• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନା ପାଇଁ ମହିଳା ଶିଶୁ ବିକାଶ ବିଭାଗର ସଚେତନତା କାର୍ଯ୍ୟକ୍ରମ, ଅଙ୍ଗନବାଡି କର୍ମୀ ଙ୍କୁ ମାସ୍କ ଓ ସାନିଟାଇଜର ଯୋଗାଇ ଦେବାକୁ ଦାବୀ

Proprietor Abhimanyu Maharana by Proprietor Abhimanyu Maharana
March 30, 2020
in Uncategorized, ଓଡ଼ିଶା, ହୋମ୍
0
କରୋନା ପାଇଁ ମହିଳା ଶିଶୁ ବିକାଶ ବିଭାଗର  ସଚେତନତା କାର୍ଯ୍ୟକ୍ରମ, ଅଙ୍ଗନବାଡି କର୍ମୀ ଙ୍କୁ ମାସ୍କ ଓ ସାନିଟାଇଜର ଯୋଗାଇ ଦେବାକୁ ଦାବୀ
Share on FacebookShare on TwitterWhatsapp

କଟକ ମାହାଙ୍ଗା (ଓଡିଶା ତାଜାନ୍ୟୁଜ୍ ) ମାହାଙ୍ଗା ଅଙ୍ଗନବାଡି କର୍ମୀ 30.3.2020 :- ସାରା ବିଶ୍ୱରେ କରୋନା ଭୁତାଣୁ ମହାମାରୀ ରୂପ ନେଇଥିବା ବେଳେ ସାଧାରଣ ଲୋକଙ୍କୁ ସାମାଜିକ ସୁରକ୍ଷା ଓ କରୋନା ସଂକ୍ରମଣ ରୁ କିପରି ଦୁରେଇ ରହିବା ପାଇଁ ମାହାଙ୍ଗା ମହିଳା ଓ ଶିଶୁ ବିକାଶ  ବିଭାଗ ପକ୍ଷରୁ ବ୍ୟାପକ ସଚେତନତା କାର୍ଯ୍ୟ କ୍ରମ କରାଯିବା ସହ ଶିଶୁ,  ଗର୍ଭବତୀ ଓ ପ୍ରସୂତି ମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ ଓ ସାମାଜିକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ତ୍ୱରାନ୍ୱିତ କରାଯାଉଥିବାବେଳେ  ଏଥିରେ ସକ୍ରିୟ ଭୂମିକା ଗ୍ରହଣ କରୁଥିବା ଅଙ୍ଗନବାଡି କର୍ମୀ ଓ ସହାୟିକା ମାନଙ୍କୁ ସରକାରଙ୍କ ପକ୍ଷରୁ ମାସ୍କ ସାନିଟାଇଜର ଓ ଗ୍ଲୋବ ଯୋଗାଇଦେବାକୁ ଦାବୀ ହୋଇଛି, 

ଏହି ଜିଲ୍ଲାର  ମାହାଙ୍ଗା  ବ୍ଲକ ସିଡିପିଓ ପ୍ରମୋଦିନୀ ଦାଶ ଙ୍କ ନେତୃତ୍ୱରେ ଏକ ଟିମ ଗଠନ କରାଯିବାସହ ମାହାଙ୍ଗାର ପ୍ରମୁଖ ଅଙ୍ଗନବାଡି କେନ୍ଦ୍ର ଗୁଡିକର ସାମାଜିକ ସୁରକ୍ଷା କାର୍ଯ୍ୟ କ୍ରମକୁ ତଦାରଖ କରାଯାଉଛି,  ଏଥି ସହ ଲକ ଡାଉନ ସମୟରେ ଲୋକ ମାନେ  କିପରି ସାମାଜିକ ଦୂରତା ରକ୍ଷାକରି କରୋନା ସଂକ୍ରମଣରୁ ଦୁରେଇ ରହିବେ ସେଥିନେଇ ଅଙ୍ଗନବାଡି କର୍ମୀମାନେ ଗାଁ ଗାଁ ବୁଲି  ସଚେତନ ବାର୍ତା ଦେଉଛନ୍ତି,  ଯେଉଁ ଲୋକ ମାନେ ବିଦେଶ ଓ ରାଜ୍ୟ ବାହାରୁ ଘରକୁ ଆସିଛନ୍ତି ସେମାନଙ୍କୁ ଚିହ୍ନଟ କରିବା ସହ ଡାକ୍ତରଙ୍କ ପରାମର୍ଶ ନେଇ ହୋମ ଆଇଶୋଲେସନ ରହିବାକୁ ପରାମର୍ଶ ଦେଉଛନ୍ତି,  ପଂଚାୟତ ରେ ଅସହାୟ ଲୋକ ମାନଙ୍କୁ ରନ୍ଧା ଖାଦ୍ୟ କିପରି ଦିଆଯିବ ସେଥିନେଇ ସମସ୍ତ ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ରନ୍ଧା ଖାଦ୍ୟ କିପରି ରୋଷେଇ ହୋଇ ଦିଆଯିବ ସେଠି ଉପସ୍ଥିତ ରହି ତଦାରଖ କରୁଛନ୍ତି,  ବାହାର ଲୋକଙ୍କ ଠାରୁ କିପରି ସାଧାରଣ ଲୋକ ଦୁରେଇ ରହିବେ ସେଥିନେଇ ବାହାରୁ   ଆସି ରହୁଥିବା ଲୋକଙ୍କ ଘରେ ଲଟକା ଲଗାଉଥିବା ଭଳି କାର୍ଯ୍ୟ କରୁଥିବା ଦେଖିବାକୁ ମିଳିଛି,

ଏହି ସାମାଜିକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମରେ ମହିଳା ପରିଦର୍ଶିକା ଆଇସା ଖାତୁନ, ଓଜସ୍ୱନି ମହାନ୍ତି ବେଙ୍ଗ ପଣ୍ଡା, ସୁବାସିନୀ ସାହୁ ଶାନ୍ତିଲତା ପ୍ରଧାନ, ଅଙ୍ଗନବାଡି କର୍ମୀ ମାନେ ବର୍ତମାନ ସମୟରେ ସରକାର ତାଙ୍କୁ ବିଭିନ୍ନ କାର୍ଯ୍ୟକ୍ରମରେ ନିୟୋଜନ କରୁଥିବାରୁ ସେମାନଙ୍କ ଜୀବନର ସୁରକ୍ଷା ଦୃଷ୍ଟିରୁ ସେମାନଙ୍କୁ ମାସ୍କ ହ୍ୟାଣ୍ଡ ଗ୍ଲୋବ ଓ ସାନିଟାଇଜର ଯୋଗାଇଦେବାକୁ ରାଜ୍ୟ ସରକାର ଙ୍କ ନିକଟରେ ସାଧାରଣରେ ଦାବୀ ହୋଇଛି,ମାହାଙ୍ଗାରୁ ଲଷ୍ମୀଧର ଖୁଣ୍ଟିଆଙ୍କ ରିପୋର୍ଟ,

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version