No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ ( ୧୯ ଜୁନ୍ , ଶନିବାର ) ବାଙ୍କୀ :- ଆଜି ବାଙ୍କୀ ଉପଖଣ୍ଡର ବିଭିନ୍ନ ଚିକିତ୍ସାଳୟରେ ୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉପଖଣ୍ଡ ଚିକିତ୍ସାଳୟରେ୭୫ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ୮ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୧୩ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା ।
ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଓ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ,ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ବିଭିନ୍ନ ଗ୍ରାମ ରେ ଏଏନେମ ଆଜି ବୁଲି ଆଜି ଡାକ୍ତର ଅମରେଶ ସାହୁ ଙ୍କ ତତ୍ୱାବଧାନରେ ବାଙ୍କୀ ବ୍ଲକ କଦଳୀ ବାଡ଼ି ପଂଚାୟତ ସେବାଶ୍ରମ ବିଦ୍ୟାଳୟ ରେ ସ୍ୱାବ ସଂଗ୍ରହ ଶିବିର ଡାକ୍ତର ମୋନାଲିସା ରାଉତରାୟ ଙ୍କ ନେତୃତ୍ୱରେ ଓ ସୃତି ଶିଖା ବେହେରା ,ମଧୁସ୍ମିତା ବିଶୋଇ ଓ ସରସ୍ବତୀ ସାଠୁଆ ଙ୍କ ସହଯୋଗ ରେ ୧୫୧ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୧୨ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା ।
ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓତୁଳସୀ ପୁର ,ତାଳବସ୍ତ ଉପସ୍ୱାସ୍ଥ୍ୟ କେନ୍ଦ୍ର ଓ ଢ°ସର ବିଦ୍ୟାଳୟ ଠାରେ ସ୍ୱାବ ସଂଗ୍ରହ ଶିବିର ଠାରେ ଆଜି ୧୧୪ଜଣଙ୍କ ଠାରୁ ଆଣ୍ଟିଜେନ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୩ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୮୪ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା । (ରିପୋର୍ଟ ଗୌତମ ମିଶ୍ର)
No Result
View All Result