• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ – ରଥଯାତ୍ରା କରିବା ଦାବିରେ ଶଙ୍ଖ ଫୁଙ୍କିଲେ, ଘଣ୍ଟ ବଜାଇଲେ । ହାତରେ ଫ୍ଲା’ କାର୍ଡ ଧରି ଶୋଭାଯାତ୍ରା 

Proprietor Abhimanyu Maharana by Proprietor Abhimanyu Maharana
June 17, 2021
in ଓଡ଼ିଶା, ବାଲେଶ୍ଵର, ଭଦ୍ରକ, ମୟୁରଭଞ୍ଜ, ହୋମ୍
0
ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ – ରଥଯାତ୍ରା କରିବା ଦାବିରେ ଶଙ୍ଖ ଫୁଙ୍କିଲେ, ଘଣ୍ଟ ବଜାଇଲେ । ହାତରେ ଫ୍ଲା’ କାର୍ଡ ଧରି ଶୋଭାଯାତ୍ରା 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଜୁନ ଗୁରୁବାର) ବାରିପଦା :- ଶଙ୍ଖ ଫୁଙ୍କିଲେ, ଘଣ୍ଟ ବଜାଇଲେ। ହାତରେ ଫ୍ଲା’ କାର୍ଡ ଧରି ଶୋଭାଯାତ୍ରାରେ ସହର ପରିକ୍ରମା କଲେ। ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଆଜି ସକାଳେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି। ବାରିପଦା ରଥଯାତ୍ରା କରିବା ଦାବିରେ ସରକାରଙ୍କ ଦୃଷ୍ଟି ଆକର୍ଷଣ ପାଇଁ ସହରବାସୀ ଆଜି ଏଭଳି ଢଙ୍ଗରେ ଶୋଭାଯାତ୍ରା କରିଛନ୍ତି। ରଥଯାତ୍ରା କରିବା ପାଇଁ ଅନୁମତି ଦେବାକୁ ନିବେଦନ କରିଛନ୍ତି ।

ଶ୍ରୀକ୍ଷେତ୍ର ପୁରୀ ଛଡ଼ା ରାଜ୍ୟର ଅନ୍ୟ କୌଣସି କେଉଁଠି ରଥଯାତ୍ରା ହେବନାହିଁ। ରାଜ୍ୟ ସରକାରଙ୍କ ଏପରି ନିଷ୍ପତ୍ତିକୁ ବିରୋଧ କରିଛନ୍ତି ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ବାସୀ। ଅନୁମତି ଦେବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି। ଏହି ଦାବିରେ ବାରିପଦାର ବିଭିନ୍ନ ସଂଗଠନ ଓ ସମ୍ପ୍ରଦାୟର ଲୋକମାନେ ଜଗନ୍ନାଥ ମନ୍ଦିର ନିକଟରେ ଏକତ୍ର ହୋଇଥିଲେ। ପରେ ଶଙ୍ଖ ଫୁଙ୍କି ଓ ଘଣ୍ଟ ବଜାଇ ବିଶାଳ ଶୋଭାଯାତ୍ରାରେ ବାରିପଦା ସହର ପରିକ୍ରମା କରିଥିଲେ। ଏହି ଶୋଭାଯାତ୍ରା ମାଉସୀ ମା’ ମନ୍ଦିର ଯାଏଁ ଯାଇଥିଲା । ଏଥିରେ ଶହଶହ ଲୋକ ସାମିଲ ହୋଇ ରଥଯାତ୍ରା କରିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି ।

ଆଜିର ଶୋଭାଯାତ୍ରାରେ ବାରିପଦା ବିଧାୟକ ପ୍ରକାଶ ସୋରେନ, ମହାରାଜା ପ୍ରବିଣ ଚନ୍ଦ୍ର ଭଞ୍ଜଦେଓ, ସିନେ ତାରକା ଅସିତ ପତିଙ୍କ ସମେତ ବହୁ ରାଜନେତା, ବରିଷ୍ଠ ନାଗରିକ, ମନ୍ଦିର ସେବାୟତ ସଂଘର କର୍ମକର୍ତ୍ତାମାନେ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ । ବାରିପଦାରେ ୧୫୭୫ ମସିହାରୁ ରଥଯାତ୍ରା ଅନୁଷ୍ଠିତ ହୋଇଆସୁଛି। ଏଠାରେ ମହିଳାମାନେ ଦେବୀ ଶୁଭଦ୍ରାଙ୍କ ରଥକୁ ଟାଣି ଥାଆନ୍ତି। ମୟୂରଭଞ୍ଜ ଜିଲ୍ଲାର ଏହି ମହାନ ପରମ୍ପରାକୁ ବନ୍ଦ ନ କରିବାକୁ ଦାବି ହୋଇଛି । (ରିପୋର୍ଟ –ଦୀପ୍ତିମାନ ପତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version