• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଓଡ଼ିଶାକୁ ବାହାର ରାଜ୍ୟରୁ ଆସିଛନ୍ତି ୭୮ ହଜାରରୁ ଅଧିକ ଲୋକ

Proprietor Abhimanyu Maharana by Proprietor Abhimanyu Maharana
March 25, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଓଡ଼ିଶାକୁ ବାହାର ରାଜ୍ୟରୁ ଆସିଛନ୍ତି ୭୮ ହଜାରରୁ ଅଧିକ ଲୋକ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜାନ୍ୟୁଜ୍ ) ଭୁବନେଶ୍ୱର 25.3.2020 :- ଭୁବନେଶ୍ୱର ,କୋଭିଡ୍‌-୧୯ ସଂକ୍ରମଣ ପରି ସଙ୍ଗୀନ ଅବସ୍ଥା ଜାରି ରହିଛି । ଏହି ଅବଧି ମଧ୍ୟରେ ବାହାର ରାଜ୍ୟଗୁଡ଼ିକରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ସମୁଦାୟ ୭୮ ହଜାର ୨୩୩ ଜଣ ବ୍ୟକ୍ତି ଆସିଛନ୍ତି । ଏହି ବ୍ୟକ୍ତିମାନଙ୍କୁ କରୋନା ଭୂତାଣୁ ସଂକ୍ରମଣରୁ ମୁକ୍ତ ରଖିବା ସହିତ ସେମାନଙ୍କ ସ୍ୱାସ୍ଥାବସ୍ଥା ସଂ ପର୍କରେ ସଠିକ୍‌ ଜାଣିବା ପାଇଁ ସଙ୍ଗରୋଧର ଆବଶ୍ୟକତା ରହିଛି ।

ସେହି ଦୃଷ୍ଟିରୁ ସେମାନଙ୍କୁ ‘ହୋମ୍‌ କ୍ୱାରାଣ୍ଟାଇନ୍‌’ରେ ରହିବା ପାଇଁ ସବୁମତେ ପ୍ରାତ୍ସାହିତ କରିବାକୁ ଗ୍ରାମ ପଞ୍ଚାୟତ ସରପଞ୍ଚ ମାନଙ୍କୁ ଦାୟିତ୍ୱ ଦିଆଯାଇଛି । ଅନୁରୂପ ଭାବରେ ରାଜ୍ୟର ସମସ୍ତ ପଞ୍ଚାୟତ ସମିତି ଓ ଜିଲ୍ଲା କର୍ତ୍ତୃପକ୍ଷଙ୍କୁ ‘ହୋମ୍‌ କ୍ୱାରାଣ୍ଟାଇନ୍‌’ ମାର୍ଗଦର୍ଶିକା କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଗଞ୍ଜାମ ଜିଲ୍ଲାକୁ ବାହାରୁ ସର୍ବାଧିକ ୧୧୦୫୪ ଜଣ ବ୍ୟକ୍ତି ଆସିଥିବାବେଳେ ନବରଙ୍ଗ ପୁର ଜିଲ୍ଲାକୁ ସର୍ବନିମ୍ନ ୪୦୭ ଜଣ ବ୍ୟକ୍ତି ଆସିଛନ୍ତି । ଅନ୍ୟ ପକ୍ଷରେ ବାଲେଶ୍ୱର ଜିଲ୍ଲାକୁ ୬୪୪୨, କଳାହାଣ୍ଡି ଜିଲ୍ଲାକୁ ୪୪୪୮, କେନ୍ଦ୍ରା ପଡ଼ା ଜିଲ୍ଲାକୁ ୪୩୧୮, ଫୁଲବାଣୀ ଜିଲ୍ଲାକୁ ୪୩୦୬, ପୁରୀ ଜିଲ୍ଲାକୁ ୩୬୮୮ ଓ କଟକ ଜିଲ୍ଲାକୁ ୩୬୦୪ ଜଣ, ମାଲକାନଗିରି ଜିଲ୍ଲାକୁ ୩୮୫୨ ଓ ମୟୂରଭଞ୍ଜ ଜିଲ୍ଲାକୁ ୩୩୨୬ ଜଣ ବ୍ୟକ୍ତି ଆସିଛନ୍ତି । ସେହି ପରି ବଲାଙ୍ଗୀର ଜିଲ୍ଲାକୁ ୨୦୭୪, ଯାଜ ପୁର ଜିଲ୍ଲାକୁ ୨୦୨୮, ଅନୁଗୋଳ ଜିଲ୍ଲାକୁ ୧୦୬୭, ବରଗଡ଼ ଜିଲ୍ଲାକୁ ୧୫୭୬, ଖୋର୍ଦ୍ଧା ଜିଲ୍ଲାକୁ ୨୪୧୨, ଢେଙ୍କାନାଳ ଜିଲ୍ଲାକୁ ୧୦୨୧, ଗଜ ପତି ଜିଲ୍ଲାକୁ ୨୮୪୯, ଜଗତସିଂହ ପୁର ଜିଲ୍ଲାକୁ ୧୭୩୮, ଭଦ୍ରକ ଜିଲ୍ଲାକୁ ୧୯୭୨, କେଉଁଝର ଜିଲ୍ଲାକୁ ୧୯୪୫, କୋରା ପୁଟ ଜିଲ୍ଲାକୁ ୨୨୩୮, ନୂଆ ପଡ଼ା ଜିଲ୍ଲାକୁ ୧୯୧୦, ନୟାଗଡ଼ ଜିଲ୍ଲାକୁ ୨୧୧୫, ରାୟଗଡ଼ା ଜିଲ୍ଲାକୁ ୨୩୬୯, ସଞ୍ଚଲ ପୁର ଜିଲ୍ଲାକୁ ୧୦୨୦, ସୋନ ପୁର ଜିଲ୍ଲାକୁ ୧୧୦୨, ସୁନ୍ଦରଗଡ଼ ଜିଲ୍ଲାକୁ ୧୨୦୧ ଜଣ ବ୍ୟକ୍ତି ଆସିଛନ୍ତି । ବୌଦ୍ଧ ଜିଲ୍ଲାକୁ ୧୦୧୩, ଦେବଗଡ଼ ଜିଲ୍ଲାକୁ ୫୭୦ ଓ ଝାରସୁଗୁଡ଼ା ଜିଲ୍ଲାକୁ ୫୬୮ ଜଣ ବ୍ୟକ୍ତି ଆସିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version