• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରଣପୁର ବ୍ଲକ : ଗ୍ରାମର ସୁରକ୍ଷା ପାଇଁ ଅନାବଶ୍ୟକ ପ୍ରବେଶକୁ ବାରଣ କରିଛନ୍ତି 4ଟି ଗ୍ରାମର ଗ୍ରାମବାସୀ

Proprietor Abhimanyu Maharana by Proprietor Abhimanyu Maharana
March 28, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ରଣପୁର ବ୍ଲକ : ଗ୍ରାମର ସୁରକ୍ଷା ପାଇଁ  ଅନାବଶ୍ୟକ ପ୍ରବେଶକୁ ବାରଣ କରିଛନ୍ତି 4ଟି ଗ୍ରାମର ଗ୍ରାମବାସୀ
Share on FacebookShare on TwitterWhatsapp

ରଣପୁର ବ୍ଲକ (ଓଡିଶା ତାଜାନ୍ୟୁଜ୍ ) ରଣପୁର 28.3.2020 ରିପୋର୍ଟ – ସୋନାଲି :- କରୋନା ଭୂତାଣୁ ସଂକ୍ରମଣ ଗୋଟିଏ ଦେଶରୁ ଅନ୍ୟଦେଶକୁ ବ୍ୟାପୁଥିବାବେଳେ ମୃତକ ଓ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ତେବେ ଏହି ଭୂତାଣୁକୁ ଦମନ କରିବା ପାଇଁ ବର୍ତ୍ତମାନ ସୁଦ୍ଧା କୌଣସି ପ୍ରତିଷେଧକ ଔଷଧ ବାହାରି ନ ଥିବାବେଳେ ସାମ୍ପ୍ରତିକ ପରିସ୍ଥିତିରେ ସଚେତନତା, ସତର୍କତା ତଥା ସାମାଜିକ ଦୂରତ୍ୱ ଅବଲମ୍ବନ ହିଁ କରୋନା ପ୍ରତିହତ ପାଇଁ ଏକମାତ୍ର ମାଧ୍ୟମ ପାଲଟିଛି । ଏହି ଦୃଷ୍ଟିରୁ ଗତ ମଙ୍ଗଳବାର ମଧ୍ୟରାତ୍ରିରୁ ସାରା ଭାରତରେ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି ।

ତେବେ ଲୋକଙ୍କ ଖାମଖିଆଲି ମନୋଭାବ ଯୋଗୁ କେତେକ ସ୍ଥଳେ ଏହି କଟକଣା ବାଟବଣା ହୋଇପଡ଼ିଥିବା ମଧ୍ୟ ପରିଲକ୍ଷିତ ହେଉଛି । ଅନ୍ୟପଟେ ନୟାଗଡ ଜିଲା ରଣପୁର ବ୍ଲକ ଅନ୍ତର୍ଗତ ଗୌରାଙ୍ଗପୁର ପଂଚାୟତର ଯଦୁପୁର ଓ ସାମନ୍ତରାୟ ପୁରର ଗ୍ରାମବାସି ମାନେ ପଥର ପକାଇ ରାସ୍ତାକୁ ଅବରୋଧ କରିଥିଲେ । ଗ୍ରାମବାସୀମାନେ ଗ୍ରାମକୁ ସଂଯୋଗ କରୁଥିବା ସମସ୍ତ ପ୍ରବେଶପଥକୁ ବନ୍ଦ କରିଦେବା ସହିତ ସମଗ୍ର ଗ୍ରାମକୁ ଲକ୍‌ ଡାଉନ୍‌ କରି ଦେଇଛନ୍ତି । ଅତି ଜରୁରୀ କାମ ପଡ଼ିଲେ ଗ୍ରାମର କେହି ପଦାକୁ ବାହାରୁଛନ୍ତି, ନ ଚେତ୍‌ ସାମାଜିକ ଦୂରତ୍ୱ ରକ୍ଷା କରି ନିଜ ଗ୍ରାମ ଓ ଘର ମଧ୍ୟରେ ରହୁଛନ୍ତି ।

ନରସିଂହ ପୁର ପଂଚାୟତର ନୁଆ ସାହି, ଲୋଧାଚୁଆ ପଞ୍ଚାୟତର ରାଜନଗର ଗ୍ରାମର କିଛି ମହିଳା ଓ ଗ୍ରାମବାସି ନିଜର ତଥା ଗ୍ରାମର ସୁରକ୍ଷା ପାଇଁ ଗ୍ରାମର ଅନାବଶ୍ୟକ ପ୍ରବେଶକୁ ବାରଣ କରିବା ପାଇଁ ଗ୍ରାମ ପ୍ରବେଶ ପଥ କୁ ବାଉଁଶ ପକାଇ ବନ୍ଦ କରିଛନ୍ତି । ମହିଳା ମାନଙ୍କ ଏ ଭଳି ଉଦ୍ୟମକୁ ସମସ୍ତେ ପ୍ରଂଶସା କରିଛନ୍ତି । ସେହିଭଳି ପଟିଆ ଗ୍ରାମକୁ ମଧ୍ୟ ଗ୍ରାମବାସୀମାନେ ଲକ ଡାଉନ କରି ରଖିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

March 9, 2026
AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version