• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରଣପୁରରେ ଲକ ଡାଉନ ପରିପ୍ରେକ୍ଷିରେ : କଡାକଡ଼ି ସାମାଜିକ ଦୂରତ୍ୱ ରକ୍ଷା କରିବା ପାଇଁ ସଚେତନ ।

Proprietor Abhimanyu Maharana by Proprietor Abhimanyu Maharana
March 26, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ରଣପୁରରେ ଲକ ଡାଉନ ପରିପ୍ରେକ୍ଷିରେ :   କଡାକଡ଼ି ସାମାଜିକ ଦୂରତ୍ୱ ରକ୍ଷା କରିବା ପାଇଁ ସଚେତନ  ।
Share on FacebookShare on TwitterWhatsapp

ନୟାଗଡ ଜିଲ୍ଲା ରଣପୁର (ଓଡିଶା ତାଜାନ୍ୟୁଜ୍ ) ରଣପୁର ଏନ.ଏ. ସି. 25.3.2020 ରିପୋର୍ଟ – ସୋନାଲି :- ନୟାଗଡ ଜିଲ୍ଲା ରଣପୁର ଅଞ୍ଚଳରେ ଲକ ଡାଉନ ବ୍ୟବସ୍ଥାକୁ କଡାକଡା କରାଯାଇଛି । ବିଶେଷ କରି ରଣପୁର ଥାନା,ଚାନ୍ଦପୁର ଥାନା, ରାଜସୁନାଖଳା ଓ ଦର୍ପନାରାୟଣପୁର ଫାଣ୍ଡି ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡା କଡ଼ି କରାଯାଇଛି । ରଣପୁର ପୋଲିସ ତରଫରୁ ରଣପୁର ଜଗନ୍ନାଥ ମନ୍ଦିର ସମ୍ମୁଖରେ 4 ଦିନଧରି ଚେକ ପୋଷ୍ଟ କରାଯାଇଛି । ସେହିଭଳି 3 ଗୋଟି ମୋବାଇଲ ଭ୍ୟାନ୍ ରଣପୁର ଥାନା ଅଞ୍ଚଳରେ ପେଟ୍ରୋଲିଙ୍ଗ କରୁଛି । ରଣପୁର ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶ ଓ ତହସିଲଦାର ସଞ୍ଜୟ କୁମାର ସାମନ୍ତ ଡାକ ବାଜି ଯନ୍ତ୍ର ଯୋଗେ ଲୋକମାନଙ୍କୁ ସଚେତନ କରାଉଥିବା ଦେଖିବାକୁ ମିଳିଛି ।

ସରକାରଙ୍କ ନିୟମ ଅନୁଯାୟୀ ଆଜି ଠାରୁ ରାଇସିନି ଦୋକାନ, ଔଷଧ ଦୋକାନ, ପରିବା ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନଗୁଡିକ 10 ଟାରୁ 4 ପର୍ଯ୍ୟନ୍ତ ଖୋଲା ରହିବ ବୋଲି ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ଏହି ଲଗ ଡାଉନ ପ୍ରଭାବ ଯୋଗୁଁ ଆଜି ରଣପୁର ରାସ୍ତାଘାଟ, ବଜାର ଖାଁ ଖାଁ ଭଳି ଲାଗୁଛି । କେବଳ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ କେହି କେହି ବଜାରକୁ ଯାଉଥିବା ଦେଖିବାକୁ ମିଳିଛି । ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଗୁଡିକରେ ସାମାଜିକ ଦୂରତ୍ୱ ରକ୍ଷା କରି ସାମଗ୍ରୀ କିଣିବା ପାଇଁ ଦୋକାନ ଆଗରେ ଦେଢ଼ ମିଟର ଦୂରତାରେ ଗୋଲ ବୁଲା ଯାଇ ଗ୍ରାହକମାନଙ୍କୁ ସାମଗ୍ରୀ ବିକ୍ରି କରୁଥିବା ଦେଖିବାକୁ ମିଳିଛି । ରଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ବୈଦ୍ୟନାଥ ନନ୍ଦଙ୍କ ସୂଚନା ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ରଣପୁର ଅଞ୍ଚଳରେ କେହି କୋରନା ପଜେଟିଭ ନାହାନ୍ତି ବୋଲି ଜଣା ପଡିଛି । ରଣପୁର ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶ ବଜାରର ଦୋକାନଗୁଡିକ ବୁଲି ଚେକିଂ କରିବା ସହିତ ପରିବା ଦୋକାନୀ ସାମାଜିକ ଦୂରତ ରକ୍ଷା କରି ପରିବା ବିକ୍ରି ଥିବା ହେତୁ ଧନ୍ୟବାଦ ଜଣାଇଛନ୍ତି ।

ରଣପୁର ତହସିଲଦାର ସଞ୍ଜୟ କୁମାର ସାମନ୍ତ ରଣପୁର ଅଞ୍ଚଳରେ ଲଗ ଡାଉନ ବ୍ୟବସ୍ଥାକୁ ଠିକ ଠାକ ଭାବେ କାର୍ଯ୍ୟ କାରୀ କରାଯାଉଛି ବୋଲି ମତ ଦେଇଛନ୍ତି । ଅନାବଶ୍ୟକ ସମୟରେ ଘରୁ ନ ବାହାରିବା, ସାମାଜିକ ଦୂରତା ରକ୍ଷା କରିବା, ମୁହଁ ରେ ମାସ୍କ ପିନ୍ଧିବା ପାଇଁ ରଣପୁର ତହସିଲଦାର ଓ ଥାନା ଅଧିକାରୀ ଲୋକମାନଙ୍କୁ ଗଣ ମାଧ୍ୟମ ଜରିଆରେ ସଚେତନ ବାର୍ତ୍ତା ଦେଇଛନ୍ତି । ଦୀପକ ସାସ୍ମଲ, ଦିଲ୍ଲୀପ ସେଠୀ ଙ୍କ ସହିତ ଏନ.ଏ. ସି. କର୍ମଚାରୀ ବଜାରକୁ ଆସି ସାମାଜିକ ଦୂରତ୍ୱ ରକ୍ଷା କରିବା ପାଇଁ ସଚେତନ କରୁଥିବା ଦେଖିବାକୁ ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

March 9, 2026
AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version