• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଣସର ପିଣ୍ଡିରେ ଶ୍ରୀବିଗ୍ରହମାନଙ୍କ ଅଣସର ସେବା ଗତ ରାତିରୁ ଆରମ୍ଭ ହୋଇଛି

Proprietor Abhimanyu Maharana by Proprietor Abhimanyu Maharana
June 26, 2021
in ଓଡ଼ିଶା, ପୁରୀ, ମହାନଗର, ହୋମ୍
0
ଅଣସର ପିଣ୍ଡିରେ ଶ୍ରୀବିଗ୍ରହମାନଙ୍କ ଅଣସର ସେବା ଗତ ରାତିରୁ ଆରମ୍ଭ ହୋଇଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୬ ଜୁନ୍‌ ଶନିବାର) ପୁରୀ :- ଅଣସର ପିଣ୍ଡିରେ ଶ୍ରୀବିଗ୍ରହମାନଙ୍କ ଅଣସର ସେବା ଗତ ରାତିରୁ ଆରମ୍ଭ ହୋଇଛି । ସ୍ନାନପୂର୍ଣ୍ଣିାମା ରାତିରୁ ମହାପ୍ରଭୁଙ୍କ ଗୋପନ ନୀତି ଆରମ୍ଭ ହେବା ୫୦୦ ବର୍ଷରେ ଦ୍ୱିତୀୟ ଘଟଣା । ସ୍ନାନପୂର୍ଣ୍ଣିମା ରାତିରୁ ଅସୁସ୍ଥ ଶ୍ରୀଜିଉ ଜ୍ୱର ଜନିତ ଅସୁସ୍ଥତା କାରଣରୁ ଅଣସର ପିଣ୍ଡିରେ ଅଟକି ରହିଛନ୍ତି । ଅସୁସ୍ଥ ଶ୍ରୀବିଗ୍ରହଙ୍କ ରୋଗ ନିରାକରଣ ପାଇଁ ଗୋପନୀୟ ଚିକିତ୍ସା ସେବା ଅଣସର ପିଣ୍ଡିରେ ଆରମ୍ଭ ହୋଇଛି । ଆଜି ଅଣସରର ତୃତୀୟ ଦିନରେ ଶ୍ରୀବିଗ୍ରହଙ୍କ ଓଦାବସ୍ତ୍ର ଫିଟା ନୀତି ସମ୍ପନ୍ନ ହେବ ବୋଲି ସେବାୟତ କହିଛନ୍ତି ।

ଦଇତାପତି ସେବକଙ୍କ ସୂଚନା ମୁତାବକ ପୂର୍ଣ୍ଣିମା ତିଥିର ସ୍ନାନଯାତ୍ରାରେ ମାତ୍ରାଧିକ ଜଳ ଲାଗି କାରଣରୁ ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ଓଦା ହୋଇଯାଇଛି। ଏହି ଓଦା ବସ୍ତ୍ରକୁ ଶନିବାର ରାତିରେ ଦଇତାପତି ସେବକମାନେ ଗୋପନ ସେବାରେ ଫିଟାଇବେ। ଗୋପନ ନୀତିର ଓଦା ବସ୍ତ୍ର ଫିଟିବା ପରେ ଚକଟା ଭୋଗ, ପଣାଭୋଗ ସରିବା ପରେ ବେହରଣ ଦ୍ୱାର ଖୋଲିବ । ଅଣସର ବାସରେ ଠାକୁରଙ୍କୁ ଧଳା ଫୁଲ ଲାଗି ହେବାର ପରମ୍ପରା ମଧ୍ୟ ଆରମ୍ଭ ହୋଇଛି । ଓଦାବସ୍ତ୍ର ଫିଟିବା ପରେ ଜୟବିଜୟ ଦ୍ୱାର ଖୋଲାଯାଇ ସନ୍ଧ୍ୟା ଧୂପ ଏବଂ ବଡ଼ସିଂହାର ଭୋଗ ଲାଗି ହେବ । ଏହା ପରଦିନ ପ୍ରଭୁଙ୍କ ଗୋପନ ନୀତିରେ ଶ୍ରୀଅଙ୍ଗ ଫିଟା ନୀତି ପାଳନ କରିବେ ଦଇତାପତି ସେବକ।

