• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦ୍ଵିତୀୟ ଶ୍ରୀକ୍ଷେତ୍ର ରଣପୁରରେ ରଥଯାତ୍ରା କରିବା ପାଇଁ : ହାତରେ ଫ୍ଲା’ କାର୍ଡ ଧରି ବଡ଼ଦାଣ୍ଡ ରେ ଶୋଭାଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
June 18, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଦ୍ଵିତୀୟ ଶ୍ରୀକ୍ଷେତ୍ର ରଣପୁରରେ ରଥଯାତ୍ରା କରିବା ପାଇଁ : ହାତରେ ଫ୍ଲା’ କାର୍ଡ ଧରି ବଡ଼ଦାଣ୍ଡ ରେ ଶୋଭାଯାତ୍ରା
Share on FacebookShare on TwitterWhatsapp

ପୁରୀ ଜଗନ୍ନାଥଙ୍କ ର ୧୬ କଳା ରୁ ଗୋଟିଏ କଳା ରଣପୁର ଜଗନ୍ନାଥ ମନ୍ଦିରରେ ପୂଜା ପାଉଛନ୍ତି । ଯଦି ୧୫ କଳା ଥିବା ପୁରୀରେ କୋଭିଡ ଗାଇଡ଼ ଲାଇନ ଅନୁସାରେ ମହାପ୍ରଭୁ ଙ୍କ ରଥଯାତ୍ରା ଅନୁଷ୍ଠିତ ହେବ ତେବେ ଏକ କଳା ଥିବା ରଣପୁର ରେ କାହିଁକି ହେବ ନାହିଁ ମହାପ୍ରଭୁଙ୍କ ରଥଯାତ୍ରା ..?

ଓଡ଼ିଶା ତାଜା ନ୍ୟୁଜ (୧୭ ଜୁନ ଗୁରୁବାର) ରଣପୁର ,ଅଭିମନ୍ୟୁ ମହାରଣା :- ରଣପୁର ରେ ରଥ ଯାତ୍ରା ପାଇଁ ସାଧାରଣ ରେ ଦାବି, ରଣପୁର ଦ୍ୱିତୀୟ ଶ୍ରୀକ୍ଷେତ୍ର ରେ ରଥଯାତ୍ରା ଅନୁଷ୍ଠିତ କରିବା ପାଇଁ ରାଜ୍ୟ ସରକାରଙ୍କ ନିକଟରେ ଦାବି କରିଛନ୍ତି ରଣପୁର ର ଜନ ସାଧାରଣ । ପୁରୀ ଜଗନ୍ନାଥଙ୍କର ୧୬ କଳାରୁ ଗୋଟିଏ କଳା ରଣପୁର ଶ୍ରୀମନ୍ଦିର ରେ ପୂଜା ପାଉଛନ୍ତି, ତଥା ବହୁ ବର୍ଷ ଧରି ଧୁମ ଧାମ ରେ ପୁରୀ ରଥ ଯାତ୍ରା ଭଳି ରଣପୁର ରେ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ , ତେଣୁ ମହାମାରୀ ସମୟରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇ କୋଭିଡ ଗାଇଡ଼ ଲାଇନ ଅନୁସାରେ ରଥଯାତ୍ରା ପାଳନ ନିମନ୍ତେ ଦାବି କରାଯିବା ନେଇ ସାଧାରଣ ରେ ଚର୍ଚ୍ଚା ଜୋର ଧରିଛି ।

ପୁରୀ ରେ ବିନା ଭକ୍ତ ରେ ତିନି ଠାକୁରଙ୍କୁ ରଥାରୂଢ କରାଯାଇ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁରରେ ରଥ ନିର୍ମାଣ ଏବଂ ରଥଯାତ୍ରା ଅନୁଷ୍ଠିତ କୁ ନେଇ ସରକାର କୁଣ୍ଠାବୋଧ କରୁଥିବା ଦେଖାଦେଇଛି । ରାଜ୍ୟ ସରକାର ଙ୍କ ନିୟମାନୁସାରେ ଚଳିତ ବର୍ଷ ପୁରୀ ବିନା ଅନ୍ୟ କୌଣସି ସ୍ଥାନରେ ରଥ ଯାତ୍ରା ହୋଇ ପାରିବ ନାହିଁ ବୋଲି ସରକାର ଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରତି ବର୍ଷ ରଣପୁର ରେ ଜଗନ୍ନାଥଙ୍କ ରୀତିନୀତି ଅନୁସାରେ ମହାପ୍ରଭୁ ଙ୍କ ତିନି ରଥ ନିର୍ମାଣ କରାଯାଇ ତିନି ଠାକୁର ରଥାରୂଢ ହୋଇ ମାଉସୀ ମାଆ ମନ୍ଦିର ଅଭିମୁଖେ ନବ ଦିନ ଧରି ଯାତ୍ରା କରି ଆସୁଥିଲେ ଏତଦ ବ୍ୟତୀତ ହଜାର ହଜାର ଭକ୍ତ ଗହଳି ରେ ଅନୁଷ୍ଠିତ ହେଉଥିବା ରଣପୁର ରଥ ଯାତ୍ରା କୁ ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଅନୁଷ୍ଠିତ କରାଯିବା ପାଇଁ ଦାବି ହେଉଥିବା ଜଣା ଯାଉଛି ।

