• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସଂକ୍ରମଣ ହାର ଅଧିକ ଥିବା ଜିଲ୍ଲାରେ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

Proprietor Abhimanyu Maharana by Proprietor Abhimanyu Maharana
June 29, 2021
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଦେବଗଡରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟିତ କୋଭିଡ ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ବ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଘରକୁ ଘର ସର୍ଭେକୁ ଆହୁରି ତ୍ବରାନ୍ବିତ କରିବା ପାଇଁ ପରାମର୍ଶ ଟିକାକରଣ ଓ ଶିଶୁ ମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଉପରେ ବିଶେଷ ଗୁରୁତ୍ବ

ଓଡ଼ିଶା ତାଜା ନ୍ୟୁଜ (୨୯ ଜୁନ୍‌ ମଙ୍ଗଳବାର ) ଭୁବନେଶ୍ୱର :- ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୁଖ୍ୟତଃ ଅଧିକ ସଂକ୍ରମଣ ହାର ଥିବା ଜିଲ୍ଲା ଉପରେ ଫୋକସ କରିବା ସହିତ କୋଭିଡ ନିୟମର କଡାକଡି ଅନୁପାଳନ ଉପରେ ଗୁରୁତ୍ବ ଆରୋପ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ସଂକ୍ରମଣ ହାର ୫ ପ୍ରତିଶତ ଥିଲେ ମଧ୍ୟ ଅଳ୍ପ କେତେକ ଜିଲ୍ଲାରେ ଉଚ୍ଚ ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି ସତର୍କତା ଅବଲମ୍ବନ କରିବା ଉପରେ ସେ ଗୁରୁତ୍ବ ଦେଇଥିଲେ । ଏହାସହିତ ଘରକୁ ଘର ବୁଲି ଚାଲିଥିବା ସର୍ଭେ କାର୍ଯ୍ୟକ୍ରମ ଦ୍ବାରା କୋଭିଡ ତଥା ଅନ୍ୟନ୍ୟ ରୋଗୀ ମାନଙ୍କର ଚିହ୍ନଟ ଏବଂ ତୁରନ୍ତ ଚିକିତ୍ସା ବ୍ୟବସ୍ଥା କରାଯାଇପାରୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରି ଏହାକୁ ଆହୁରି ଗୁରୁତର ସହ କାର୍ଯ୍ୟକାରୀ କରିବା ପାଇଁ ପରାମର୍ଶ ଦେଇଥିଲେ ।

ତୃତୀୟ ଲହରରେ ପ୍ରସ୍ତୁତି ସ୍ବରୂପ ଶିଶୁ ରୋଗ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା ତଥା ଡାକ୍ତରମାନଙ୍କର ଏ ସଂପର୍କିତ ତାଲିମକୁ ପ୍ରାଥମିକତା ଦେଇ ସଂପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସେହିପରି ବିଭିନ୍ନ ଡାକ୍ତରଖାନା ମାନଙ୍କରେ ଅକ୍‌ସିଜେନ ପ୍ଲାଣ୍ଟ ଯେପରି ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ କାର୍ଯ୍ୟକ୍ଷମ ହୋଇପାରିବ, ତାହା ସୁନିଶ୍ଚିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶୀଘ୍ର ଟିକାକରଣ ଆଗାମୀ କିଛି ମାସ ପାଇଁ ଆମର ମୁଖ୍ୟ ଫୋକସ ହୋଇରହିବ। ବର୍ତ୍ତମାନ ଆମେ ଦୈନିକ ୩ ଲକ୍ଷ ଲୋକଙ୍କୁ ଟିକା ଦେଉଛୁ ବୋଲି ପ୍ରକାଶ କରି ଟିକା କେନ୍ଦ୍ର ମାନଙ୍କରେ ବିଭିନ୍ନ ସୁବିଧାର ବିକାଶ ପାଇଁ ଜିଲ୍ଲାପାଳ ମାନେ ବ୍ୟକ୍ତିଗତ ଭାବେ ଦୃଷ୍ଟି ଦେବା ପାଇଁ ସେ ପରାମର୍ଶ ଦେଇଥିଲେ । କୋଭିଡ ନିୟମ ସଂପର୍କରେ ଲୋକମାନଙ୍କୁ ବାରମ୍ବାର ସଚେତନ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଭିଡ ନ ଯିବା ଆଦି କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ ।

ସମୀକ୍ଷାରେ ଯୋଗ ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ରାଜ୍ୟର ଦକ୍ଷିଣ ଓ ପଶ୍ଚିମାଞ୍ଚଳର ୧୭ଟି ଜିଲ୍ଲାରେ ଆଂଶିକ ଅନ୍‌ଲକ୍‌ ପରେ ମଧ୍ୟ କୋଭିଡ କେସ୍‌ରେ କୌଣସି ବୃଦ୍ଧି ହୋଇନାହିଁ । କିନ୍ତୁ ଉପକୂଳ ଓ ଉତ୍ତର ଓଡିଶାର ଅଭିବକ୍ତ ପୁରୀ, କଟକ, ବାଲେଶ୍ବର ଓ ମୟୁରଭଂଜ ଆଦି ଜିଲ୍ଲା ମାନଙ୍କରେ ସଂକ୍ରମଣ ହାର ଅଧିକ ଥିବାରୁ ଅଧିକ ସତର୍କ ଦୃଷ୍ଟି ରଖାଯାଇଛି ବୋଲି ସେ ସୂଚନା ଦେଇଥିଲେ।

ରାଜ୍ୟର କୋଭିଡ ସ୍ଥିତି ସଂପର୍କରେ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର କହିଥିଲେ ଯେ ଗଞ୍ଜାମ ଓ ଝାରସୁଗୁଡା ଜିଲ୍ଲାରେ ସଂକ୍ରମଣ ହାର ଏକ ପ୍ରତିଶତରୁ ତଳେ ଥିବାବେଳେ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ୯-୧୫ ପ୍ରତିଶତ ରହୁଥିବାରୁ ଏହା ଉପରେ ଅଧିକ ଫୋକସ କରାଯାଇଛି । ଲକ୍‌ଡାଉନ କଡାକଡି ସହିତ Micro Containment Zone, Testing ଆଦି ଉପରେ ବିଶେଷ ଗୁରୁତ୍ବ ଦିଆଯାଉଛି । ଜୁଲାଇ ୧୫ ବେଳକୁ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ସେ ସୂଚନା ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।

ଏହି ସମୀକ୍ଷା ବୈଠକରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

June 11, 2026
କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

June 11, 2026
ଟଙ୍କା, ସୁନାଚେନ ଓ କାନଫୁଲ ପୋଲିସ ପ୍ରକୃତ ମାଲିକଙ୍କୁ ଫେରାଇଲା

ଟଙ୍କା, ସୁନାଚେନ ଓ କାନଫୁଲ ପୋଲିସ ପ୍ରକୃତ ମାଲିକଙ୍କୁ ଫେରାଇଲା

June 11, 2026
ବାଇକ ଚାଳକ ଙ୍କୁ ମାଡ ମାରି ଲୁଟ ଘଟଣା ରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ

ବାଇକ ଚାଳକ ଙ୍କୁ ମାଡ ମାରି ଲୁଟ ଘଟଣା ରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

June 11, 2026
କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version