ସ୍ନାନମଣ୍ଡପରେ ବିଜେ ଶ୍ରୀବିଗ୍ରହଙ୍କ ହାତୀବେଶ ଓଲାଗି ପରେ ବାହୁଡ଼ା ପହଣ୍ଡି ନୀତି ହୋଇଥିଲା । ରାତି ସାଢ଼େ ୧୦ଟା ସୁଦ୍ଧା ବାହୁଡା ପହଣ୍ଡି ଶେଷ ହୋଇଥିଲା । ବାହୁଡ଼ା ପହଣ୍ଡି ପ୍ରସ୍ତୁତି ପୂର୍ବରୁ ମହାପ୍ରଭୁଙ୍କ ପୁଷ୍ପାଞ୍ଜଳି, ଡୋର ଲାଗି ନୀତି ସମ୍ପନ୍ନ ହୋଇଥିଲା । ମହାପ୍ରଭୁଙ୍କ ବାହୁଡ଼ା ପହଣ୍ଡି ଗତକାଲି ସନ୍ଧ୍ୟା ୫ଟାରୁ ଆରମ୍ଭ ହୋଇଥିଲା । ପ୍ରଥମେ ମଦନମୋହନ ପରେ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲେ । ଏହା ପରେ ବଡ଼ଠାକୁର, ମା’ ସୁଭଦ୍ରା, ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଧାଡ଼ି ପହଣ୍ଡିରେ ଅଣସର ପିଣ୍ଡିକୁ ବିଜେ କରିଥିଲେ । ବାହୁଡ଼ା ପହଣ୍ଡିରେ ମହାପ୍ରଭୁ ବିଜେ କରିବା ବେଳେ ଜ୍ୱରରେ ଆକ୍ରାନ୍ତ ହୋଇଥିଲେ ।

ଲୋକକଥା ଓ ଲୋକବିଶ୍ୱାସ ରହିଛି ମହାପ୍ରଭୁଅତ୍ୟଧିକ ଜଳ ସ୍ନାନ କରିବା କାରଣରୁ ଜ୍ୱର ରୋଗରେ ଆକ୍ରାନ୍ତ ହୋଇଛନ୍ତି । ଏହି କାରଣରୁ ମହାପ୍ରଭୁଙ୍କୁ ଅଣସର ପିଣ୍ଡିରେ ଅଟକିବାକୁ ପଡ଼ିଛି । ତେଣୁ ଏହି ପିଣ୍ଡିରେ ମହାପ୍ରଭୁଙ୍କ ରୋଗ ଉପଚାର ହେଉଛି । ରୋଗ ଉପଚାର କାରଣରୁ ମହାପ୍ରଭୁଙ୍କ ସୁବର୍ଣ୍ଣ ଚିତା ଏବଂ ସୁବର୍ଣ୍ଣ ରାହୁରେଖା ଓଲାଗି ନୀତି ବିଳମ୍ବିତ ରାତିରେ ସମ୍ପନ୍ନ ହୋଇଥିଲା ।

ବଡ଼ଦେଉଳ ବୈଦ୍ୟଙ୍କ ପରାମର୍ଶରେ ମହାପ୍ରଭୁଙ୍କ ରୋଗ ଉପଚାର ହେଉଛି । ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସେବକ ଦଇତାପତି ସେବକମାନେ ମହାପ୍ରଭୁଙ୍କ ଅଣସର ପିଣ୍ଡି ବିଜେ ବେଳେ ଗୋପନ ସେବାରେ ନିୟୋଜିତ ହେବେ । ଏହି ସବୁ ଉପଚାର ଏବଂ ସେବାକୁ ଗୋପନ ରଖାଯିବ । ଅଣସର ପିଣ୍ଡିରେ ଦଶମୂଳ ଔଷଧୀ ଲାଗି ସହ ଠାକୁରଙ୍କ ଚିକିତ୍ସା ହେବ । ଜ୍ୱରରୋଗର ଉପଚାର ପରେ ମହାପ୍ରଭୁ ସୁସ୍ଥ ହେବେ । ପ୍ରଭୁଙ୍କର ନବଯୌବନ ଆରମ୍ଭ ହେବ । ତା ପରେ ନେତ୍ରୋତ୍ସବ ସରି ମହାପ୍ରଭୁ ନବଯୌବନ ପ୍ରାପ୍ତି ହେବାର ଧର୍ମବିଶ୍ୱାସ ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version