• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କନ୍ଧମାଳର ବରିଷ୍ଠ ଆଇନଜିବୀଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
July 4, 2021
in ଓଡ଼ିଶା, କନ୍ଧମାଳ, ହୋମ୍
0
କନ୍ଧମାଳର ବରିଷ୍ଠ ଆଇନଜିବୀଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୪ ଜୁଲାଇ ରବିବାର) କନ୍ଧମାଳ :- କନ୍ଧମାଳ ଜିଲ୍ଲା ଫୁଲବାଣୀ ଓକିଲ ସଂଘର ସଦସ୍ୟ ଅଜିତ କୁମାର ପାଣିଗ୍ରାହୀ(ରୁନା)ଙ୍କ ଫୁଲବାଣୀ ଡାକ୍ତରଖାନାରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୪୯ ବର୍ଷ ହୋଇଥିଲା ତାଙ୍କ ବିୟୋଗରେ ଫୁଲବାଣୀ ଓକିଲ ସଂଘ ତରଫରୁ ନୂତନ ବାର ହଲରେ ଓକିଲ ସଂଘର ସଭାପତି ଶିଦ୍ଧେଶ୍ଵର ଦାସଙ୍କ ତତ୍ତ୍ଵାବଧାନରେ ସମ୍ପାଦକ ଅଜିତ କୁମାର ପଟ୍ଟନାୟକଙ୍କ ସହଯୋଗ ରେଏକ ଶୋକ ସଭା ଆୟୋଜନ କରାଯାଇଥିଲା । ପ୍ରଥମେ ତାଙ୍କର ଅମର ଆତ୍ମାର ସଦଗତି ନିମନ୍ତେ ଓକିଲ ସଂଘର ସମସ୍ତ ସଦସ୍ୟ ୨ ମିନଟ ନିରବ ପ୍ରାର୍ଥନା କରାଯିବା ପରେ ତାଙ୍କର ଫୋଟ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା ।

ଓକିଲ ସଂଘ ତରଫରୁ ସହାୟତା ରାଶି ପ୍ରଦାନ କରାଯିବା ପାଇଁ ଆଲୋଚନା ହୋଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ଆଇନଜୀବୀ ବିଜୟ ମହାନ୍ତି, ଅସୀମ ପ୍ରହରାଜ, ହରିଶ୍ଚନ୍ଦ୍ର ମହାରଣା, ଦୁର୍ଗା ଶଙ୍କର ପଟ୍ଟନାୟକ, ପ୍ରଦୀପ୍ତି ରଞ୍ଜନ ନାୟକ, ବୀଣାପାଣୀ ପ୍ରଧାନ, ଅଗସ୍ତ୍ୟ ଜାନୀ, କମଳ ବେହେରା, ଶୁଶାନ୍ତ ସେନାପତି, ମନୋଜ ପଟ୍ଟନାୟକ, ଆଦିତ୍ୟ ପ୍ରସାଦ ତ୍ରିପାଠୀଙ୍କ ସମେତ ବାରର ଅନ୍ୟ ଓକିଲ ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ । ସୁଚନା ଯୋଗ୍ୟ ଯେ ପୂର୍ବରୁ ସେ କରୋନା ପଜିଟିଭି ଚିହ୍ନଟ ହେବାପରେ ଭୁବନେଶ୍ବରରେ ଚିକିତ୍ସିତ ହୋଇ କରୋନାକୁ ହରାଇ ସେ ସମ୍ପୁର୍ଣ ସୁସ୍ଥ ହୋଇ ଯାଇଥିଲେ ।

ଭଲ ହେବାର କିଛିଦିନ ପରେ ସେ ପୁଣି ଥରେ ଫୁସଫୁସ ସଂକ୍ରମଣ ଜନିତ ସମସ୍ୟା ଦେଖାଦେବା ପରେ ତାଙ୍କ ପରିବାର ଲୋକେ ତାଙ୍କୁ ଫୁଲବାଣୀ ହସପିଟାଲରେ ଭର୍ତି କରାଇଥିଲେ । ସେଠାରେ ତାଙ୍କର ଚିକିତ୍ସିତ ଅବସ୍ଥାରେ ଦେହାନ୍ତ ହୋଇଥିଲା । ସେ ଜଣେ ଶାନ୍ତ ଶିଷ୍ଠ ପରୋପକାରୀ ବ୍ୟକ୍ତି ଥିଲେ l ତାଙ୍କ ବିୟୋଗରେ ସମଗ୍ର ଜିଲ୍ଲା ଓକିଲ ସଂଘରେ ଶୋକର ଛାୟା ଖେଳିଯାଇଛି । (ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026
କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

March 10, 2026
ରାଜ୍ୟସଭା ନିର୍ବାଚନ : ନବୀନଙ୍କ ପାଇଁ ପ୍ରତିଶୋଧ – ଦିଲ୍ଲୀପଙ୍କ ପାଇଁ କ୍ଷମତା !

ରାଜ୍ୟସଭା ନିର୍ବାଚନ : ନବୀନଙ୍କ ପାଇଁ ପ୍ରତିଶୋଧ – ଦିଲ୍ଲୀପଙ୍କ ପାଇଁ କ୍ଷମତା !

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version