭାବେ ରୋକ ଲଗାଯାଇଛି । ଏଥି ପ୍ରତି ସଚେତନତା ହିଁ ରୋଗକୁ ପ୍ରତିରୋଧ କରି ପାରିବ ବୋଲି ବୈଠକରେ ସମସ୍ତଙ୍କୁ ଅବଗତ କରାଯାଇଥିଲା । ତେବେ କରୋନା ପ୍ରତି ଅନାବଶ୍ୟକ ଭୟଭୀତ ନ ହେବା ପାଇଁ କୁହାଯାଇଛି । ତା’ଛଡ଼ା ଏ ନେଇ ହେଉଥିବା ଗୁଜବ୍‌ ପ୍ରତି କର୍ଣ୍ଣ ପାତ ନ କରିବାକୁ ସଚିବ ପରାମର୍ଶ ଦେଇଥିଲେ । ସେ ଏମ୍‌ଏସ୍‌ଏମ୍‌ଇ ବିଭାଗ ତରଫରୁ ଅତିରିକ୍ତ ସଚିବ ଶ୍ରୀ ଉଦୟ ନାରାୟଣ ଦାସ, ଶିଳ୍ପ ବିଭାଗ ଯୁଗ୍ମମ ସଚିବ ଶ୍ରୀ ଶୁଭେନ୍ଦ୍ର କୁମାର ନାୟକ ଓ ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ଡ… ବି.କେ. ମହା ପାତ୍ରଙ୍କୁ ନୋଡାଲ ଅଧିକାରୀ ଭାବେ ଅଧିକୃତ କରାଯାଇଥିବା ଘୋଷଣା କରିଥିଲେ । ଏମାନେ କି ପରି ଭାବେ ଶିଳ୍ପ ସଂସ୍ଥାଗୁଡ଼ିକରେ କରୋନା ନିର୍ଦ୍ଦେଶାବଳୀ ପ୍ରଚାର ପ୍ରସାର ହୋଇ ପାରିବ ତାହା ଦେଖିବା ସହିତ ସମସ୍ତ ଖବର ଅନ୍ତର ପ୍ରତି ଦୃଷ୍ଟି ରଖିବେ । ତା’ଛଡ଼ା ପରବର୍ତ୍ତୀ ସମୟରେ ଏ ସ ̧ର୍କରେ ଯାହାବି ସରକାରୀ ନିର୍ଦ୍ଦେଶନାମା ଆସିବ ତାକୁ ଜିଲ୍ଲା ଶିଳ୍ପ ଅଧିକାରୀମାନଙ୍କ ଜରିଆରେ ଜଣାଇ ଦିଆ୩⁄୪ିବ ବୋଲି ସଚିବ କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version