• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ବ୍ୟବସାୟକୁ ୧୦୦୦ କୋଟିରେ ପହଞ୍ଚାଇ ଗୋଲ୍ଡ କ୍ୟାଟେଗୋରି ସରକାରୀ ଉଦ୍ୟୋଗ କରାଯିବ

Proprietor Abhimanyu Maharana by Proprietor Abhimanyu Maharana
June 24, 2021
in ଓଡ଼ିଶା, ହୋମ୍
0
ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ବ୍ୟବସାୟକୁ ୧୦୦୦ କୋଟିରେ ପହଞ୍ଚାଇ ଗୋଲ୍ଡ କ୍ୟାଟେଗୋରି ସରକାରୀ ଉଦ୍ୟୋଗ କରାଯିବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ଜୁନ୍‌ ଗୁରୁବାର ) ଭୁବନେଶ୍ୱର :-  ଆସନ୍ତା ବର୍ଷ ଶେଷ ସୁଦ୍ଧା ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ ୧୦୦୦ କୋଟି ଟଙ୍କାର ବ୍ୟବସାୟରେ ପହଞ୍ଚାଇବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ସାକାର କରିବା ଏବଂ ଏହାକୁ ଏକ ଗୋଲ୍ଡ କ୍ୟାଟେଗୋରୀ ସରକାରୀ ଉଦ୍ୟୋଗରେ ପରିଣତ କରିବାକୁ ଆଜି ଅନୁଷ୍ଠିତ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ୨୦୫ତମ ବୋର୍ଡ ଅଫ୍‌ ଡାଇରେକଫରସ୍‌ ଭିଡ଼ିଓ କନ୍‌ଫରେନ୍ସିଂ ବୈଠକରେ ନିଗମର ଅଧ୍ୟକ୍ଷ ଶ୍ରୀ ଚିନ୍ମୟ କୁମାର ସାହୁ ଏହା ପ୍ରକାଶ କରିଛନ୍ତି । ବର୍ତ୍ତମାନ ନିଗମର କାର୍ଯ୍ୟ ପରିସରକୁ ବ୍ୟାପକ ଏବଂ ବର୍ତ୍ତମାନର ସମ୍ବଳକୁ ସର୍ବାଧିକ ବିନିଯୋଗ କରି ୬୧୩ କୋଟି ଟଙ୍କାର ବ୍ୟବସାୟ କରି ଅନନ୍ୟ ରେକର୍ଡ କରିଥିବାରୁ ବୋର୍ଡ ପରିଚାଳନା କର୍ତ୍ତୃପକ୍ଷଙ୍କୁ ସେ ସାଧୁବାଦ ଦେଇଛନ୍ତି । ନିଗମ କାର୍ଯ୍ୟଧାରାକୁ ଆହୁରି ବ୍ୟାପକ ଏବଂ ଆଧୁନିକୀକରଣ କରିବା ପାଇଁ ଏହି ବୋର୍ଡରେ ଆଲୋଚନା କରାଯାଇ ବିଭିନ୍ନ ବିଭାଗରେ ଥିବା ଭିତ୍ତିଭୂମି ନିର୍ମାଣ, ଇ-ସିଷ୍ଟମ୍‌ ଡେଭେଲପ୍‌ମେଣ୍ଟ ଏବଂ ଉନ୍ନତ ବୈଷୟିକ ଜ୍ଞାନ କ୍ଷେତ୍ରରେ ମଧ୍ୟ ବ୍ୟବସାୟ ହାତକୁ ନେବା ପାଇଁ ସର୍ବସମ୍ମତିରେ ସ୍ଥିର କରାଯାଇଛି । ଏହି କ୍ରମରେ ବିଭିନ୍ନ ସ୍ୱତନ୍ତ୍ର ସେବା ପ୍ରଦାନ କ୍ଷେତ୍ରରେ କାର୍ଯ୍ୟ ସଂପାଦନ କରିବା ପାଇଁ ସ୍ପେସାଲ୍‌ ପରପସ୍‌ ଭେଇକିଲ୍‌(ଏସ୍‌ପିିଭି) ଗଠନ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏଥିରେ ଗୁଣୀ ଓ କୁଶଳୀ ମାନବସମ୍ବଳକୁ ଉପଯୋଗ କରାଯିବ ।

