• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀ ଉପଖଣ୍ଡରେ – ସୁବର୍ଣ୍ଣପୁର, ଡମପଡ଼ା, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ

Proprietor Abhimanyu Maharana by Proprietor Abhimanyu Maharana
June 15, 2021
in ଓଡ଼ିଶା, କଟକ, କରୋନା, ହୋମ୍
0
ବାଙ୍କୀ ଉପଖଣ୍ଡରେ୨୦୮ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ ୮ଜଣ କରୋନା ପଜିଟିଭ୍ ଚିହ୍ନଟ ଓ ୪୯୩ ଜଣଙ୍କୁ କରୋନା ପ୍ରତିଷେଧକ ଟିକା କରଣ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୫ ଜୁନ ମଙ୍ଗଳବାର) ବାଙ୍କୀ :- ବାଙ୍କୀ ଉପଖଣ୍ଡର ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର,ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓଉପଖଣ୍ଡ ଚିକିତ୍ସାଳୟରେ  ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉପଖଣ୍ଡ ଚିକିତ୍ସାଳୟରେ୪୮  ଜଣଙ୍କର ଆଣ୍ଟିଜେନ୍ ପରୀକ୍ଷା ହୋଇ ସେଥି ମଧ୍ୟରୁ କରୋନା ୬  ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨୩  ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପଠାଯାଇଥିଲା  ।  ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଓ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଆଜି୧୯୦  ଜଣଙ୍କର ଆଣ୍ଟିଜେନ୍ ସ୍ୱାବପରୀକ୍ଷା ହୋଇ ୯ ଜଣ  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଚିହ୍ନଟ ହୋଇଛି  ।  

୧୬  ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ  କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା । ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓଉପସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଆଜି୪୧  ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ଥିଲା ସେଥି ମଧ୍ୟରୁ ୬  ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଗତ ୧୧ ତାରିଖରେ କଟକ ପରୀକ୍ଷା ପାଇଁ ଯାଇଥିବା ଆର୍ଟିପିସିଆର ସ୍ୱାବ୍ ରିପୋଟ ଆଜି ପ୍ରକାଶ ହୋଇଥିଲା ସେଥିରୁ ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇ ଛନ୍ତି।୨୪  ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା । ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଗତ ୧୨  ତାରିଖରେ କଟକ ପରୀକ୍ଷା ପାଇଁ ଯାଇଥିବା ଆର୍ଟିପିସିଆର ସ୍ୱାବ୍ ରିପୋଟ ଆଜି ପ୍ରକାଶ ହୋଇଥିଲା ସେଥିରୁ ୬  ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ବୋଲି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ  ପ୍ରକାଶ ।   (ରିପୋର୍ଟ : ଗୌତମ ମିଶ୍ର )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version