• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡମପଡା ତହସିଲ ପକ୍ଷରୁ ରଥ ଯାତ୍ରା ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
June 12, 2021
in ଓଡ଼ିଶା, କଟକ, ହୋମ୍
0
ଡମପଡା ତହସିଲ ପକ୍ଷରୁ ରଥ ଯାତ୍ରା ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୧୨ ଜୁନ୍ , ଶନିବାର ) ବାଙ୍କୀ :- ଡମପଡା ତହସିଲ କାର୍ଯ୍ୟାଳୟ ରେ ଚଳିତ ବର୍ଷ ରଥ ଯାତ୍ରା ପ୍ରସ୍ତୁତି ବୈଠକ ବାଙ୍କୀ ଉପଜିଲ୍ଲାପାଳ ରଞ୍ଜନ କୁମାର ଜେନା ଙ୍କ ଅଧ୍ୟକ୍ଷତାରେ କୋଭିଡ କଟକଣା ରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକ କୁ ଡମପଡା ତହସିଲଦାର କ୍ଷୀତିଶ ବେହେରା ପରିଚଳନା କରିଥିଲେ।ରାଜ୍ୟ ସରକାର ଙ୍କ କୋଭିଡ ନିୟମ ଅନୁଯାୟୀ ରଥ ଯାତ୍ରା କେବଳ ପୁରୀ ରେ ଅନୁଷ୍ଠିତ ହେବ ରାଜ୍ୟ ର ଅନ୍ୟ ସ୍ଥାନ ରେ ହେବାକୁ ଥିବା ରଥ ଯାତ୍ରା ଅନୁଷ୍ଠିତ ହେବନାହିଁ ବୋଲି ରାଜ୍ୟ ସରକାର ଙ୍କ ନିଷ୍ପତ୍ତି କୁ ବାଙ୍କୀ ଉପଜିଲ୍ଲାପାଳ ଶ୍ରୀ ଜେନା ବୈଠକରେ ପ୍ରକାଶ କରିଥିଲେ ।

ରାଜ ପ୍ରତିଷ୍ଠିତ ଡମପଡା ଜଗନ୍ନାଥ ମନ୍ଦିର ରେ କେବଳ ମନ୍ଦିର ପ୍ରାଙ୍ଗଣ ରେ ପ୍ରଭୁ ଜଗନ୍ନାଥ ,ମା ସୁଭଦ୍ରା ଓ ବଳଭଦ୍ର ଙ୍କୁ କୋଭିଡ ନିୟମ ଅନୁଯାୟୀ ଗୋଟା ପହଣ୍ଡି କରି ଅନ୍ୟ ଏକ କକ୍ଷ କୁ ନେଇ କେବଳ ବିଧି ଅନୁସାରେ ରଥ ଯାତ୍ରା ପରମ୍ପରା ସେବାୟତ ଓ ତହସିଲ କର୍ମଚାରୀ ଙ୍କ ଦ୍ଵାରା ସମ୍ପନ୍ନ ହେବ ବୋଲି ଶ୍ରୀ ଜେନା ପ୍ରକାଶ କରିଥିଲେ । ପ୍ରସ୍ତୁତି ବୈଠକ ରେ ଡମପଡା ସରପଞ୍ଚ ଦେବେନ୍ଦ୍ର ଧଳ ସାମନ୍ତ, ସମାଜସେବୀ ତଥା ଗ୍ରାମ୍ୟ ମୁରବି ଆଇନଜୀବି ଗୌରୀ ଶଙ୍କର ନନ୍ଦ, ଡମପଡା ଦୋଳ କମିଟିର ସଭାପତି ଭବାନୀ ଶଙ୍କର ଧଳ,ପୂର୍ବତନ ସରପଞ୍ଚ ପ୍ରତାପ ରୁଦ୍ର ଧଳ,କୁସୁପଙ୍ଗି ସରପଞ୍ଚ ପ୍ରତିନିଧି ଅସିତ ଜେନା ଙ୍କ ସମିତ କିଛି ସ୍ଥାନୀୟ ବ୍ୟକ୍ତି ଓ ତହସିଲ କର୍ମଚାରୀ କୋଭିଡ ନିୟମ ରେ ଉପସ୍ଥିତ ଥିଲେ ।
(ରିପୋର୍ଟ  : ଗୌତମ ମିଶ୍ର )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

May 10, 2026
ଅବକାରୀ ବିଭାଗର ଚଢ଼ାଉ ୨୪୮୫ ଲିଟର ଦେଶୀମଦ ସମେତ ୧୮୪୧୦ ଲିଟର ମଦ ସାମଗ୍ରୀ ଜବତ

ଅବକାରୀ ବିଭାଗର ଚଢ଼ାଉ ୨୪୮୫ ଲିଟର ଦେଶୀମଦ ସମେତ ୧୮୪୧୦ ଲିଟର ମଦ ସାମଗ୍ରୀ ଜବତ

May 10, 2026
ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

May 10, 2026
ଆଇନ ସଚେତନତା ଶିବିର

ଆଇନ ସଚେତନତା ଶିବିର

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

May 10, 2026
ଅବକାରୀ ବିଭାଗର ଚଢ଼ାଉ ୨୪୮୫ ଲିଟର ଦେଶୀମଦ ସମେତ ୧୮୪୧୦ ଲିଟର ମଦ ସାମଗ୍ରୀ ଜବତ

ଅବକାରୀ ବିଭାଗର ଚଢ଼ାଉ ୨୪୮୫ ଲିଟର ଦେଶୀମଦ ସମେତ ୧୮୪୧୦ ଲିଟର ମଦ ସାମଗ୍ରୀ ଜବତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version