ଏସ୍‌ପିଭି ଗଠନ ପାଇଁ ସର୍ତ୍ତ ଓ ନିୟମାବଳୀ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି କାର୍ଯ୍ୟ ସଂପାଦନ କରିବା କ୍ଷେତ୍ରରେ ଅଧିକରୁ ଅଧିକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗଗୁଡ଼ିକୁ ପ୍ରାଧାନ୍ୟ ଦେବାକୁ ଆଲୋଚନାରେ ମତପ୍ରକାଶ ପାଇଛି । ନିଗମ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ୱିତ କରିବା ଲାଗି ଖାଲି ପଡ଼ିଥିବା ମୂଳପଦବୀଗୁଡ଼ିକୁ ତୁରନ୍ତ ପୂରଣ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । କମ୍ପୁ୍ୟଟରୀକରଣ ଏବଂ ଡିଜିଟାଇଜେସନ୍‌ ପରି ଆଧୁନିକ ଜ୍ଞାନକୌଶଳ ସମ୍ବଳିତ କାର୍ଯ୍ୟଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ ଏବଂ ଆନୁଷଙ୍ଗିକ କଞ୍ଚାମାଲ୍‌ ଯୋଗାଇବା ପର୍ଯ୍ୟନ୍ତ ସରକାରଙ୍କର ବିଭିନ୍ନ ବିଭାଗରେ କାର୍ଯ୍ୟ କରିବାକୁ ଏହାର ପରିସରକୁ ବ୍ୟାପକ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ତତ୍‌ ସଙ୍ଗେ ସଙ୍ଗେ ନିଗମ ନିଜର ମୌଳିକ ଦାୟିତ୍ୱ ସଂପାଦନ କରିବାକୁ ମଧ୍ୟ ପ୍ରତିଶ୍ରୁତିବଦ୍ଧ । ଏହି ବୈଠକରେ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ପ୍ରଦୀପ୍ତ କୁମାର ସାହାଣୀ, ଏମ୍‌ଏସ୍‌ଏମ୍‌ଇ ବିଭାଗ ସ୍ୱତନ୍ତ୍ର ସଚିବ ଶ୍ରୀ ମନ୍ମଥ କୁମାର ବିଶ୍ୱାଳ, ଅର୍ଥ ବିଭାଗ ନିର୍ଦ୍ଦେଶକ(ଆଇଏଫ୍‌) ଡ. ପ୍ରଜ୍ଞାସ୍ମିତା ସାହୁ, ସ୍ୱାଧୀନ ନିର୍ଦ୍ଦେଶକ, ଶ୍ରୀମତୀ ନିରୁପମା ହାତି, ଓଏସ୍‌ମେ୍‌ର ଅଧ୍ୟକ୍ଷ ଶ୍ରୀ ଗୌରୀଶଙ୍କର ଦାଶ, ଓସିଆର ସଭାପତି ଶ୍ରୀ ସ୍ମରଜିତ୍‌ ମହାନ୍ତି. ଓଇଆର ସଭାପତି ଶ୍ରୀ ମିହିର କୁମାର କାନୁନଗୋ ଏବଂ ସ୍ୱାଧୀନ ଡାଇରେକଫର ଶ୍ରୀ ଭେଙ୍କଟେଶ୍ୱରଲୁ ସୁରୁ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଜେପି ଶାସନରେ ଓଡ଼ିଶାରେ ଲକ୍ଷ ଲକ୍ଷ ଶିଶୁ
କୁପୋଷଣର ଶିକାର : ବିଜେଡି

ବିଜେପି ଶାସନରେ ଓଡ଼ିଶାରେ ଲକ୍ଷ ଲକ୍ଷ ଶିଶୁ
କୁପୋଷଣର ଶିକାର : ବିଜେଡି

November 14, 2026
ବିରିଡି ବ୍ଲକ ରେ ନୂତନ ଭତ୍ତା ବଣ୍ଟନର ଶୁଭାରମ୍ଭ

ବିରିଡି ବ୍ଲକ ରେ ନୂତନ ଭତ୍ତା ବଣ୍ଟନର ଶୁଭାରମ୍ଭ

November 14, 2026
Dumping of waste and construction debris in Hadapsar Industrial Estate; When will the administration take concrete action despite complaints?

Dumping of waste and construction debris in Hadapsar Industrial Estate; When will the administration take concrete action despite complaints?

November 14, 2026
ପିଏମ ଶ୍ରୀ ବ୍ରଜେନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ “ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ୨୦୨୬” ଅତ୍ୟନ୍ତ ଉତ୍ସାହ ଉଦ୍ଦୀପନାର ସହିତ ଅନୁଷ୍ଠିତ ହୋଇଯାଇଛି

ପିଏମ ଶ୍ରୀ ବ୍ରଜେନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ “ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ୨୦୨୬” ଅତ୍ୟନ୍ତ ଉତ୍ସାହ ଉଦ୍ଦୀପନାର ସହିତ ଅନୁଷ୍ଠିତ ହୋଇଯାଇଛି

November 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଜେପି ଶାସନରେ ଓଡ଼ିଶାରେ ଲକ୍ଷ ଲକ୍ଷ ଶିଶୁ
କୁପୋଷଣର ଶିକାର : ବିଜେଡି

ବିଜେପି ଶାସନରେ ଓଡ଼ିଶାରେ ଲକ୍ଷ ଲକ୍ଷ ଶିଶୁ
କୁପୋଷଣର ଶିକାର : ବିଜେଡି

November 14, 2026
ବିରିଡି ବ୍ଲକ ରେ ନୂତନ ଭତ୍ତା ବଣ୍ଟନର ଶୁଭାରମ୍ଭ

ବିରିଡି ବ୍ଲକ ରେ ନୂତନ ଭତ୍ତା ବଣ୍ଟନର ଶୁଭାରମ୍ଭ

November 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version