• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

OLX ରେ ବିଜ୍ଞାପନ ହେଲା କାଳ, ଟ୍ରାଏଲ୍ ଆଳରେ ଲୁଟିଲେ ଲୁଟେରା, ଟାଉନ୍ ଥାନାରେ ଅଭିଯୋଗ କଲେ ପଲସର୍ ମାଲିକ, ଢେଙ୍କାନାଳ

Proprietor Abhimanyu Maharana by Proprietor Abhimanyu Maharana
June 23, 2021
in ଅପରାଧ, ଓଡ଼ିଶା, ଢେଙ୍କାନାଳ, ହୋମ୍
0
OLX ରେ ବିଜ୍ଞାପନ ହେଲା କାଳ, ଟ୍ରାଏଲ୍ ଆଳରେ ଲୁଟିଲେ ଲୁଟେରା, ଟାଉନ୍ ଥାନାରେ ଅଭିଯୋଗ କଲେ ପଲସର୍ ମାଲିକ, ଢେଙ୍କାନାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୨ ଜୁନ ମଙ୍ଗଳବାର )  ଢେଙ୍କାନାଳ :- OLX ରେ ବିଜ୍ଞାପନ ଦେବା ହେଲା କାଳ। ଗାଡ଼ି ଟ୍ରାଏଲ୍ କରିବା ଆଳରେ ଲୁଟି ନେଲେ ପଲସର୍ ୨୨୦ ବାଇକ୍। ଏ ନେଇ ଟାଉନ ଥାନାରେ ଅଭିଯୋଗ କଲେ ଗାଡି ମାଲିକ । ଅଭିଯୋଗ ମୁତାବକ, ସହରର ଜୟଗୋପାଳ ସାହିର ବାସିନ୍ଦା ସୁଶାନ୍ତ ସେଠୀ(୩୦), ତାଙ୍କର ଗୋଟିଏ pulsar 220( OD02-Y-5760) ଗାଡିଟିକୁ ବିକ୍ରି କରିବା ଉଦ୍ଦେଶ୍ୟରେ OLX ମାଧ୍ୟମରେ ବିଜ୍ଞାପନ ଦେଇଥିଲେ ।

ଏହି ବିଜ୍ଞାପନ ଆଧାରରେ ଗତକାଲି ସକାଳ ସମୟ ପାଖାପାଖି ୧୧ଟା ୩୦ମି ସମୟରେ ଜଣେ ଅଜଣା ବ୍ୟକ୍ତି ଏକ ଅଟୋ ଦ୍ଵାରା ସହର ସ୍ଥିତ ବାଜିଚୌକ୍ ଛକ ଠାରେ ପହଞ୍ଚିଥିଲେ। ଗାଡି ଟ୍ରାଏଲ୍ ନିମନ୍ତେ ଗାଡ଼ି ମାଲିକଙ୍କୁ ପଛରେ ବସାଇ କିଛି ବାଟ ଆଗକୁ ଯାଇ ପୁଣି ସେହି ଛକକୁ ଫେରି ମାଲିକ ପଛ ସିଟ୍ ରୁ ଓହ୍ଲାଇବା ମାତ୍ରେ ହଠାତ୍ ପଲସର୍ ଗାଡ଼ି ଧରି ଫେରାର୍ ହୋଇଗଲା ଅଜଣା ଦୁର୍ବୃତ୍ତ। ଘଟଣାକୁ ନେଇ ଟାଉନ୍ ଥାନାରେ ଅଭିଯୋଗ କରିଛନ୍ତି ପଲସର୍ ଓନର୍ ସୁଶାନ୍ତ ସେଠୀ। ଟାଉନ୍ ପୋଲିସ୍ କେସ୍ ନଂ ୨୫୦/୨୧ ରେ ମାମଲା ରୁଜୁ କରି ତଦନ୍ତ ଜାରି ରହିଛି।(ରିପୋର୍ଟ୍, ଅମର ରଞ୍ଜନ ଦାସ), ଢେଙ୍କାନାଳ। 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version