• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ ଆଜି ଚିହ୍ନଟ ହୋଇଛନ୍ତି ୭, ୩୯୫କରୋନା ରୋଗୀ : ଏମାନଙ୍କ ମଧ୍ୟରୁ ୪,୧୬୯ କ୍ୱାରେଣ୍ଟିନରେ ଥିବାବେଳେ ୩୨୨୬ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି

Proprietor Abhimanyu Maharana by Proprietor Abhimanyu Maharana
June 5, 2021
in ଓଡ଼ିଶା, କରୋନା, ମହାନଗର, ହୋମ୍
0
ରାଜ୍ୟରେ ଆଜି ଚିହ୍ନଟ ହୋଇଛନ୍ତି ୭, ୩୯୫କରୋନା ରୋଗୀ : ଏମାନଙ୍କ ମଧ୍ୟରୁ ୪,୧୬୯ କ୍ୱାରେଣ୍ଟିନରେ ଥିବାବେଳେ ୩୨୨୬ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୦୫ ଜୁନ୍ , ଶନିବାର ) ଭୁବନେଶ୍ୱର :-  ରାଜ୍ୟରେ ଆଜି ଚିହ୍ନଟ ହୋଇଛନ୍ତି ୭, ୩୯୫କରୋନା ରୋଗୀ । ଏମାନଙ୍କ ମଧ୍ୟରୁ ୪,୧୬୯ କ୍ୱାରେଣ୍ଟିନରେ ଥିବାବେଳେ ୩୨୨୬ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି । ଅନ୍ୟପକ୍ଷେ ରାଜ୍ୟରୁ ୨୪ ଘଣ୍ଟାରେ ୪୦ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨,୯୫୨କୁ ବୃଦ୍ଧି ପାଇଛି ।

ଆଜି ବି ଖୋର୍ଦ୍ଧା ତାଲିକାର ଉପରେ ରହିଛି । ଏହି ଜିଲ୍ଲାରୁ ଆଜି ୧୦୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୪୪୩, ବାଲେଶ୍ୱରରୁ ୨୮୫, ବରଗଡରୁ ୧୭୧, ଭଦ୍ରକରୁ ୨୩୮, ବଲାଙ୍ଗୀରରୁ ୮୧ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

ସେହିପରି ବୌଦ୍ଧରୁ ୧୩୩, କଟକରୁ ୮୬୮, ଦେବଗଡରୁ୫୭, ଢେଙ୍କାନାଳରୁ ୮୧, ଗଜପତିରୁ ୫୨, ଗଞ୍ଜାମରୁ ୬୯, ଜଗତ୍‌ସିଂହପୁରରୁ ୨୮୮, ଜାଜପୁରରୁ ୫୧୬, ଝାରସୁଗୁଡ଼ାରୁ ୬୬, କଳାହାଣ୍ଡିରୁ ୧୬୬, କନ୍ଧମାଳରୁ ୭୬, କେନ୍ଦ୍ରାପଡାରୁ ୩୪୧, କେନ୍ଦୁଝରରୁ ୧୫୮, କୋରାପୁଟରୁ ୧୬୧, ମାଲକାନଗରିରି ୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟପକ୍ଷେ, ମୟୂରଭଞ୍ଜରୁ ୩୮୪, ନବରଙ୍ଗପୁରରୁ ୧୯୬, ନୟାଗଡରୁ ୨୪୩, ନୂଆପଡ଼ାରୁ ୨୨, ପୁରୀରୁ ୩୫୬, ରାୟଗଡାରୁ ୧୨୫, ସମ୍ବଲପୁରରୁ ୧୩୭, ସୋନପୁରରୁ ୯୧, ସୁନ୍ଦରଗଡରୁ ୨୬୭ ଏବଂ ଷ୍ଟେଟ ପୁଲ୍‌ରୁ ୧୪୫ ଜଣ ବାହାରିଛନ୍ତି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୧, ୩୪୭ ଜଣ ରୋଗୀ କରୋନା ମୁକ୍ତ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ପଜିଟିଭ ସଂଖ୍ୟା ୮,୦୬,୦୯୪ ଥିବାବେଳେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇ ଫେରିଛନ୍ତି ୮,୦୬,୦୯୪। ରାଜ୍ୟରେ ବର୍ତ୍ତମାନ ଆକ୍ଟିଭ ସଂଖ୍ୟା ୭୮,୬୮୭ ।

ସେହିପରି ଆଜି ମୃତ୍ୟୁ ସଂଖାରେ ବି ଖୋର୍ଦ୍ଧା ଉପରେ ରହିଛି । ଆଜି ଏହି ଜିଲ୍ଲାରୁ ସର୍ବାଧିକ ୬ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ୪ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଥିବାବେଳେ ଅନୁଗୁଳ, ବୌଦ୍ଧ, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ୩ ଲେଖାଏଁ ମୃତ ବୋଲି ସୂଚନା ମିଳିଛି

ସେହିପରି, ବରଗଡ଼, ବଲାଙ୍ଗିର ଓ ଦେବଗଡ଼ରୁ ୨ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଥିବାବଳେ ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ମରିଛନ୍ତି ।

ସୂଚନାଥାଉ କି, ଜୁନ ୩ ତାରିଖରେ ରାଜ୍ୟରୁ ୭ ହଜାର ୭୨୯ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨ ତାରିଖରେ ୮,୮୩୯, ୧ ତାରିଖରେ ୮୩୯୯ କରୋନା ସଂକ୍ରମିତ ବାହାରିଥିଲେ। ମେ’ ୩୧ରେ ୮,୭୩୫ କରୋନା ରୋଗୀ ଚିହ୍ନଟ ହୋଇଥିଲେ । ସେହିପରି ମେ’ ୩୦ରେ ୮,୩୧୩ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ମେ’ ୨୯ରେ ୯,୫୪୧, ମେ’ ୨୮ରେ ୭,୧୮୮ , ମେ’ ୨୭ରେ, ୭,୨୧୬, ମେ’ ୨୬ରେ ୬, ୭୩୬ ଏବଂ ମେ’ ୨୫ରେ ୧୧, ୬୨୩ କରୋନା ରୋଗୀ ଚିହ୍ନଟ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 27, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 27, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version