ତେବେ ଗତ ବର୍ଷ ରଥ ନିର୍ମାଣ କରାଯାଇ କରୋନା ମହାମାରୀ ପାଇଁ ତଥା କୋଭିଡ଼ ସଂକ୍ରମଣ ବୃଦ୍ଧି ଯୋଗୁଁ ଶ୍ରୀ ଜୀଉ ଙ୍କ ର ନବ ଦିନ ଯାତ୍ରାକୁ ବନ୍ଦ କରାଯାଇଥିଲା । ହେଲେ ଚଳିତ ବର୍ଷ ରଥଯାତ୍ରା କୁ ସମ୍ପୂର୍ଣ୍ଣ ବନ୍ଦ ରଖାଯାଇଥିବା ବେଳେ ରଥ ନିର୍ମାଣ କାର୍ଯ୍ୟ ରେ ରୋକ ଲଗାଇଛନ୍ତି ସରକାର । ଗୁରୁବାର ଦିନ ଏକ ସାମ୍ବାଦିକ ସମ୍ମିଳନୀରେ ଜଗନ୍ନାଥ ସେନା ପକ୍ଷରୁ ଏହା ସୂଚନା ଦିଆଯାଇଛି କି ; ରଣପୁର ରେ ଚଳିତ ବର୍ଷ ରଥଯାତ୍ରା ହେବା ନେଇ ରଣପୁର ର ସମସ୍ତ ସଂଘ ତରଫରୁ ଏକ ଦାବି ପତ୍ର ପ୍ରଦାନ କରାଯିବ । ରଣପୁର ରେ ରଥଯାତ୍ରା ପାଳିତ ହେବା ପାଇଁ ସାଧାରଣ ମହଲରୁ ମଧ୍ୟ ଦାବି ହୋଇଛି । ଖାଲି ଜନ ସାଧାରଣ ନୁହେଁ ବିଧାୟକ ସତ୍ୟ ନାରାୟଣ ପ୍ରଧାନ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁରରେ ରଥଯାତ୍ରା କରିବା ନିମନ୍ତେ ଅନୁମତି ପ୍ରଦାନ କରିବାକୁ ରାଜ୍ୟ ସରକାର ଙ୍କୁ ଚିଠି ଜରିଆରେ ଅନୁରୋଧ କରିଛନ୍ତି ।

ତେବେ ସୂଚନା ଥାଉ କି , ଗତ ବର୍ଷ ସାମ୍ବାଦିକ ସଙ୍ଘ ର ଦାବି ଅନୁସାରେ ଜିଲ୍ଲାପାଳ ଙ୍କ ଗୋଚାର୍ଥେ ରଥ ନିର୍ମାଣ କାର୍ଯ୍ୟ କରାଯାଇଥିଲା । ହେଲେ ଚଳିତ ବର୍ଷ ରଥ ନିର୍ମାଣ ନିମନ୍ତେ କୌଣସି ଅନୁମତି ନମିଳିଥିବାରୁ ରଣପୁର ର ସମସ୍ତ ସଂଘ ପକ୍ଷରୁ ସରକାର ଙ୍କ ନିକଟରେ ଦାବି କରାଯିବ ବୋଲି ଜଣା ଯାଇଛି । ଶୁକ୍ରବାର ଦିନ ୧୦ ଟାରେ ରଣପୁର ବରିଷ୍ଠ ବୁଦ୍ଧିଜୀବୀ ମହଲ ଓ ଜଗନ୍ନାଥ କମିଟି , ମଠ ମହନ୍ତ ବୃନ୍ଦ , ବ୍ୟବସାୟୀକ ସଂଘ , ବଣିକ ସଂଘ ଓ ରଣପୁର ର ଓକିଲ ସଂଘ ପକ୍ଷରୁ ରଣପୁର ର ମାଉସୀ ମା ମନ୍ଦିର ଠାରୁ ତହସିଲ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ବିଶାଳ ରାଲି ଅନୁଷ୍ଠିତ ହେବାକୁ ଯାଉଅଛି । ତେବେ ରାଜ୍ୟସରକାର , ଜିଲ୍ଲା ପ୍ରଶାସନ ଓ ତହସିଲ ପ୍ରଶାସନ କୁ ଦାବି ପତ୍ର ପ୍ରଦାନ କରାଯିବ । ବିଧାୟକ ତଥା ଜଗନ୍ନାଥ ମନ୍ଦିର କମିଟି ର ସଭାପତି ଶ୍ରୀ ସତ୍ୟ ନାରାୟଣ ପ୍ରଧାନ ଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି । ଏଥିରେ ଆଇନଜୀବୀ ସୁରେଶ ଚନ୍ଦ୍ର ମିଶ୍ର , ପ୍ରିୟବ୍ରତ ପ୍ରହରାଜ , ମନୋରଞ୍ଜନ ଷଡ଼ଙ୍ଗୀ ,ଇତ୍ୟାଦି ରାଲିର ନେତୃତ୍ୱ ନେବେ ।  ( ମନୋରଞ୍ଜନ ଷଡ଼ଙ୍ଗୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026

Recent News

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version