• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀରେ ୩୦ଜଣ କରୋନା ସଂକ୍ରମିତ

Proprietor Abhimanyu Maharana by Proprietor Abhimanyu Maharana
June 30, 2021
in ଓଡ଼ିଶା, କଟକ, କରୋନା, ହୋମ୍
0
ବାଙ୍କୀରେ ୩୦ଜଣ କରୋନା ସଂକ୍ରମିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୦ ଜୁନ ବୁଧବାର ) ବାଙ୍କୀ :- ବାଙ୍କୀ ଉପଖଣ୍ଡରେ ୩୦ଜଣ କରୋନା ସଂକ୍ରମିତ ହୋଇଛନ୍ତି । ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ୮୩ଜଣଙ୍କର ଆଣ୍ଟିଜେନ୍ ଓ ୨୪ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇଥିଲା । ସେଥି ମଧ୍ୟରୁ ୧୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ବାଣିଆ ଠାରେ ଅସ୍ଥାୟୀ କ୍ୟାମ୍ପରେ ୨୫ଜଣଙ୍କ ଠାରୁ ଆଣ୍ଟିଜେନ୍ ଓ ୬୭ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇଥିଲା ।

ସେଠାରେ କେହି କରୋନା ପଜିଟିଭ୍ ଚିହ୍ନଟ ହୋଇ ନାହାଁନ୍ତି । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୨୫୦ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୮୫ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇଥିଲା । ସେଠାରେ ୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଳବସ୍ତ ଉପସ୍ୱାସ୍ଥ୍ୟ କେନ୍ଦ୍ରରେ ୫୫ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇଥିଲା । ସେଠାରେ ୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । (ରିପୋର୍ଟ ଗୌତମ ମିଶ୍ର )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version