• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାମାଜିକକର୍ମୀ ଙ୍କ ସହାୟତା ରେ ଘରୋଇ ହସ୍ପିଟାଲ ରୁ ମୁକ୍ତ ହେଲେ ରୋଗୀ

Proprietor Abhimanyu Maharana by Proprietor Abhimanyu Maharana
July 2, 2021
in ଓଡ଼ିଶା, କଟକ, ହୋମ୍
0
ସାମାଜିକକର୍ମୀ ଙ୍କ ସହାୟତା ରେ ଘରୋଇ ହସ୍ପିଟାଲ ରୁ ମୁକ୍ତ ହେଲେ ରୋଗୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨ ଜୁଲାଇ ଶୁକ୍ରବାର ) ବାଙ୍କୀ :- ଗତ ୨୩ତାରିଖରେ ବାଙ୍କୀ ବ୍ଲକ ନୂଆଗାଁ ଗ୍ରାମ ର ପ୍ରଦୀପ ବେହେରା ଙ୍କ ଠାରେ ହଠାତ କୋଭିଡ ଲକ୍ଷଣ ପରିଲକ୍ଷିତ ହୋଇଥିଲା ଜର ଥଣ୍ଡା ଲାଗିରହିବା ସହ ନିମୋନିଆ ର ଲକ୍ଷଣ ଦେଖାଦେଇଥିଲା ।ପରିବାର ଲୋକେ କଟକ ର ନିଗମ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ପ୍ରଦୀପ ଙ୍କୁ ଭର୍ତ୍ତି କରିଥିଲେ। ହସ୍ପିଟାଲ କର୍ତ୍ତୃପକ୍ଷ ପ୍ରଦୀପ ଙ୍କୁ ନିମୋନିଆ ହୋଇଛି ବୋଲି କହି ଚିକିତ୍ସା ଆରମ୍ଭକରିଥିଲେ।ଉକ୍ତ ଘରୋଇ ଚିକିତ୍ସାଳୟ କୁ ସାମାଜିକକର୍ମୀ ନଳୀନ ରାୟ ଯାଇ ପ୍ରଦୀପ ଙ୍କୁ ସାକ୍ଷାତ କରି ପରିବାର ଲୋକଙ୍କୁ ଯଦି କିଛି ଅସୁବିଧା ହୁଏ ତାଙ୍କୁ ସୂଚନା ଦେବେ ବୋଲି କହିଥିଲେ।

ଗତ କାଲି ଘରୋଇ ଚିକିତ୍ସାଳୟ ର କର୍ତ୍ତୃପକ୍ଷ ପ୍ରଦୀପ ଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉନ୍ନତି ହେଲାଣି ବୋଲି ପରିବାର ଲୋକଙ୍କୁ କହିବା ସହ ୧ଲକ୍ଷ ଟଙ୍କା ଚିକିତ୍ସା ବାବଦ କୁ ଖର୍ଚ୍ଚ ହୋଇଛି ବୋଲି ଦାବି କରିଥିଲେ।ପରିବାର ର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ନଥିବାରୁ ନିଗମ ଘରୋଇ ନର୍ସିଂହୋମ ର କର୍ତ୍ତୃପକ୍ଷ ପ୍ରଦୀପ ଙ୍କୁ ଘରକୁ ଛାଡିବା ପାଇଁ ଅର୍ଥ ଜୋର ଜବରଦସ୍ତ ଜିଦ କରି ମାଗିବା ସହ ବିଭିନ୍ନ ଖରାପ ଭାଷା ପରିବାର ଲୋକଙ୍କୁ କହିବା ଫଳରେ ପରିବାର ଲୋକେ ସମାଜିକ କର୍ମୀ ଶ୍ରୀ ରାୟ ଙ୍କୁ ଏହି ଘଟଣା ସମ୍ପର୍କରେ ଅବଗତ କରାଇଥିଲେ । ଶ୍ରୀ ରାୟ ତୁରନ୍ତ ନିଗମ ଚିକିତ୍ସାଳୟ କୁ ଯାଇ କାହିଁକି ପ୍ରଦୀପ କୁ ନିଜ ଘରକୁ ଛାଡିବା ପାଇଁ ଏତେ ଅର୍ଥ ଦାବି କରୁଛନ୍ତି ତାହା ବୁଝିବା ସହ ଚିକିତ୍ସାଳୟ ରେ ଏପରି ରୋଗୀ ଙ୍କୁ ଶୋଷଣ କରାଯାଉଥିବା ଘଟଣା କୁ ନିନ୍ଦା କରିଥିଲେ । ସରକାର ଙ୍କ ସ୍ୱାସ୍ଥ୍ୟ ବିଭାଗ ନିୟମ ଅନୁସାରେ ରୋଗୀ ଙ୍କୁ କୌଣସି ଚିକିତ୍ସାଳୟ ରେ ଚିକିତ୍ସା କରିବା ପାଇଁ ଶୋଷଣ କରାଯାଇ ପାରିବ ନାହିଁ ବୋଲି କହିଥିଲେ ।

ଘରୋଇ ନର୍ସିଂ ହୋମ ର ମାଲିକ ଆସି ନଳୀନ ରାୟ ଙ୍କ ସହ ଆଲୋଚନା କରି ୫୫ହଜାର ଟଙ୍କା ଦେବାପରେ ପ୍ରଦୀପ ଘରୋଇ ଚିକିତ୍ସାଳୟରୁ ମୁକ୍ତ ହେଲେ।ସାମାଜିକ କର୍ମୀ ଙ୍କ ଏପ୍ରକାର ଉଦ୍ୟମ କୁ ବିଭିନ୍ନ ମହଲରେ ପ୍ରଶଂସା ହେଉଛି।ରାଜ୍ୟ ର ବିଭିନ୍ନ ଘରୋଇ ଚିକିତ୍ସାଳୟ ରେ ସ୍ୱାସ୍ଥ୍ୟ ସେବା ନାଁ ରେ ଲୋକଙ୍କୁ ଶୋଷଣ କରି ବିଭିନ୍ନ ଲୋକଙ୍କ ଠାରୁ ଅର୍ଥ ଆଦାୟ କରି ହଇରାଣ କରିବା ସହ ଅର୍ଥ ନଦେଲେ ରୋଗୀ ଙ୍କୁ ହଇରାଣ କରାଯିବା ସହ ଯଦି କିଏ ଚିକିତ୍ସା ଅବସ୍ଥାରେ ମୃତ୍ୟୁ ବରଣ କରୁଛି ତାଙ୍କ ଠାରୁ ମଧ୍ୟ ସମ୍ପୂର୍ଣ୍ଣ ଚିକିତ୍ସା ଅର୍ଥ ଆଦାୟ ନକଲା ପର୍ଯ୍ୟନ୍ତ ଶବକୁ ଛାଡୁନାହାନ୍ତି ରାଜ୍ୟ ର ଘରୋଇ ନର୍ସିଂ ହୋମ ର ଏ ପ୍ରକାର ସ୍ୱାସ୍ଥ୍ୟବେବସାୟ କୁ ବୁଦ୍ଧି ଜୀବୀ ନିନ୍ଦା କରିବା ସହ ଘରୋଇ ନର୍ସିଂ ହୋମ ନିୟନ୍ତ୍ରଣ ଆଇନ ଆଣିବାକୁ ସରକାର ଙ୍କୁ ଅନୁରୋଧ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version