• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀ ଉପଖଣ୍ଡରେ୧୨୯ଜଣଙ୍କ ସ୍ୱାବ ସଂଗ୍ରହ୨୨ଜଣ କରୋନା ପଜିଟିଭ୍ ଚିହ୍ନଟ

Proprietor Abhimanyu Maharana by Proprietor Abhimanyu Maharana
June 7, 2021
in ଓଡ଼ିଶା, କଟକ, ହୋମ୍
0
ବାଙ୍କୀ ଉପଖଣ୍ଡରେ୧୨୯ଜଣଙ୍କ ସ୍ୱାବ ସଂଗ୍ରହ୨୨ଜଣ କରୋନା ପଜିଟିଭ୍ ଚିହ୍ନଟ

Ergin Yalcin/Getty Images

Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୭ ଜୁନ ସୋମବାର ) ବାଙ୍କୀ :- ବାଙ୍କୀ ଉପଖଣ୍ଡର ଚିକିତ୍ସାଲୟଓ ସୁବର୍ଣ୍ଣ ପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୧୨୯ଜଣଙ୍କ ସ୍ୱାବ ସଂଗ୍ରହ କରାଯାଇ ଥିଲା।ଆଜି ଆଣ୍ଟିଜେନ ପରୀକ୍ଷା ଓ ୪ତାରିଖ ରେ ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରୁ ସଂଗ୍ରହ କରାଯାଇଥିବା ଆର୍ଟିପିସିଆର ସ୍ୱାବ ରିପୋର୍ଟ ଅନୁସାରେ ୨୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉପଖଣ୍ଡ ଚିକିତ୍ସାଳୟରେ ୪୬ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠା ଯାଇଥିଲା ସେଥି ମଧ୍ୟରୁ ୯ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସ୍ୱାସ୍ଥ୍ୟ କେନ୍ଦ୍ର ରୁ ୧୮ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠା ଯାଇଥିଲା ।ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୫୪ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷାକରାଯାଇଥିଲା ସେଥିମଧ୍ୟରୁ ୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ କେନ୍ଦ୍ର ରୁ ୧୧ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠା ଯାଇଥିଲା ।

୪ତାରିଖ ରେ ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସଂଗ୍ରହ କରାଯାଇଥିବା ଆର୍ଟିପିସିଆର ସ୍ୱାବ ରିପୋର୍ଟ ଅନୁସାରେ ୨୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ବାଙ୍କୀ ରେ କରୋନା ଗ୍ରାଫ ଆସ୍ତେ ଆସ୍ତେ ଖସିବାକୁ ଲାଗୁଛି। (ରିପୋର୍ଟ:ଗୌତମ ମିଶ୍ର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version