• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ଶ୍ରୀମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ;  ଶ୍ରଦ୍ଧାଳୁ ଙ୍କୁ ଦର୍ଶନ ମନା

Proprietor Abhimanyu Maharana by Proprietor Abhimanyu Maharana
June 24, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ରଣପୁର ଶ୍ରୀମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ;  ଶ୍ରଦ୍ଧାଳୁ ଙ୍କୁ ଦର୍ଶନ ମନା
Share on FacebookShare on TwitterWhatsapp

ରଣପୁର ଶ୍ରୀମନ୍ଦିର ସ୍ନାନବେଦୀ ରେ ଗଜ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି ତିନି ଠାକୁର । କୋଭିଡ୍ ସ୍ଥିତି ଯୋଗୁଁ ଚଳିତ ବର୍ଷ ଭକ୍ତଙ୍କ ପ୍ରବେଶକୁ ଅନୁମତି ଦିଆଯାଇନଥିବା ବେଳେ ଭକ୍ତଙ୍କ ଦର୍ଶନ ରେ ଲାଗିଛି କଟକଣା

ଓଡ଼ିଶା ତାଜା ନ୍ୟୁଜ (୨୪ ଜୁନ୍‌ ଗୁରୁବାର ) ରଣପୁର,ରିପୋର୍ଟ ସୋନାଲି :- ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ରେ ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧା ମୂର୍ତ୍ତି । ରଣପୁର ଶ୍ରୀମନ୍ଦିର ସ୍ନାନବେଦୀ ରେ ଗଜ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି ତିନି ଠାକୁର । କୋଭିଡ୍ ସ୍ଥିତି ଯୋଗୁଁ ଚଳିତ ବର୍ଷ ଭକ୍ତଙ୍କ ପ୍ରବେଶକୁ ଅନୁମତି ଦିଆଯାଇନଥିବା ବେଳେ ଭକ୍ତଙ୍କ ଦର୍ଶନ ରେ ଲାଗିଛି କଟକଣା । ଶ୍ରୀଜୀଉଙ୍କ ଗଜାନନ ବେଶ କୁ ଦର୍ଶନ କରିବା ପାଇଁ ଭକ୍ତ ଙ୍କ ସମାଗମ ଦେଖିବାକୁ ମିଳି ନାହିଁ ।

ମହାପ୍ରଭୁଙ୍କ ର ଏହି ଅପୂର୍ବ ଗଜବେଶ କୁ କୋଭିଡ ନିୟମ ଅନୁସାରେ ଅନୁଷ୍ଠିତ କରାଯାଇଛି । ଚଳିତ ବର୍ଷ କରୋନା କଟକଣା ରେ ସେବାୟତ ଙ୍କ ମଧ୍ୟରେ ଠାକୁରଙ୍କୁ ସ୍ନାନ ମଣ୍ଡପକୁ ବିଜେ କରାଯାଇ ୧୦୮ ଗଡୁ ପାଣି ରେ ପ୍ରଭୁଙ୍କ ସ୍ନାନ ସାରି ଚନ୍ଦନ ଲାଗି ହେବା ପରେ ଗଜାନନ ବେଶ କରାଯାଇଥିଲା ।

ଏହାପରେ ଫୁଲ , ଅଳଙ୍କାର ଇତ୍ୟାଦି ରେ ଆଭୂଷଣ କରାଯାଇ ଯଥା ରୀତି ପୂଜାର୍ଚ୍ଚନା କରାଯାଇଛି । ପ୍ରଶାସନ ର ନିର୍ଦେଶ ଅନୁସାରେ ଭକ୍ତ ଙ୍କ ଭିଡ଼ କୁ ନଜରରେ ରଖି ମନ୍ଦିର ର ସୀମିତ ସେବାୟତ ଙ୍କ ଦ୍ଵାରା ଅନୁଷ୍ଠିତ ହୋଇଛି ସ୍ନାନ ଯାତ୍ରା ।

ତିନି ଠାକୁର ଙ୍କ ପହଣ୍ଡି , ସ୍ନାନ ଏବଂ ଗଜ ବେଶ ସମାପ୍ତ ପରେ ଶ୍ରୀ ଜୀଉ ଙ୍କର ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବା ସହ ରାତି ୯ ଟାରେ ସ୍ନାନ ମଣ୍ଡପ ରୁ ତିନି ଠାକୁରଙ୍କ ର ବାହୁଡ଼ା ପହଣ୍ଡି ଅନୁଷ୍ଠିତ ହେବ । ଏହାପରେ ଶ୍ରୀଜିଉଙ୍କର ଅଣସର ନୀତି ଆରମ୍ଭ ହେବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

September 12, 2026
ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

September 11, 2026
ବାର୍ଷିକ ବିଜ୍ଞାନମେଳା ଓ କଣ୍ଢେଇ ମେଳା ଅନୁଷ୍ଠିତ : ୧୬୦ ପ୍ରକଳ୍ପରେ ଝଲସିଲା କୁନି ବୈଜ୍ଞାନିକଙ୍କ ପ୍ରତିଭା

ବାର୍ଷିକ ବିଜ୍ଞାନମେଳା ଓ କଣ୍ଢେଇ ମେଳା ଅନୁଷ୍ଠିତ : ୧୬୦ ପ୍ରକଳ୍ପରେ ଝଲସିଲା କୁନି ବୈଜ୍ଞାନିକଙ୍କ ପ୍ରତିଭା

September 11, 2026
ନୟାଗଡ଼ ଜିଲ୍ଲା ସଡ଼କ ସୁରକ୍ଷା ଓ ହାଇୱେ ସେଫଟୀ ଟାସ୍କଫୋର୍ସ ବୈଠକ

ନୟାଗଡ଼ ଜିଲ୍ଲା ସଡ଼କ ସୁରକ୍ଷା ଓ ହାଇୱେ ସେଫଟୀ ଟାସ୍କଫୋର୍ସ ବୈଠକ

September 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

September 12, 2026
ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

September 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version