• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଟୋ ଦୁର୍ଘଟଣା :୨୫ ଜଣ ଆହତ – ୪ ଜଣ ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
July 6, 2021
in ଓଡ଼ିଶା, କନ୍ଧମାଳ, ହୋମ୍
0
ଅଟୋ ଦୁର୍ଘଟଣା :୨୫ ଜଣ ଆହତ – ୪ ଜଣ ଗୁରୁତର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୫ ଜୁଲାଇ , ସୋମବାର ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ୫୯ ନଂ.ଜାତୀୟ ରାଜପଥ ସ୍ଥିତ ସିମନବାଡ଼ି ମେଡିକାଲ ନିକଟରେ ଏକ ପାସେଞ୍ଜର ଅଟୋ ନଂ.ଓଡ଼ି-୧୨-ଡ଼ି-୩୩୨୪ ରେ ୨୫ ଜଣ ଲୋକଙ୍କୁ ଧରି ସୋମବାର ଅପରାହ୍ନରେ ତିଲୋରୀ ପଞ୍ଚାୟତ ଅନ୍ତର୍ଗତ ଅରାକାମ୍ବା ଗ୍ରାମରୁ ପର୍ତମାହା ପଞ୍ଚାୟତ ଅନ୍ତର୍ଗତ କାଡାସପାଟା ଗ୍ରାମର ଏକ ଭୋଜିକୁ ଯାଉଥିବା ସମୟରେ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିଲା । ଅଟୋଟି ୨୫ ଜଣ ଯାତ୍ରୀଙ୍କୁ ବସାଇ ଦ୍ରୁତଗତିରେ ଯାଉଥିବା ସମୟରେ ରାସ୍ତା ଉପରେ ଗାଇଗୋରୁ ରହିଥିବା ବେଳେ ଅଟୋଟି ଭାରସାମ୍ୟ ହରାଇ ଓଲୋଟି ପଡିଥିଲା । ଫଳରେ ଅଟୋ ଭିତରେ ବସିଥିବା ୨୫ ଜଣ ଲୋକ ଆହତ ହୋଇଥିଲେ ।

ଆହତଙ୍କ ମଧ୍ୟରେ ଅଧିକ ଛୋଟ ପିଲା ରହିଥିବା ବେଳେ ବୃଦ୍ଧବୃଦ୍ଧା ଓ ମଧ୍ୟ ବୟସ୍କ ଲୋକ ରହିଥିଲେ । ୨୫ ଜଣ ଆହତଙ୍କ ମଧ୍ୟରୁ ୪ ଜଣ ଗୁରୁତର ଥିବାରୁ ସେମାନଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ବାଲିଗୁଡ଼ା ମେଡିକାଲକୁ ରେଫର କରାଯାଇଥିବା ବେଳେ ଅନ୍ୟ ମାନଙ୍କୁ ସିମନବାଡ଼ି ମେଡିକାଲରେ ହିଁ ପ୍ରାଥମିକ ଚିକିତ୍ସା କରାଯାଇ ଘରକୁ ଛାଡି ଦିଆଯାଇଥିଲା । ଗୁରୁତର ୪ ଜଣ ହେଲେ ଅରାକାମ୍ବା ଗ୍ରାମର ଏକ ବର୍ଷର ଶିଶୁ ବର୍ଷା ମଳିକ, ଚିଣ୍ଟୁ ମଳିକ(୧୬), କାନିରୀ ମଳିକ (୬୦),ଲଳିତା ପ୍ରଧାନ(୩୫) ।

