• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଚିତା ମୁରୁଜ ରଥରେ ରଥାରୂଢ଼ ହେଲେ ପାବନ ଶ୍ରୀକ୍ଷେତ୍ରାଧିପତି ପାବନ ଶ୍ରୀକ୍ଷେତ୍ରରେ ରଥଯାତ୍ରା ରୀତିନୀତିରେ ସମ୍ପନ୍ନ

Proprietor Abhimanyu Maharana by Proprietor Abhimanyu Maharana
July 12, 2021
in Uncategorized, ଓଡ଼ିଶା, ଗଞ୍ଜାମ, ହୋମ୍
0
ଚିତା ମୁରୁଜ ରଥରେ ରଥାରୂଢ଼ ହେଲେ ପାବନ ଶ୍ରୀକ୍ଷେତ୍ରାଧିପତି ପାବନ ଶ୍ରୀକ୍ଷେତ୍ରରେ ରଥଯାତ୍ରା ରୀତିନୀତିରେ ସମ୍ପନ୍ନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୨ ଜୁଲାଇ ସୋମବାର ) ହିଞ୍ଜିଳିକାଟୁ :- ହିଞ୍ଜିଳିକାଟୁ ପୈାରାଞ୍ଚଳ ବଇଞ୍ଚବଣିଆ ପାବନ ଶ୍ରୀକ୍ଷେତ୍ରର ଷୋଡଶତମ ରଥଯାତ୍ରା କୋଭିଡ କଟକଣା ଯୋଗୁଁ ମନ୍ଦିର ପରିସରରେ ସୁସମ୍ପନ୍ନ ହୋଇଛି । ସୋମବାର ଭୋରରୁ ଠାକୁର ମାନଙ୍କ ମଙ୍ଗଳ ଆଳତି, ବଲ୍ଲଭପୂଜା, ଦ୍ଵାରପାଳ ପୂଜା, ସୂର୍ଯ୍ୟପୂଜା ଆଦି ସମ୍ପଣ୍ଣ ପରେ ମଙ୍ଗଳାର୍ପଣ କରାଯାଇଥିଲା । ମନ୍ଦିରର ପାଟ ପୁରୋହିତ ପଣ୍ଡିତ ଗତିକୃଷ୍ଣ ମିଶ୍ର ଶର୍ମା ପୈରହିତ୍ୟ କରିଥିଲେ ।ପରେ ପରେ ମଇଲମ ଓ ପହଣ୍ଡି ପାଇଁ ସ୍ବତନ୍ତ୍ର ବେଶ କରାଯାଇ ଠାକୁର ମାନଙ୍କୁ ସେନାପଟ ଓ ଟାହ୍ୟା ଲାଗି କରାଯାଇଥିଲା । ଖେଚୁଡ଼ି ଓ ଅନ୍ନ ବ୍ୟଞ୍ଜନ ଭୋଗ ଅର୍ପଣ ପରେ ପହଣ୍ଡି ବିଜେ ଆରମ୍ଭ ହୋଇଥିଲା । ଅପରାହ୍ନ ଗୋଟାଏ ବେଳେ ପୂର୍ବ ଦ୍ଵାର ଦେଇ ଗୋଟି ପହଣ୍ଡିରେ ବଳଭଦ୍ର ମହାପ୍ରଭୁ, ଦେବୀ ସୁଭଦ୍ରା ଓ ପରିଶେଷରେ କଳାଠାକୁର ଶ୍ରୀ ଜଗନ୍ନାଥ ଦକ୍ଷିଣରୁ ପଶ୍ଚିମ, ଉତ୍ତର ଦିଗ ଦେଇ ସ୍ନାନ ମଣ୍ଡପକୁ ଅସ୍ଥାୟୀ ଗୁଣ୍ଡିଚା ମଣ୍ଡପ ରୂପେ ବ୍ୟବହାର କରାଯାଇଥିବା ଆଡପ ମଣ୍ଡପରେ ପଦାର୍ପଣ କରି ପ୍ରତିକାତ୍ମକ ମୁରୁଜ ରଥରେ ବିଜେ କରିଥିଲେ ।

ସେବାଧିପତି ଲିଙ୍ଗରାଜ ସାହୁ ଛେରାପହଁରା ନୀତି ସମ୍ପନ୍ନ କରିଥିଲେ ।ପରେ ଠାକୁରମାନଙ୍କୁ ଯାତ୍ରା ଵେଶରେ ସଜ୍ଜିତ କରାଯାଇଥିଲା । କର୍ପୁର ଆଳତି ପରେ ରଥ ଉପରେ ଭୋଗରାଗ ସମ୍ପନ୍ନ ହୋଇଥିଲା । ମନ୍ଦିର ପ୍ରଶାସନ ସେବକ ନିର୍ମଳ ମିଶ୍ରଙ୍କ ସମେତ ସଭାପତି ସେବକ ଜଗନ୍ନାଥ ସାହୁ, ସମ୍ପାଦକ ସେବକ ଲୋକନାଥ ସାହୁ, ନିଧି ସେବକ ହରିହର ପଣ୍ଡା, ଉପ ପ୍ରଶାସନିକ ସେବକ କୈଳାସ ସାବତ, ସେବାୟତ ସରୋଜ ନନ୍ଦ, ଉମାଶଙ୍କର ପଣ୍ଡା, ଶିଶିର ପଣ୍ଡା, ପଣ୍ଡିତ ହାଡୁ ମିଶ୍ର, ଦଇତାପତି ସେବକ ମନମୋହନ ଦାଶ, ଅଶୋକ ସାମନ୍ତରା, ମନୋଜ ସାହୁ, ଯୁଗଳ ପଣ୍ଡା, ଜଗନ୍ନାଥ ସାହୁଙ୍କ ସମେତ ପ୍ରଶାସନ ସେବାର ସେବକ ମାନେ ଉପସ୍ଥିତ ଥିଲେ । ରଥଯାତ୍ରାର ସମସ୍ତ ବିଧିବିଧାନ ସୁସଜ୍ଜିତ ଆଡପ ମଣ୍ଡପ ନିର୍ମାଣ ଠାରୁ ଆରମ୍ଭ କରି ଠାକୁର ମାନଙ୍କ ଵେଶ ବିନ୍ୟାସ, ପୂଜାର୍ଚ୍ଚନା ଆଦିର ସମସ୍ତ ଶ୍ରେୟ ମନ୍ଦିରରେ ମୁଖ୍ୟ ପୂଜକ ପଣ୍ଡିତ କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ପ୍ରାପ୍ୟ । ସନ୍ଧ୍ୟାରେ ଠାକୁର ମାନଙ୍କ ଆଡପ ମଣ୍ଡପ ନୀତି ଅନୁଷ୍ଠିତ ହୋଇଥିଲା । ଅନୁରୂପ ଭାବେ ସ୍ଥାନୀୟ ପୈାରାଞ୍ଚଳ ବଡ ରଙ୍ଗଣି ସାହି ଓ ପାଟଣା ସାହି ଲକ୍ଷ୍ମୀ ନୃସିଂହ ଶ୍ରୀ ଜଗନ୍ନାଥ ମନ୍ଦିର ସମେତ ନିକଟବର୍ତ୍ତୀ ଗ୍ରାମାଞ୍ଚଳର ଜଗନ୍ନାଥ ମନ୍ଦିରରେ କୋଭିଡ କଟକଣା ସହ ନୀତିକାନ୍ତି ଅନୁଯାୟୀ ପ୍ରତିକାତ୍ମକ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version