• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟିକାକରଣ କେନ୍ଦ୍ରରେ କରୋନାକୁ ଆମନ୍ତ୍ରଣ

Proprietor Abhimanyu Maharana by Proprietor Abhimanyu Maharana
June 28, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଟିକାକରଣ କେନ୍ଦ୍ରରେ କରୋନାକୁ ଆମନ୍ତ୍ରଣ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ଜୁନ ସୋମବାର ) ହିଞ୍ଜିଳିକାଟୁ :-  ମହମାରୀ କରୋନା ଭୁତାଣୁ ସଂକ୍ରମଣର ଦ୍ୱିତୀୟ ଲହର ପ୍ରାଣଘାତି ସାଜି ଆତଙ୍କ ରଚିଥିଲା । ଏହାକୁ ପ୍ରତିହିତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ମଇ ମାସ ପହିଲାରୁ ସାରା ରାଜ୍ୟରେ ଲକଡ଼ାଉନ ଓ ସପ୍ତାହନ୍ତ ସଟଡ଼ାଉନ ଘୋଷଣା କରାଯାଇଥିଲା । ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବା ସହ ସ୍ଥିତି ସମାନ୍ୟ ସୁଧୁରିଥଇବା ବେଳେ ଜୁନ ୧୭ ତାରିଖ ସକାଳୁ ଲକଡ଼ାଉନକୁ ହଟାଯାଇ ଅନଲକ-୧ କାର୍ଯ୍ୟକାରୀ କରାଯାଇଛି । ତଥାପି ସପ୍ତାହନ୍ତ ସଟଡ଼ାଉନ (ଶନି ଓ ରବିବାର) ଜାରି ରହିଛି । ଅନଲକ ସମୟରେ ସୋମବାର ଠାରୁ ଶୁକ୍ରବାର ପର୍ଯ୍ୟନ୍ତ ଦୋକାନ ବଜାର ପ୍ରତ୍ୟହ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲା ରଖିବାକୁ ନିୟମ କରାଯାଇଛି । ଅବଶିଷ୍ଟ ୨ ଦିନ ଶନି ଓ ରବିବାର ସପ୍ତାହନ୍ତ ସଟଡ଼ାଉନ ସମୟରେ ଔଷଧ ଦୋକାନକୁ ବାଦ ଦେଲେ ଅନ୍ୟ ସମସ୍ତ ପ୍ରକାରର ଦୋକାନ ବଜାର ବନ୍ଦ ରଖିବା ପାଇଁ ନିୟମ କାର୍ଯ୍ୟକାରୀ କରାଯାଇଛି । କରୋନା ସଂକ୍ରମିତ ନହେବା ଆଶଙ୍କା କରି ବର୍ତମାନ ପରିସ୍ଥିତିରେ ଲୋକେ ଆଗ୍ରହର ସହ ଟିକାକେନ୍ଦ୍ରକୁ ଆସି ଟିକା ଗ୍ରହଣ କରୁଥିବାର ଦେଖିବାକୁ ମିଳୁଛି । ଟିକାକରଣ କେନ୍ଦ୍ରରେ ଲୋକଙ୍କ ଅସମ୍ଭାଳ ଭିଡ଼ ପରିଲିକ୍ଷିତ ହେଉଥିବାର ଦେଖିବାକୁ ମିଳିଛି । ଏଭଳି ସ୍ଥିତି ଦେଖିଲେ ଜଣାପଡ଼ୁଛି ସତେଯେପରିକି କରୋନା ବୋଲି କିଛି ବୋଲି କିଛିନାହିଁ ।

ସୋମବାର ସ୍ଥାନୀୟ ପୌରାଂଚଳ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଟିକାଗ୍ରହଣ ପରିସରରେ ଟିକା ନେବାକୁ ଆସିଥିବା ଲୋକଙ୍କ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିଲା । ଏପରିକି ବହୁୂ ଲୋକଙ୍କ ମୁହଁରେ ମାସ୍କ ନଥିବା ଦେଖିବାକୁ ମିଳିଥିଲା । ଏଭଳି ଭିଡ଼କୁ ଦେଖି କରୋନାକୁୂ ଆମନ୍ତ୍ରଣ କରୁଥିବା ଭଳି ମନେ ହେଉଥିଲା । ପ୍ରବଳ ଭିଡ଼ ଯୋଗୁଁ ଟିକାଦାନ କିଛି ସମୟ ପାଇଁ ବାଧାପ୍ରାପ୍ତ ହୋଇଥିଲା । ଭିଡ଼କୁ ନିୟମନ୍ତ୍ରଣ କରିବା ପାଇଁ ପୁଲିସ ପ୍ରଶାସନ ପଂହଚିଥିଲା । ଲୋକଙ୍କ ଭିଡ଼ ଯୋଗୁଁ ଉପସ୍ଥିତ ସ୍ୱାସ୍ଥ୍ୟ କର୍ମଚାରୀ ଓ ପୌର କର୍ମଚାରୀ ବିରକ୍ତ ଭାବ ପ୍ରକାଶ କରୁଥିବାର ଦେଖିବାକୁ ମିଳିଥିଲା । ଗଣେ ପୌର କର୍ମଚାରୀ ବିରକ୍ତ ଭାବ ପ୍ରକାଶ କରି ଲୋକଙ୍କୁ ଅସଭ୍ୟ ଭାଷା ପ୍ରୟୋଗ କରୁଥିବାରୁ ଉପସ୍ଥିତ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଭାବ ପ୍ରକାଶ ପାଇଥିଲା । ଏପରିକି କିଛି ଲୋକ ଏହାକୁ ବିରୋଧ କରି ଉଚ୍ଚବାଚ ହେଉଥିବାର ଦେଖିବାକୁ ମିଳିଥିଲା । ପୌର ପ୍ରଶାସନ ପକ୍ଷରୁ ଏଭଳି କର୍ମଚାରୀଙ୍କୁ ନିୟୋଜିତ ନକରିବାକୁ ବୁଦ୍ଧିଜୀବି ମହଲରେ ମତପ୍ରକାଶ ପାଇଛି । ଘଟଣା ନେଇ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଂଜନ ସାହୁଙ୍କ ସହ ଫୋନ ଯୋଗେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସମ୍ଭବପର ହୋଇପାରିନାହିଁ ।     ( ରିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version