• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମୋହନା ହିଲଟପ କଲେଜ ଛକରୁ ଗୋରୁ ବୋଝେଇ  ଟ୍ରକକୁ ଜବତ କଲେ ଯୁବକ ସଂଘ ; ରାତିରେ ଆନ୍ଧ୍ରକୁ ଚାଲାଣ ହେଉଥିଲା ୧୮ଟି ଗୋରୁ

Proprietor Abhimanyu Maharana by Proprietor Abhimanyu Maharana
June 5, 2021
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ମୋହନା ହିଲଟପ କଲେଜ ଛକରୁ ଗୋରୁ ବୋଝେଇ  ଟ୍ରକକୁ ଜବତ କଲେ ଯୁବକ ସଂଘ ; ରାତିରେ ଆନ୍ଧ୍ରକୁ ଚାଲାଣ ହେଉଥିଲା ୧୮ଟି ଗୋରୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୦୫ ଜୁନ୍ , ଶନିବାର ) ପାରଳାଖେମୁଣ୍ଡି :-  ମୋହନା ବ୍ଳକରେ ଦୀର୍ଘ ବର୍ଷ ହେଲା  ଅନାୟସରେ ଚାଲିଛି ଗୋଚାଲାଣ । ଗୋଚାଲାଣକାରୀ ମାଫିଆମାନେ ଏଠାରେ ସକ୍ରିୟ ଥିବାବେଳେ ପ୍ରସାଶନ ସବୁ ଦେଖି ନିରବଦ୍ରଷ୍ଟା । ଦିନ ଦ୍ଵିପହରେ ଚାରିଚକିଆ, ଛଅଚକିଆ ଗାତିରେ ବେପାରୀମାନେ ଅତି ନିର୍ଦ୍ଦୟ ଭାବେ ଗାଇ, ଗୋରୁମାନଙ୍କୁ ଲଦି ମୋହନା ବ୍ଳକର ବିଭିନ୍ନ ଅଞ୍ଚଳରୁ ସଂଗ୍ରହ କରି ରାଜ୍ୟ ଓ ରାଜ୍ୟ ବାହାରକୁ ଚାଲାଣ କରୁଛନ୍ତି। ଏଥିରେ ପ୍ରଶାସନର କୌଣସି ପ୍ରତିବନ୍ଧକ ନାହିଁ । ଶୁକ୍ରବାର ରାତି ୯ ଟା ସମୟରେ ଏକ ଆଇଚର ଟ୍ରକ ନଂ( ଏପି ୩୯ ପି ଏନ୍‌ ୮୬୯୯ ) ରେ ୧୮ ଟି ଗୋରୁକୁ ଅତି ନିର୍ମମ ଭାବେ ଅତ୍ୟାଚାର କରି ମୋହନା ଅଞ୍ଚଳରୁ ନେଇ ସୁଦୂର ଆନ୍ଧ୍ର ରାଜ୍ୟର ଶୀକାକୁଲମ ଅଞ୍ଚଳକୁ ନେଉଥିଲେ। ଖବର ପାଇ ମୋହନା ଏମକେସିଜି ଯୁବକ ସଂଘର କର୍ମକର୍ତାମାନେ ଦୃତ ବେଗରେ ଆସୁଥିବା ଟ୍ରକଟିକୁ ବଜାରରୁ ବାଇକରେ ତତିଯାଇ କଲେଜ ଛକରେ କାବୁ କରିଥିଲେ।

ତାପରେ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ସ୍ଥାନୀୟ ଥାନା ଏସ୍‌ଆଇ କୃଷ୍ଣଚନ୍ଦ୍ର ମଲ୍ଲିକ ଓ ଟିମ ପହଞ୍ଚି ଟ୍ରକକୁ ଜବତ କରିବା ସହ ଏଥିରେ ସଂପୃକ୍ତ ଥିବା ଗୋରୁ ଚାଲଣକାରୀ ମାଫିଆ ଖୋର୍ଦ୍ଧା ଜିଲ୍ଲା କାଇପଦର ଗ୍ରାମର ମୁସାରଫ ଖାନ(୩୮) , ଡ୍ରାଇଭର ନୱ।ଜ ରାଫିକ(୪୦), ହେଲପର ଆସିକ ଖାନା(୪୨) କୁ ଥାନାକୁ ଆଣିଥିଲେ। ଥାନାରେ ସ୍ଥାନର ଅଭାବ ଥିବା ଯୋଗୁଁ ନିକଟସ୍ଥ ମିନି ଷ୍ଟାଡ଼ିୟମକୁ ୧୮ଟି ଗୋରୁକୁ ନେଇ ଛାଡିଥିଲେ। ଗୋରୁଗୁଡିକ ଭୋଜିଲା ଥିଲେ । ସେମାନଙ୍କର ଖାଦ୍ୟପେୟର ବ୍ୟବସ୍ଥା କରିଥିଲେ ଯୁବକ ସଂଘର କର୍ମକର୍ତାମାନେ । ଶନିବାର ଅପରାହ୍ନରେ ପୁଲିସ,ଯୁବକ ସଂଘର କର୍ମକର୍ତା ଓ ଗ୍ରାମବାସୀଙ୍କ ଉପସ୍ଥିତିରେ ଅଞ୍ଚଳର ୪ଜଣ ଚାଷୀଙ୍କୁ ୧୮ଟି ଗୋରୁ ମାଗଣାରେ ଦିଆଯାଇଥିବା ଜଣାପଡିଛି । ଅଭିଯୁକ୍ତମାନଙ୍କୁ ଭାରତୀୟ ପିଙ୍ଗଳ କୋର୍ଟର ଧାରା ୪୧( ଏ) ଅନୁଯାୟୀ ନୋଟିସ ଦେଇ ଛଡାଯାଇଥିବା ଥାନା ଅଧିକାରୀ ସୁଜିତ କୁମାର ନାୟକ କହିଛନ୍ତି।ଏହାର ତଦନ୍ତ ଏସଆଇ ଶ୍ରୀ ମଲ୍ଲିକ କରୁଛନ୍ତି ।   ( ରିପୋର୍ଟ- ଗରୁଡ଼ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

May 10, 2026
ଆଇନ ସଚେତନତା ଶିବିର

ଆଇନ ସଚେତନତା ଶିବିର

May 10, 2026
ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’

ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’

May 10, 2026
 ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ର ଦ୍ଵିତୀୟ ଦିବସ ଯୋଗ

 ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ର ଦ୍ଵିତୀୟ ଦିବସ ଯୋଗ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

May 10, 2026
ଆଇନ ସଚେତନତା ଶିବିର

ଆଇନ ସଚେତନତା ଶିବିର

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version