• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜହ୍ନା ବଳଦେବ ଜୀଉ ମନ୍ଦିରରେ କରୋନା ନିୟମାନୁଯାୟୀ ହେଲା ରଥ ଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
July 13, 2021
in ଓଡ଼ିଶା, କଟକ, ଯାଜପୁର, ହୋମ୍
0
ଜହ୍ନା ବଳଦେବ ଜୀଉ ମନ୍ଦିରରେ କରୋନା ନିୟମାନୁଯାୟୀ ହେଲା ରଥ ଯାତ୍ରା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୧୩ ଜୁଲାଇ , ମଙ୍ଗଳବାର ) କୋରାଇ :- କୋରାଇ ବ୍ଲକ ଅନ୍ତର୍ଗତ ଜହ୍ନା ବଳଦେବ ଜୀଉ ଟ୍ରଷ୍ଟ ବୋର୍ଡ ପକ୍ଷରୁ ପବିତ୍ର ଶ୍ରୀ ଗୁଣ୍ଡିଚା ଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି । ରଥ ନିର୍ମାଣ କାର୍ଯ୍ୟ ସାରିଥିଲେ ମଧ୍ୟ କରୋନା ନିୟମାନୁଯାୟୀ ତିନିଠାକୁରଙ୍କୁ ରଥକୁ ନିଆଯାଇ ନଥିଲା । ଟ୍ରଷ୍ଟ ବୋର୍ଡ ନିଷ୍ପତି ଅନୁଯାୟୀ ମନ୍ଦିର ବେଢାରେ ଅସ୍ଥାୟୀ ମାଉସୀମା’ ମନ୍ଦିରରେ ଠାକୁରଙ୍କୁ ରଖାଯାଇ ରଥଯାତ୍ରା ବିଧି ରକ୍ଷା ପାଳନ କରାଯାଇଥିଲା ।

ପୂର୍ବାହ୍ଣରେ ମଙ୍ଗଳ ଆଳତୀ, ମଇଲମ, ତଡପ ଲାଗି, ରୋଷ ହୋମ, ଗୃହ ପ୍ରବେଶ, ସୂର୍ଯ୍ୟପୂଜା, ଗୋପାଳ ବଲ୍ଲଭ ଧୂପ, ମଙ୍ଗଳାର୍ପଣ କରାଯାଇଥିଲା । ପରେ ଟ୍ରଷ୍ଟବୋର୍ଡର ମୁଖ୍ୟଟ୍ରଷ୍ଟୀ ପ୍ରଫୁଲ୍ଲକୁମାର ବୋଇତାଇ ଛେରାପହରା କରିବା ପରେ ପହଣ୍ଡି କରାଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଦେବୀ ସୁଭଦ୍ର ଓ ବଡଠାକୁର ବଳଦେବଙ୍କୁ ଅସ୍ଥାୟୀ ମାଉସୀମା’ ମନ୍ଦିରରେ ବିଜେ କରାଯାଇଥିଲା । କରୋନା କଟକଣା ଅନୁଯାୟୀ ସାମାଜିକ ଦୂରତା ରଖାଯିବା ସହ ସେବାୟତମାନେ ପହଣ୍ଡି କାର୍ଯ୍ୟ ନିର୍ବାହ କରିଥିଲେ ।

ଅସ୍ଥାୟୀ ମାଉସୀମା’ ମନ୍ଦିରର ସନ୍ଧ୍ୟାଳତୀ ପରେ ଶ୍ରଦ୍ଧାଳି ଭକ୍ତଙ୍କ ନୈବିଦ୍ୟ ଲାଗି କରାଯାଇଥିଲା । ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଟ୍ରଷ୍ଟବୋର୍ଡର ସଦସ୍ୟ ଚିନ୍ତାମଣି ପାଢୀ, କାମଦେବ ଦାସ, ସଦାନନ୍ଦ ବେହେରା, ବିକ୍ରମ ବିଶ୍ୱାଳ, ପ୍ରିତିରଞ୍ଜନ ସାହୁ, ପପୁନା ସାହୁ ପ୍ରମୁଖ ବୋର୍ଡର ସମସ୍ତ ସଭ୍ୟ ଓ କର୍ମକର୍ତା ଉପସ୍ଥିତ ରହି ରଥଯାତ୍ରା କାର୍ଯ୍ୟରେ ସହଯୋଗ କରିଥିଲେ । (କୋରାଇରୁ ରଶ୍ମିରେଖା ମଲ୍ଲିକଙ୍କ ରିପୋଟ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

September 8, 2026
ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

Strengthening Odisha’s Power Transmission Infrastructure: A New Era of Confidence in Power System of Odisha

ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତକଙ୍କ ପରିଚୟ ଚିହ୍ନଟ, ପରିବାରକୁ ହସ୍ତାନ୍ତର ମୃତଦେହ

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

September 8, 2026
ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

September 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version