• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏନଏସି ର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାର ଙ୍କର ମଧୁଚନ୍ଦ୍ରିକା – ରରଣପୁର ଏନ୍ଏସି ର ୧୦ ନମ୍ବର ଓ ୧୧ ନମ୍ବର ୱାର୍ଡ

Proprietor Abhimanyu Maharana by Proprietor Abhimanyu Maharana
July 3, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଏନଏସି ର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାର ଙ୍କର ମଧୁଚନ୍ଦ୍ରିକା – ରରଣପୁର ଏନ୍ଏସି ର ୧୦ ନମ୍ବର ଓ ୧୧ ନମ୍ବର ୱାର୍ଡ
Share on FacebookShare on TwitterWhatsapp

ତାଜା ନ୍ୟୁଜ୍ (୩ ଜୁଲାଇ ଶନିବାର) ରଣପୁର/ରିପୋର୍ଟ ଅଭିମନ୍ୟୁ ମହାରଣା :- ରଣପୁର ଏନ୍ଏସି ର ୧୦ ନମ୍ବର ଓ ୧୧ ନମ୍ବର ୱାର୍ଡ ର ମଧ୍ୟ ଭାଗରେ ଯଥା ଗୋଡିପାଟଣା ସହି ଯଥା ମୁସଲିମ ସାହି ପଛପଟେ ଥିବା ଡ୍ରେନ ଟି ଅତ୍ୟନ୍ତ ଖରାପ ହୋଇ ଯାଇଥିବାରୁ ଏନଏସି ତରଫରୁ ପୁନଃ ନିର୍ମାଣ କରିବା ପାଇଁ କଣ୍ଟ୍ରାକ୍ଟର ଶ୍ରୀ ଦୀପ୍ତି ରଞ୍ଜନ ମହାପାତ୍ର ( ଲୁନା ) ଙ୍କୁ ଦାୟିତ୍ୱ ଦିଆଯାଇଥିଲା । ଉକ୍ତ ଡ୍ରେନ କାମଟି ଠିକ୍ ଢଙ୍ଗର ହେଉନଥିବାରୁ ଉଭୟ ସାହିର ଯଥା ଗୋଡିପାଟଣା ସାହି ଓ ମୁସଲିମ ସାହି ର ଜନସାଧାରଣ ଏହାକୁ ବିରୋଧ କରୁଥିବାର ଦେଖାଦେଇଥିଲା । ଏହାକୁ ବିରୋଧ କରି ଗତ କାଲି ଡ୍ରେନ କାର୍ଯ୍ୟକୁ ବନ୍ଦ ରଖି ସ୍ଥାନୀୟ ଲୋକମାନେ ଏନଏସି ର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଙ୍କ ନିକଟରେ ଅଭିଯୋଗ କରିଥିଲେ ।

କିନ୍ତୁ ପରବର୍ତ୍ତୀ କାଳରେ ଉକ୍ତ କାର୍ଯ୍ୟ ବନ୍ଦ ନହୋଇ

\ଠିକାଦାର ସେହି କାମ କୁ କରିଚାଲିଥିଲେ । ଏଥିରୁ ଯନ୍ତ୍ରୀ କେତେ ଦୂର ଠିକାଦାର ଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଥିଲେ ତାହା ଏହି ନିମ୍ନ ମାନର କାମରୁ ଜଣାପଡୁଛି ବୋଲି ସ୍ଥାନୀୟ ବାସିନ୍ଦା ମତ ରଖିଛନ୍ତି । ଫଳତଃ ୧୦ ନମ୍ବର ୱାର୍ଡ ର ଜନସାଧାରଣ ଏବଂ ୧୧ ନମ୍ବର ସାହି ର ଜନସାଧାରଣ ଏକତ୍ରିତ ହୋଇ ଏକ ଅଭିଯୋଗ ପତ୍ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଙ୍କ ନିକଟରେ ଦାଖଲ କରିଥିବା ଜଣାପଡ଼ିଛି । କାର୍ଯ୍ୟ ନିର୍ବାହୀ ଅଧିକାରୀ ଏନଏସି ର ଜେଇ ଙ୍କୁ ଡାକି କାମ ସମ୍ବନ୍ଧରେ ପଚାରିବା ସହିତ ଠିକାଦାରଙ୍କୁ ଡକାଇଥିଲେ ।

ଠିକାଦାର ଓ ତାଙ୍କ ପ୍ରତିନିଧି ଅନୁପସ୍ଥିତ ରହିବାରୁ କାର୍ଯ୍ୟ ନିର୍ବାହୀ ଅଧିକାରୀ ଉକ୍ତ କାର୍ଯ୍ୟ କୁ ବନ୍ଦ ରଖିବା ପାଇଁ ନିର୍ଦେଶ ଦେଇଥିଲେ । ତେବେ ଠିକାଦାର ନିମ୍ନମାନର କାର୍ଯ୍ୟ କରୁଥିବା ସହିତ ସର୍ତ୍ତ ମୂଳକ ଭାବେ ଅର୍ଥାତ ଏଷ୍ଟିମେଣ୍ଟ ହିସାବରେ କାମ କରୁନଥିବାରୁ ସେହି କାର୍ଯ୍ୟ କୁ ବନ୍ଦ ରଖାଯାଉ ବୋଲି ଦାବି ପତ୍ର ରେ ଉଲ୍ଲେଖ କରାଯାଇଥିଲା ଏତଦବ୍ୟତୀତ ଏକ ନିରପେକ୍ଷ କମିଟି ମାଧ୍ୟମରେ ତଦାରଖ କରାଯିବା ପରେ ଡ୍ରେନ କାର୍ଯ୍ୟ କୁ ଆରମ୍ଭ କରାଯାଉ ବୋଲି ସୁଚାଇଥିଲେ ।

ଏହାକୁ ବିଚାର କରି କାର୍ଯ୍ୟ ନିର୍ବାହୀ ଅଧିକାରୀ ଙ୍କ ମତ ଅନୁସାରେ ସେ ନିଜେ ସେହି କାର୍ଯ୍ୟ ର ତଦାରଖ ନକରିବା ପର୍ଯ୍ୟନ୍ତ ସେହି କାମ କୁ ସ୍ଥଗିତ ରଖିବା ପାଇଁ ନିର୍ଦେଶ ଦେଇଥିବା ଜଣାଯାଇଛି । ତେବେ କାର୍ଯ୍ୟ ନିର୍ବାହୀ ଅଧିକାରୀ ଙ୍କର ଏଭଳି କାର୍ଯ୍ୟକୁ ଉଭୟ ୱାର୍ଡ ର ଲୋକ ପ୍ରଶଂସା କରିବା ସହ ଜେଇ ଙ୍କ କଥାକୁ ପାଳନ ନକରି ଜବରଦସ୍ତି କାର୍ଯ୍ୟ କରୁଥିବା କଣ୍ଟ୍ରାକ୍ଟର ଙ୍କୁ ଘୋର ନିନ୍ଦା କରିଥିଲେ । ତେବେ ଏହିଭଳି କଣ୍ଟ୍ରାକ୍ଟର ଙ୍କ ସହିତ ଜେଇଙ୍କ ର ମଧୁଚନ୍ଦ୍ରିକା ଥିବା କଥା ଜନସାଧାରଣ ରେ ଚର୍ଚ୍ଚା ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version