• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଡ଼ିଓଙ୍କ କୋଭିଡ ପରିଚାଳନା ଓ ଉନ୍ନୟନ କାର୍ଯ୍ୟ ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
June 8, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ବିଡ଼ିଓଙ୍କ କୋଭିଡ ପରିଚାଳନା ଓ ଉନ୍ନୟନ କାର୍ଯ୍ୟ ସମୀକ୍ଷା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୮ ଜୁନ୍,ମଙ୍ଗଳବାର ) ହିଞ୍ଜିଳିକାଟୁ :-  କରୋନା ଭୁତାଣୁର ଦ୍ଵିତୀୟ ଲହର ସାରା ରାଜ୍ୟରେ ଅତି ଭୟଙ୍କର ସାବ୍ୟସ୍ତ ହୋଇଛି ।ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖାଦେଇଛି ଭୟ ଓ ଆତଙ୍କର କରୁଣ ପରିସ୍ଥିତି ।କିଲର ଭାଇରସ ଯୋଗୁଁ ପରିସ୍ଥିତି ଏପରି ହୋଇଛି ଯେ ନିଜ ସମ୍ପର୍କୀୟଙ୍କ ସ୍ୱାଭାବିକ ମୃତ୍ୟୁ ଘଟିଲେ ମଧ୍ୟ ଚାରିକାନ୍ଧ ଦେବା ତ ଦୂରର କଥା ଶବ ପାଖ ମାଡିବାକୁ ସେମାନେ ଉଚିତ ମଣୁ ନ ଥିବା ଘଟଣା ସାମ୍ନାକୁ ଆସିଛି।ଏଭଳି ବିକଳ ଚିତ୍ର ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖାଦେଇଛି । ରାଜ୍ୟର ଅନ୍ୟାନ୍ୟ ଜିଲ୍ଲା ଅପେକ୍ଷା ଗଞ୍ଜାମ ଜିଲ୍ଲାରେ ସଂକ୍ରମଣ ହାର ହ୍ରାସ ପାଇ ଗ୍ରୀନଜୋନରେ ପରିଣତ ହୋଇଛି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । କରୋନା ସହର ଛାଡି ଏବେ ଗାଁ ମୁଁହା । ଗ୍ରାମାଞ୍ଚଳରେ ଏହାର ସଠିକ ସ୍ଥିତି ନିର୍ଣ୍ଣୟ କରିବା ଏବେ ଅତ୍ୟନ୍ତ ଜରୁରୀ ହୋଇଛି । ସ୍ଥାନୀୟ ହିଞ୍ଜିଳି ବ୍ଳକ ପ୍ରଶାସନ ପକ୍ଷରୁ କରୋନା ପରିଚାଳନା ଓ ଏହାର ସଠିକ ମୁକାବିଲା ପାଇଁ ପ୍ରାଥମିକତା ଦିଆ ଯିବା ସହ କରୋନା ମୁକ୍ତ ବ୍ଳକ ଭାବେ ପରିଣତ କରିବା ପାଇଁ ନିରନ୍ତର ଉଦ୍ୟମ ଅବ୍ୟାହତ ରହିଛି । ଗ୍ରାମାଞ୍ଚଳରେ କୋଭିଡ ସୁପରିଚାଳନା ଓ ଟୀକାକରଣ ସକାଶେ ଗୁରୁତ୍ୱାରୋପ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ଜିଲ୍ଲାର ସବୁ ବିଡ଼ିଓଙ୍କୁ ଜିଲ୍ଲାପାଳ ସୂଚନା ଦେଇଥିଲେ ।

ଏହି କ୍ରମରେ ହିଞ୍ଜିଳି ବିଡ଼ିଓ ସୁବ୍ରତ କୁମାର ଜେନା କ୍ରମାଗତ ଭାବେ ବ୍ଳକର ବିଭିନ୍ନ ପଞ୍ଚାୟତରେ ଯୁଦ୍ଧକାଳୀନ ଭିତ୍ତିରେ ବୈଠକମାନ ଆୟୋଜିତ କରି କରୋନା ପରିଚାଳନା,ଟୀକାକରଣ ପ୍ରକ୍ରିୟା ସହ ଉନ୍ନୟନ ମୂଳକ କାର୍ଯ୍ୟର ସଫଳ ରୂପାୟନ ସକାଶେ ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ପିଇଓ କାଳୁ ମହାରଣାଙ୍କ ତତ୍ତ୍ୱାବଧାନରେ ଦାରୁଭାଦ୍ରା ପଞ୍ଚାୟତ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଜନ ପ୍ରତିନିଧି,କୋଭିଡ ମନିଟର, ସ୍ୱାସ୍ଥ୍ୟ କର୍ମୀ ଙ୍କୁ ନେଇ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବିଡ଼ିଓ ସୁବ୍ରତ କୁମାର ଜେନା ବୈଠକରେ ଯୋଗ ଦେଇ ଗ୍ରାମବାସୀ ମାସ୍କ ବ୍ୟବହାର ଓ ସାମାଜିକ ଦୂରତ୍ୱ ବଜାୟ ରଖି ପ୍ରଶାସନର କଟକଣା ମାନି କୋଭିଡ ନିୟମ ଅନୁପାଳନ କରିବାକୁ ସେ ପରାମର୍ଶ ଦେଇଥିଲେ । ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନଙ୍କ ନିର୍ଦ୍ଦେଶ ଅନୁଯାୟୀ ବ୍ୟାପକ ଟୀକାକରଣ ପ୍ରକ୍ରିୟାରେ ଗ୍ରାମବାସୀ ଅଂଶ ଗ୍ରହଣ କରି ପଞ୍ଚାୟତକୁ କରୋନା ମୁକ୍ତ କରିବା କ୍ଷେତ୍ରରେ ଗ୍ରାମବାସୀଙ୍କ ସମ୍ପୂର୍ଣ୍ଣ ସହଯୋଗ ଲୋଡିଥିଲେ ।

ରୋଗକୁ ଲୁଚାଇ ଅନ୍ୟ ମାନଙ୍କ ପ୍ରତି ବିପଦ ସୃଷ୍ଟି କରିବା ଅପେକ୍ଷା ଟୀକା ନେବା ଓ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଉଚିତ ଔଷଧ ସେବନ କଲେ ଗ୍ରାମ ସମ୍ପୂର୍ଣ୍ଣ ରୂପେ ମହାମାରୀ କରୋନାରୁ ମୁକ୍ତ ହୋଇ ପାରିବ ବୋଲି ସେ ଉପସ୍ଥିତ ବ୍ୟକ୍ତି ସମୁହଙ୍କୁ କହିଥିଲେ । ପଞ୍ଚାୟତରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ସହ ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ଅସୁବିଧା ସମ୍ପର୍କରେ ଜଣାଇବାକୁ ସେ ପରିପ୍ରକାଶ କରିଥିଲେ।ମନରେଗା ଯୋଜନାରେ ସାପୁଅ ପଲ୍ଲୀ ଗ୍ରାମସ୍ଥିତ ଦେଉଳ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ଅନୁଧ୍ୟାନ କରିବା ପରେ ନିୟୋଜିତ ଥିବା ଶ୍ରମିକଙ୍କୁ କରୋନା ସଚେତନତା ସମ୍ପର୍କରେ ସଚେତନ କରିବା ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ । ଏହି ଆଲୋଚନା ବେଳେ ସରପଞ୍ଚ ଏ. ସୀତା,କୃଷକ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ଏ.ସୁଦର୍ଶନ,ଜିଲ୍ଲା ପରିଷଦ ସଭ୍ୟା ଆରତୀ ମହାନ୍ତି, ପ୍ରମୋଦ କୁମାର ମହାନ୍ତି,କନିଷ୍ଠ ଯନ୍ତ୍ରୀ ହର୍ଷ ମାଧବ କର,ଜିଆରଏସ ଅମର ପ୍ରଧାନ,ବିଏଫଟି ବୃନ୍ଦାବନ ଗୌଡ଼, ଏଏନଏମ ଚିତ୍ରାଙ୍ଗିନୀ ସିଂ,ୱାର୍ଡ ସଭ୍ୟ/ସଭ୍ୟା,ଆଶା ଦିଦି,ଅଙ୍ଗନବାଡି ଓ ଯୁବଗୋଷ୍ଠୀ ଉପସ୍ଥିତ ଥିଲେ।
( ରିପୋର୍ଟ: ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version