• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାମ୍ବାଦିକ ଜୀମୂତ ମଙ୍ଗରାଜଙ୍କ ବିୟୋଗରେ ବିଜେଡି ର ସାଙ୍ଗଠନିକ ସମ୍ପାଦକ ଓ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଶୋକ

Proprietor Abhimanyu Maharana by Proprietor Abhimanyu Maharana
June 29, 2021
in ଓଡ଼ିଶା, ମହାନଗର, ହୋମ୍
0
ସାମ୍ବାଦିକ ଜୀମୂତ ମଙ୍ଗରାଜଙ୍କ ବିୟୋଗରେ ବିଜେଡି ର ସାଙ୍ଗଠନିକ ସମ୍ପାଦକ ଓ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଶୋକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ଜୁନ ସୋମବାର ) ଭୁବନେଶ୍ୱର :- ବରିଷ୍ଠ ସାମ୍ବାଦିକ ଜୀମୂତ ବାହନ ମଙ୍ଗରାଜଙ୍କ ବିୟୋଗରେ ବିଜେଡ଼ି ର ସାଙ୍ଗଠନିକ ସମ୍ପାଦକ ଓ ଯାଜପୁର ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ କହିଛନ୍ତି ଯେ ଜୀମୂତ ମଙ୍ଗରାଜଙ୍କ ଦୁର୍ଘଟଣା ଜନିତ ଆକସ୍ମିକ ବିୟୋଗରେ ଗଭୀର ମର୍ମାହତ ଓ ଦୁଃଖିତ । ସାମ୍ବାଦିକତାରେ ତାଙ୍କର ଦୀର୍ଘଦିନର ଅଭିଜ୍ଞତା ମଧ୍ୟରେ ଶ୍ରୀ ଦାସ ଙ୍କ ପିତା ସ୍ବର୍ଗତ ଅଶୋକ ଦାସ ଙ୍କର ଅତି ଘନିଷ୍ଠ ବନ୍ଧୁ ଥିଲେ ସ୍ବର୍ଗତ ଶ୍ରୀ ମଙ୍ଗରାଜ । ଏତଦବ୍ୟତୀତ ରାଜନୈତିକ କ୍ଷେତ୍ରରେ ସ୍ବର୍ଗତ ମଙ୍ଗରାଜ ଶ୍ରୀ ଦାସ ଙ୍କର ଏକ ମାର୍ଗଦର୍ଶକ ଥିଲେ । ତାଙ୍କର ଅବଦାନ ପାଇଁ ସେ ସ୍ୱର୍ଗତ ଶ୍ରୀ ମଙ୍ଗରାଜ ଙ୍କ ନିକଟରେ ଚିର ଋଣୀ ବୋଲି ଦର୍ଶାଇଛନ୍ତି ।

ଓଡ଼ିଶାର ପ୍ରଥମ ରାଜନୈତିକ ପତ୍ର ‘ ନେତା ‘ ଓ ସ୍ୱାସ୍ଥ୍ୟ ପତ୍ର ‘ ଲାଇଫ ଲାଇନ ‘ ର ପ୍ରତିଷ୍ଠାତା ଭାବେ ସେ ସବୁ ମହଲରେ ବିଶେଷ ଜଣାଶୁଣା ଥିଲେ । ଓ ନିଜର ଲେଖା କୁ ନେଇ ପାଠକ ଙ୍କ ମଧ୍ୟରେ ଆଦୃତି ଲାଭ କରିଥିଲେ । ସାମ୍ବାଦିକତାରେ ତିନି ତିନି ଥର ପିଏଚ୍‌ଡି ଲାଭ କରି ଓଡ଼ିଶା ଓ ଓଡ଼ିଶା ବାହାରେ ଖ୍ୟାତି ଅର୍ଜନ କରିଥିଲେ । ତାଙ୍କ ବିୟୋଗ ଓଡ଼ିଶାର ସାମ୍ବାଦିକତା କ୍ଷେତ୍ରରେ ଏକ ଅପୂରଣୀୟ କ୍ଷତି । ବିଧାୟକ ଶ୍ରୀ ଦାସ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରି ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

June 11, 2026
କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

June 11, 2026
ଟଙ୍କା, ସୁନାଚେନ ଓ କାନଫୁଲ ପୋଲିସ ପ୍ରକୃତ ମାଲିକଙ୍କୁ ଫେରାଇଲା

ଟଙ୍କା, ସୁନାଚେନ ଓ କାନଫୁଲ ପୋଲିସ ପ୍ରକୃତ ମାଲିକଙ୍କୁ ଫେରାଇଲା

June 11, 2026
ବାଇକ ଚାଳକ ଙ୍କୁ ମାଡ ମାରି ଲୁଟ ଘଟଣା ରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ

ବାଇକ ଚାଳକ ଙ୍କୁ ମାଡ ମାରି ଲୁଟ ଘଟଣା ରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

June 11, 2026
କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version