ଘଟଣା ସମ୍ପର୍କରେ ଦାରିଙ୍ଗବାଡ଼ି ପୋଲିସ ଖବର ପାଇ ଥାନା ଅଧିକାରୀ କୌଶିକ ମାଝୀଙ୍କ ନିର୍ଦେଶ କ୍ରମେ ଏ ଏସ ଆଇ ବିରେନ୍ଦ୍ର ପ୍ରଧାନ ଓ ଉମାଚରଣ ପ୍ରଧାନ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ହୋଇଥିବା ଅଟୋକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲେ । ଏଥି ସହିତ ଆହତ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ଅବସ୍ଥା ମଧ୍ୟ ପଚାରି ବୁଝିଥିବା ଜଣାପଡିଛି l
(ରିପୋର୍ଟ ,ସଞ୍ଜୟ କୁମାର ପାଣିଗ୍ରାହୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଛଅ ବର୍ଷ ହେଲା ଅଧାପନ୍ତରିଆ ଅଙ୍ଗନବାଡ଼ି କେନ୍ଦ୍ର : ଝାଟିମାଟି ଘରେ ଭବିଷ୍ୟତ ଗଢ଼ୁଛନ୍ତି କୁନିକୁନି ଶିଶୁ

ଛଅ ବର୍ଷ ହେଲା ଅଧାପନ୍ତରିଆ ଅଙ୍ଗନବାଡ଼ି କେନ୍ଦ୍ର : ଝାଟିମାଟି ଘରେ ଭବିଷ୍ୟତ ଗଢ଼ୁଛନ୍ତି କୁନିକୁନି ଶିଶୁ

November 28, 2026
ବ୍ଲକ୍‌ ସ୍ତରୀୟ ବାଲ୍‌ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ : ୫୧ ଟି ବିଦ୍ୟାଳୟର ୯୭ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ

ବ୍ଲକ୍‌ ସ୍ତରୀୟ ବାଲ୍‌ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ : ୫୧ ଟି ବିଦ୍ୟାଳୟର ୯୭ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ

November 28, 2026
ବନବାସୀ ସେବା ସମିତି ଓ ଜିଲ୍ଲା ପ୍ରଶାସନର ମିଳିତ ଆୟୋଜନରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳନ

ବନବାସୀ ସେବା ସମିତି ଓ ଜିଲ୍ଲା ପ୍ରଶାସନର ମିଳିତ ଆୟୋଜନରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳନ

November 28, 2026
ସାଇବର ଅପରାଧ ଓ ଫେକ୍‌ ଆଇଡିରେ ଅପପ୍ରଚାର ପ୍ରସଙ୍ଗ ନେଇ ଜିଲ୍ଲା ସଭାପତି ଓ ଏସ୍‌ପିଙ୍କ ସହ ଆଲୋଚନା

ସାଇବର ଅପରାଧ ଓ ଫେକ୍‌ ଆଇଡିରେ ଅପପ୍ରଚାର ପ୍ରସଙ୍ଗ ନେଇ ଜିଲ୍ଲା ସଭାପତି ଓ ଏସ୍‌ପିଙ୍କ ସହ ଆଲୋଚନା

November 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଛଅ ବର୍ଷ ହେଲା ଅଧାପନ୍ତରିଆ ଅଙ୍ଗନବାଡ଼ି କେନ୍ଦ୍ର : ଝାଟିମାଟି ଘରେ ଭବିଷ୍ୟତ ଗଢ଼ୁଛନ୍ତି କୁନିକୁନି ଶିଶୁ

ଛଅ ବର୍ଷ ହେଲା ଅଧାପନ୍ତରିଆ ଅଙ୍ଗନବାଡ଼ି କେନ୍ଦ୍ର : ଝାଟିମାଟି ଘରେ ଭବିଷ୍ୟତ ଗଢ଼ୁଛନ୍ତି କୁନିକୁନି ଶିଶୁ

November 28, 2026
ବ୍ଲକ୍‌ ସ୍ତରୀୟ ବାଲ୍‌ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ : ୫୧ ଟି ବିଦ୍ୟାଳୟର ୯୭ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ

ବ୍ଲକ୍‌ ସ୍ତରୀୟ ବାଲ୍‌ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ : ୫୧ ଟି ବିଦ୍ୟାଳୟର ୯୭ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ

November 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version