• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପ୍ରେମ ସର୍ମ୍ପକ ଓ ପୂର୍ବ ଶତୃତାକୁ କେନ୍ଦ୍ର କରି ବ୍ରାହ୍ମଣଛାଇରେ ଗୋଷ୍ଠୀ ସଂର୍ଘଷ ଘଟଣାରେ ଆଉ ୨ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
July 10, 2021
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ପ୍ରେମ ସର୍ମ୍ପକ ଓ ପୂର୍ବ ଶତୃତାକୁ କେନ୍ଦ୍ର କରି ବ୍ରାହ୍ମଣଛାଇରେ ଗୋଷ୍ଠୀ ସଂର୍ଘଷ ଘଟଣାରେ ଆଉ ୨ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୦ ଜୁଲାଇ ଶନିବାର ) ହିଂଜିଳିକାଟୁ :- ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ବ୍ରାହ୍ମଣଛାଇରେ ପ୍ରେମ ସର୍ମ୍ପକ ଓ ପୂର୍ବ ଶତୃତାକୁ କେନ୍ଦ୍ର କରି ମଙ୍ଗଳବାର ଦିନତମାମ ଗ୍ରାମର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ କୁହୁଳି ଉଠୁଥିବା ନିଆଁ ରାତ୍ର ସମୟରେ ଉଗ୍ର ରୂପ ଧାରଣ କରି ଗ୍ରାମର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ସଂପୃକ୍ତ ପଞ୍ଚାୟତର ସରପଞ୍ଚଙ୍କ ସମେତ ୯ ଜଣ ଗୁରୁତର ଆହତ ହୋଇଥଲେ । ଏ ନେଇ ଗ୍ରାମର ସଞ୍ଜୁ ପ୍ରଧାନଙ୍କ ଅଭିଯୋଗ କ୍ରମେ ହିଞ୍ଜିଳି ଥାନାରେ ନଂ- ୩୫୧/୨୧ ଓ ବିଜୟ ଜେନାଙ୍କ ଅଭିଯୋଗ କ୍ରମେ ହିଞ୍ଜିଳି ଥାନାରେ ନଂ- ୩୫୨/୨୧ରେ ୨ଟି ମାମଲା ରୁଜୁ କରି ପୁଲିସ ଉଭୟ ଗୋଷ୍ଠୀର ୫ଜଣଙ୍କୁ ଥାନାରେ ଅଟକ ରଖି ଘଟଣାର ତଦନ୍ତ ଚଳାଇଥିଲା । ସଂପୃକ୍ତ ଗୋଷ୍ଠୀ ସଂର୍ଘଷ ଘଟଣାରେ ସଂପୃକ୍ତି ଥିବା ନେଇ କେଶ ନଂ- ୩୫୧ରେ ସଂପୃକ୍ତ ଗ୍ରାମର ଆଉ ୨ ଜଣଙ୍କୁ ଗିରଫ କରିଛି । ଗିରଫ ମାନେ ହେଲେ ବିଜୟ ଜେନା ଓ ତାଙ୍କ ପୁଅ ନାରାୟଣ ଜେନା । ଗିରଫ ମାନଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ସୁତ୍ରରୁ ପ୍ରକାଶ । ପ୍ରକାଶ ଯେ, ଗତ ପ୍ରାୟ ୧ମାସ ପୂର୍ବେ ଗ୍ରାମର ଜଣେ ଝିଅ ସହ ସେହି ଗ୍ରାମର ଡ଼ାକ ପ୍ରଧାନଙ୍କ ପୁଅ ଶିବରାମଙ୍କ ପ୍ରେମ ସର୍ମ୍ପକକୁ କେନ୍ଦ୍ର କରି ଗ୍ରାମରେ ଏକ ଅପ୍ରିତୀକର ପରିସ୍ଥିତି ସୃଷ୍ଟି ହୋଇଥିଲା ।

ପରିବାର ସଦସ୍ୟଙ୍କ ଅନୁପସ୍ଥିତରେ ଶିବରାମ ଝିଅ ଘରେ ପଶିଥିବା ଦେଖି ଝିଅର ସର୍ମ୍ପକୀୟ ଓ ଗ୍ରାମର କିଛି ଲୋକ ଦେଖିପାରି ଯୁବକଙ୍କୁ ମାଡ଼ ମାରିବା ସହ ଅଟକ ରଖି ହିଂଜିଳି ପୁଲିସକୁ ଖବର ଦେଇଥିଲେ । ଖବର ପାଇ ହିଂଜିଳି ପୁଲିସ ଘଟଣା ସ୍ଥଳରେ ପଂହଚି ଅଟକ ଯୁବକ ସମେତ ଉଭୟ ପରିବାର ସଦସ୍ୟଙ୍କୁ ଥାନାକୁ ଡ଼ାକି ଆପୋଷ ବୁଝାମଣା କରିଥିଲେ । ଯୁବକ ଜଣକ ସଂପୃକ୍ତ ଯୁବତୀଙ୍କୁ ବିବାହ କରିବାର ପ୍ରତିଶୃତି ଦେବା ପରେ ଥାନାରୁ ମୁକୁଳିଥିଲେ । ସେହିଦିନ ଠାରୁ ଯୁବତୀ ଜଣକ ଯୁବକଙ୍କ ଘରେ ରହି ଆସୁଥିଲେ । ମଙ୍ଗଳବାର ପୂର୍ବାହ୍ନରେ ପୁଅ-ଝିଅଙ୍କ ନିର୍ବନ୍ଧ ପାଇଁ ଉଭୟ ପରିବାର ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । କୌଣସି କାରଣରୁ କୂଳ ମୁଖିଆ ବୈଠକକୁ ଆସିପାରିନଥିଲେ । ଦୀର୍ଘ ୩ ଘଂଟା ବିଳମ୍ବ ପର୍ଯ୍ୟନ୍ତ କୂଳ ମୁଖିଆ ନଆସିବାରୁ ଉତେଜନା ଦେଖା ଦେବା ସହ ଜାଣିଶୁଣି ନିର୍ବନ୍ଧ କାର୍ଯ୍ୟକୁ ଭଣ୍ଡୁର କରାଯାଇଥିବାକୁ କେନ୍ଦ୍ର କରି ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖା ଦେଇଥିଲା । ରାତ୍ର ପ୍ରାୟ ୮ଘଂଟା ସମୟରେ ପୁଣିଥରେ କୂଳ ବୈଠକ ଆୟୋଜନ କରାଯାଇଥିବା ବେଳେ ଗ୍ରାମର ଗୋଟିଏ ଗୋଷ୍ଠୀ ଖଣ୍ଡା, କାତି ଓ ବିଭିନ୍ନ ମାରଣାସ୍ତ୍ରରେ ଅର୍ତକିତ ଆକ୍ରମଣ କରିଥିଲେ । ଉଭୟ ଗୋଷ୍ଠୀର ଆକ୍ରମଣ ଓ ପ୍ରତି ଆକ୍ରମଣରେ ୯ ଜଣ ଆହତ ହୋଇଥିଲେ । ସଂପୃକ୍ତ ଘଟଣାରେ ହିଞ୍ଜିଳି ପୁଲିସ ଗୁରୁବାର ଦିନ ଉଭୟ ଗୋଷ୍ଠୀର ୭ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । (ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version