• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଶ୍ୟାମାକାଳୀ ମନ୍ଦିର ଠାରେ ନିଜ ଗୁରୁଙ୍କ ମଙ୍ଗଳ କାମନା କରି ସାବିତ୍ରୀ ବ୍ରତ ପାଳିଲେ କିନ୍ନର

Proprietor Abhimanyu Maharana by Proprietor Abhimanyu Maharana
June 12, 2021
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ଶ୍ୟାମାକାଳୀ ମନ୍ଦିର ଠାରେ ନିଜ ଗୁରୁଙ୍କ ମଙ୍ଗଳ କାମନା କରି ସାବିତ୍ରୀ ବ୍ରତ ପାଳିଲେ କିନ୍ନର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୨ ଜୁନ ଶନିବାର ) ପାରଳାଖେମୁଣ୍ଡି :- ପବିତ୍ର ସାବିତ୍ରୀ ବ୍ଲତ ଦିନରେ ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ସ୍ତ୍ରୀ ମାନେ ଏହି ବ୍ରତ ପାଳନ କରିଥାନ୍ତି । ହେଲେ କିନ୍ନରମାନେ ଏହି ବ୍ରତକୁ ନିଜ ଗୁରୁଙ୍କ ଉଦ୍ଦେଶ୍ୟରେ ପାଳନ କରି ଏକ ବିରଳ ଦୃଷ୍ଟାନ୍ତ ସାଜିଛନ୍ତି । ପାରଳାଖେମୁଣ୍ଡିରେ କିନ୍ନରମାନେ ଏହି ବ୍ରତକୁ ପାଳନ କରି ନିଜ ଗୁରୁଙ୍କ ମଙ୍ଗଳ କାମନା କରିଛନ୍ତି । ସାଧାରଣ ମଣିଷଙ୍କ ଠାରୁ କିନ୍ନରଙ୍କ ଜୀବନ ଶୈଳି କିଛିଟା ଅଲଗା । କିନ୍ନରମାନେ ବିଭିନ୍ନ ପର୍ବ ପର୍ବାଣୀ ତାଙ୍କ ପରମ୍ପରା ଅନୁସାରେ ପାଳନ କରିଥାନ୍ତି । ସମାଜ କିନ୍ନରମାନଙ୍କୁ ଭିନ୍ନ ଦୃଷ୍ଟିରେ ଦେଖିବା ସହ ସେମାନଙ୍କୁ ଏକ ପ୍ରକାର ବାସନ୍ଦ କରୁଥିବା ଘଟଣା ବିଭିନ୍ନ ସମୟରେ ଲୋକଲୋଚନକୁ ଆସୁଛି । ଯଦି ଓ କିନ୍ନରଙ୍କ ପାଇଁ ଆଇନ କିଛିଟା ସହାୟକ ହୋଇଛି । ତଥାପି ସମାଜ ଏହାକୁ ଆଜି ଯାଏଁ ଗ୍ରହଣ କରିପାରିନାହିଁ । ତେଣୁ କିନ୍ନରମାନେ ନିଜ ଘର ଏବଂ ପରିବାର ଠାରୁ ଅଲଗା ରହି ଏକ ଅଲଗା ଦୁନିଆ ସହ ନିଜର ସମ୍ପର୍କ ରଖିଥାନ୍ତି । ସାଧାରଣ ମହିଳାମାନେ ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ଏହି ବ୍ରତ କରୁଥିବା ବେଳେ କିନ୍ନରମାନେ ନିଜର ସବୁ କିଛି ମାନୁଥିବା ନିଜ ଗୁରୁୁଙ୍କ ପାଇଁ

ଏହି ବ୍ରତ ଗତକାଲି ପବିତ୍ର ସାବିତ୍ରୀ ଅମାବସ୍ୟା ତିଥିରେ ପାରଳାଖେମୁଣ୍ଡି ଶ୍ୟାମାକାଳୀ ମନ୍ଦିରରେ ପାଳନ କରିଥିଲେ । ସାଧାରଣ ମହିଳାମାନଙ୍କ ପରି କିିନ୍ନରମାନେ ନୂତନ ଶାଢୀ ପରିଧାନ କରିବା ସହ ସଜେଇ ହୋଇ ଏକତ୍ରିତ ଭାବେ ଏହି ବ୍ରତକୁ ଅତ୍ୟନ୍ତ ନିଷ୍ଠା ଓ ଭକ୍ତିର ସହ ପାଳିଛନ୍ତି । ଗତକାଲି କିନ୍ନରମାନେ ଆମ୍ବ, ପଣସ, ସପୁରୀ ଆଦି ବିଭିନ୍ନ ପ୍ରକାର ଫଳ ସହ ଶାଢୀ, ଚୁଡି, ସିନ୍ଦୁର ଆଦି ସାଙ୍ଗରେ ନେଇ ପହଞ୍ଚିଥିଲେ ପାରଳାଖେମୁଣ୍ଡି ସହରର ଶ୍ୟାମାକାଳୀ ମନ୍ଦିରରେ । ଏହାପରେ ଗୁରୁଙ୍କ ପାଦ ଛୁଇଁ ଆଶିର୍ବାଦ ନେବା ସହ ଗୁରୁଙ୍କ ପାଦୁକା ପାନ କରିବା ପରେ ପ୍ରସାଦ ସେବନ କରିଥିଲେ । କିନ୍ନରମାନେ ନିଜ ଘର ଛାଡି ବାହାରକୁ ଚାଲି ଆସିଥିବାରୁ ନିଜ ଗୁରୁହିଁ ସେମାନଙ୍କ ପାଇଁ ବାପା, ମାଁ, ସ୍ୱାମୀ ଓ ଦେବତା ଅଟନ୍ତି । ତେଣୁ ଗୁରୁଙ୍କ ମଙ୍ଗଳ ପାଇଁ ପ୍ରତିବର୍ଷ ଏହି ବ୍ରତ ପାଳନ କରୁଥିବା ସେମାନେ କହିଛନ୍ତି । (ରିପୋର୍ଟ – ଗରୁଡ଼ ଧ୍ଵଜ ଚୌଧୁରୀ ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀବନ୍ତଦେଇପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

ଶ୍ରୀବନ୍ତଦେଇପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

July 7, 2026
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କଳାପତାକା ପ୍ରଦର୍ଶନ କରି କଂଗ୍ରେସ ନେତା ଗିରଫ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କଳାପତାକା ପ୍ରଦର୍ଶନ କରି କଂଗ୍ରେସ ନେତା ଗିରଫ

July 6, 2026
ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା ବୈଠକ

ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା ବୈଠକ

July 6, 2026
ଦଳେଇ ସାହି ପଞ୍ଚାୟତରେ ଜନ ଅଭିଯୋଗ ଶୁଣାଣୀ ଶିବିର ଉଦଘାଟିତ

ଦଳେଇ ସାହି ପଞ୍ଚାୟତରେ ଜନ ଅଭିଯୋଗ ଶୁଣାଣୀ ଶିବିର ଉଦଘାଟିତ

July 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀବନ୍ତଦେଇପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

ଶ୍ରୀବନ୍ତଦେଇପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

July 7, 2026
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କଳାପତାକା ପ୍ରଦର୍ଶନ କରି କଂଗ୍ରେସ ନେତା ଗିରଫ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କଳାପତାକା ପ୍ରଦର୍ଶନ କରି କଂଗ୍ରେସ ନେତା ଗିରଫ

July 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version