• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜନହିତ ପାଇଁ ପରିଚୟ ଜଣାଇବା ଜରୁରୀ ବୋଲି କହିଲେ ବିଏମ୍‌ସି : କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ।

Proprietor Abhimanyu Maharana by Proprietor Abhimanyu Maharana
April 2, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଜନହିତ ପାଇଁ ପରିଚୟ ଜଣାଇବା ଜରୁରୀ ବୋଲି କହିଲେ ବିଏମ୍‌ସି : କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ।
Share on FacebookShare on TwitterWhatsapp

ଏହି ଅଂଚଳରେ ବହୁ ଭିଆଇପି ରୁହନ୍ତି । ସୁରକ୍ଷା ଦୃଷ୍ଟିରୁ (୧)ସୂର୍ଯ୍ୟନଗର ପ୍ରବେଶ ଓ ପ୍ରସ୍ଥାନ ପଥକୁ ସିଲ କରାଯାଉଛି । (୨) ଗୋପବନ୍ଧୁ ଛକରୁ ଏଲଆଇସି ଛକ ଓ (୩)ଏଲଆଇସି ଛକରୁ ଗଙ୍ଗନଗର ଛକ ପ୍ରର୍ଯ୍ୟନ୍ତ ସିଲ୍ କରାଯାଇଛି । ସେହିପରି (୪)ଗଙ୍ଗନଗର ଛକରୁ ଶିରିପୁର ଛକ ଓ (୫)ଶିରିପୁର ଛକ ରୁ ଗପବନ୍ଧୁଛକ ସିଲ୍ କରାଯାଇଛି ।

ଭୁବନେଶ୍ୱର (ଓଡିଶା ତାଜାନ୍ୟୁଜ୍ ) ସୂର୍ଯ୍ୟନଗର 2.4.2020 ରିପୋର୍ଟ – ସୋନାଲି :– ଜନହିତ ପାଇଁ ପରିଚୟ ଜଣାଇବା ଜରୁରୀ ବୋଲି କହିଲେ ବିଏମ୍‌ସି, କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ଆକ୍ରାନ୍ତ ବ୍ୟକ୍ତିଙ୍କ ନାଁ ପ୍ରଦୀପ୍ତ ଦଳବେହେରା । ତାଙ୍କ ଘରେ ସୂର୍ଯ୍ୟନଗର ବୋଲି ବିଏମ୍‌ସ ପକ୍ଷରୁ କୁହାଯାଇଛି । ଭୂବନେଶ୍ୱର ୟୁନିଟ୍‌-୭ ସୂର୍ଯ୍ୟନଗର ସ୍ଥିତ ପ୍ଲଟ୍ ନମ୍ବର ୩୭ରେ ତାଙ୍କ ଘର । ସଂପୃକ୍ତ ବ୍ୟକ୍ତିଙ୍କର କିଛି ବିଦେଶ ଗସ୍ତ କି ଅନ୍ୟ ରାଜ୍ୟ ଗସ୍ତ ବି ନଥିଲେ । ତାଙ୍କ ପରିଚୟ ଜଣାଇବା ସହ ସ୍ଥାନୀୟ ଲୋକଙ୍କୁ ସତର୍କ କରାଯାଇଛି ।

ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ୧୦୪ରେ ପଞ୍ଜିକରଣ କରି ୧୪ ଦିନ ହୋମ୍ କ୍ୱରେଣ୍ଟାଇନରେ ରୁହନ୍ତୁ । କିଛି ଲକ୍ଷଣ ଦେଖାଗଲେ ସରକାରୀ ନିୟମ ମୁତାବକ କାର୍ଯ୍ୟ କରନ୍ତୁ ବୋଲି କହିଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧରୀ କହିଛନ୍ତି । ୟୁନିଟ୍‌-୭ ସୂର୍ଯ୍ୟନଗର ଏକ ଭିଆଇପି ଏରିଆ ।

ଏହି ଅଂଚଳରେ ବହୁ ଭିଆଇପି ରୁହନ୍ତି । ସୁରକ୍ଷା ଦୃଷ୍ଟିରୁ (୧) ସୂର୍ଯ୍ୟନଗର ପ୍ରବେଶ ଓ ପ୍ରସ୍ଥାନ ପଥକୁ ସିଲ କରାଯାଉଛି । (୨) ଗୋପବନ୍ଧୁ ଛକରୁ ଏଲଆଇସି ଛକ ଓ (୩)ଏଲଆଇସି ଛକରୁ ଗଙ୍ଗନଗର ଛକ ପ୍ରର୍ଯ୍ୟନ୍ତ ସିଲ୍ କରାଯାଇଛି । ସେହିପରି (୪) ଗଙ୍ଗନଗର ଛକରୁ ଶିରିପୁର ଛକ ଓ (୫) ଶିରିପୁର ଛକ ରୁ ଗପବନ୍ଧୁଛକ ସିଲ୍ କରାଯାଇଛି । ସଂପୃକ୍ତ ସମସ୍ତ ଅଞ୍ଚଳକୁ ନିଷିଦ୍ଧାଚଂଳ ଘୋଷଣ କଲା ବିଏମ୍‌ସି । ସମ୍ପୃକ୍ତ ଅଚଂଳରେ ଘର ଘର ବୁଲି ସ୍ୱାସ୍ଥ୍ୟ ସମସ୍ୟ ବୁଝିବେ । ଏନେଇ ସୂଚନା ଦେଇଛନ୍ତି ଏଏମସ୍ କମିଶନର ପ୍ରେମଚନ୍ଦ୍ର ଚୌଧରୀ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version