• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଣ୍ଡର ଗ୍ରାଜୁଏଟ୍‌ ଛାତ୍ରଛାତ୍ରୀଙ୍କ ନିମନ୍ତେ ଇ-ଲେକଚର ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁଙ୍କ ଦ୍ୱାରା ଲୋକାର୍ପିତ

Proprietor Abhimanyu Maharana by Proprietor Abhimanyu Maharana
July 8, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ମହାନଗର, ହୋମ୍
0
ଅଣ୍ଡର ଗ୍ରାଜୁଏଟ୍‌ ଛାତ୍ରଛାତ୍ରୀଙ୍କ ନିମନ୍ତେ ଇ-ଲେକଚର ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁଙ୍କ ଦ୍ୱାରା ଲୋକାର୍ପିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୮ ଜୁଲାଇ ଗୁରୁବାର ) ଭୁବନେଶ୍ୱର :- କୋଭିଡ୍‌-୧୯ ସ୍ଥିତିରେ ଯେତେବେଳେ ଶ୍ରେଣୀଗୃହରେ ପ୍ରତ୍ୟକ୍ଷ ଶିକ୍ଷାଦାନ ବାଧାପ୍ରପ୍ତ ହୋଇଛି, ସେତେବେଳେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଇ-ଲେକ୍‌ଚର ଉପଯୋଗୀ ସାବ୍ୟସ୍ତ ହୋଇପାରିବ । ଇ-ଲେକ୍‌ଚର ମାଧ୍ୟମରେ ଅଣ୍ଡର ଗ୍ରାଜୁଏଟ୍‌ ଛାତ୍ରଛାତ୍ରୀମାନେ ବହୁଳ ଭାବରେ ଉପକୃତ ହୋଇପାରିବେ ଏବଂ ଏହା ଶିକ୍ଷାଦାନ ପଦ୍ଧତିକୁ ଅଧିକ ସୁଦୃଢ଼ କରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଆଜି କୃଷିଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଡ. ସାହୁ ଇ-ଲେକ୍‌ଚରକୁ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି ।

ସୂଚନାଯୋଗ୍ୟ ଯେ ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା) ଅନ୍ତର୍ଗତ ଭର୍ଚୁଆଲ ଟୁ୍ୟଟୋରିଆଲ୍‌ ପ୍ରକଳ୍ପ ୨୦୧୭ ମସିହାରେ ଆରମ୍ଭ କରାଯାଇଥିଲା । ସମୁଦାୟ ୫ କୋଟି ଟଙ୍କାର ଏହି ପ୍ରକଳ୍ପରେ କେନ୍ଦ୍ର ଓ ରାଜ୍ୟ ସରକାର ୬୦:୪୦ ଅନୁପାତରେ ଅର୍ଥ ପ୍ରଦାନ କରିଥିଲେ । ବିଭିନ୍ନ ଅଣ୍ଡର ଗ୍ରାଜୁଏଟ୍‌ ଛାତ୍ରଛାତ୍ରୀଙ୍କ ପାଇଁ ବିିଭିନ୍ନ ବିଷୟରେ ଇ-ଲେକ୍‌ଚର ପ୍ରସ୍ତୁତ କରିବା ନିମନ୍ତେ ଉତ୍କଳ ବିଶ୍ୱବିଦ୍ୟାଳୟର ଦୂର-ନିରନ୍ତର ଶିକ୍ଷା

ନିର୍ଦ୍ଦେଶାଳୟ(ଡିଡିସିଇ)ଠାରେ ଏକ ଉତ୍ସର୍ଗୀକୃତ ଷ୍ଟୁଡିଓ ନିର୍ମାଣ କରାଯାଇଛି । ଛାତ୍ରଛାତ୍ରୀଙ୍କୁ ସହଜରେ ଉପଲବ୍ଧ କରାଇବା ପାଇଁ ଏନ୍‌.ଆଇ.ସି ଦ୍ୱାରା ବିକଶିତ କରାଯାଇଥିବା ଏକ ସ୍ୱତନ୍ତ୍ର ପୋର୍ଟାଲ୍‌ https://vtputkal.odisha.gov.inରେ ପ୍ରସ୍ତୁତ ଇ-ଲେକ୍‌ଚରଗୁଡ଼ିକ ସ୍ଥାନିତ କରାଯାଇଛି । ଏହା ଦ୍ୱାରା ବହୁସଂଖ୍ୟାରେ ଛାତ୍ରଛାତ୍ରୀ ଏବଂ ଅଧ୍ୟାପକମାନେ ଉପକୃତ ହେବେ ବୋଲି ଆଶା କରାଯାଉଛି । ଆଜିଠାରୁ ଛାତ୍ରଛାତ୍ରୀ ଓ ଅଧ୍ୟାପକମାନେ ନିଃଶୁଳ୍କ ଏହି ଇ-ଲେକ୍‌ଚରଗୁଡ଼ିକୁ
ପାଇପାରିବେ ।

ବର୍ତ୍ତମାନ ପାଇଁ ପ୍ରଥମ ଓ ଦ୍ୱିତୀୟ ସେମିଷ୍ଟାରର ୧୧ଟି ବିଷୟ ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ପ୍ରାଣୀବିଜ୍ଞାନ, ଉଦ୍ଭିଦ ବିଜ୍ଞାନ, ରାଜନୀତି ବିଜ୍ଞାନ, ଓଡ଼ିଆ, ଇତିହାସ, ଇଂରାଜୀ, ମନୋବିଜ୍ଞାନ, ବାଣିଜ୍ୟ ଓ ଅର୍ଥନୀତି ବିଷୟର କୋର ପେପରର ଇ-ଲେକ୍‌ଚର ପ୍ରସ୍ତୁତ କରାଯାଇ େୱବ୍‌ ପୋର୍ଟାଲରେ ଅପ୍‌ଲୋଡ଼୍‌ କରାଯାଇଛି । ବାକି ସେମିଷ୍ଟାରର ଏହି ୧୧ଟି ବିଷୟରେ ଇ-ଲେକ୍‌ଚର ଯଥା ସମୟରେ ଅପ୍‌ଲୋଡ୍‌ କରାଯିବ । ପରବର୍ତ୍ତୀ ସମୟରେ ଅନ୍ୟ ବିଷୟଗୁଡ଼ିକର ଇ-ଲେକ୍‌ଚର ପ୍ରସ୍ତୁତ କରାଯିବ ।

କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ଉପାଧ୍ୟକ୍ଷ ପ୍ରଫେସର ଆଶୋକ କୁମାର ଦାସ, ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026
ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version