• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଭୁ ଶ୍ରୀଜଗନ୍ନାଥ ଆଡ଼ପମଣ୍ଡପକୁ ବିଜେ କରିଛନ୍ତି : ସାଥୀରେ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରା ମଧ୍ୟ ଆଡ଼ପମଣ୍ଡପକୁ ବିଜେ କରିଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
July 14, 2021
in ଓଡ଼ିଶା, ଦେଶ, ପୁରୀ, ବିଶ୍ଵ, ମହାନଗର, ହୋମ୍
0
ପ୍ରଭୁ ଶ୍ରୀଜଗନ୍ନାଥ ଆଡ଼ପମଣ୍ଡପକୁ ବିଜେ କରିଛନ୍ତି : ସାଥୀରେ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରା ମଧ୍ୟ ଆଡ଼ପମଣ୍ଡପକୁ ବିଜେ କରିଛନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୩ ଜୁଲାଇ , ମଙ୍ଗଳବାର ) ପୁରୀ :- ଶ୍ରୀମସ୍ତକରେ ଟାହିଆ ପିନ୍ଧି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଗୋଟି ପହଣ୍ଡିରେ ଝୁଲି ଝୁଲି ଏକ ଭାବ ବିହ୍ୱଳ ପରିବେଶ ମଧ୍ୟରେ – ଆଡ଼ପ ମଣ୍ଡପକୁ ବିଜେ କରୁଛନ୍ତି । ପ୍ରଭୁ ଶ୍ରୀଜଗନ୍ନାଥ ଆଡ଼ପମଣ୍ଡପକୁ ବିଜେ କରିଛନ୍ତି । ସାଥୀରେ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରା ମଧ୍ୟ ଆଡ଼ପମଣ୍ଡପକୁ ବିଜେ କରିଛନ୍ତି । ଏଥି ପାଇଁ ପୂର୍ବରୁ ସମସ୍ତ ପ୍ରକାରର  ନିକାନ୍ତି ଶେଷ ହୋଇଛି ।

କାଳିଆ ସାଆନ୍ତ ରଥରୁ ଓହ୍ଲାଇ ଜନ୍ମବେଦୀକୁ ଯିବା ପୂର୍ବରୁ ସେବାୟତମାନେ ସବୁ କିଛି  ନିକାନ୍ତି ସମୟ ଅବଧି ପୂର୍ବରୁ ଶେଷ କରିଥିଲେ । ପରେ ତିନି ଠାକୁରଙ୍କୁ ରଥରୁ ଓହ୍ଲାଇ ଗୋଟି ପହଣ୍ଡିରେ ଜନ୍ମବେଦୀକୁ ନିଆଯାଇଥିଲା ।   ନିଆଯାଇଥିଲା । ଏହା ପୂର୍ବରୁ ରଥ ଉପରେ ନୀତିକାନ୍ତି ଶେଷ ହୋଇଥିଲା । ତାଳଧ୍ୱଜ, ଦର୍ପଦଳନ ଓ ନନ୍ଦିଘୋଷ ରଥରେ ଚାରମାଳବନ୍ଧା କାର୍ଯ୍ୟ ହୋଇଥିଲା ।

ଏହି କାମ ଶେଷ ହେବା ପରେ ମହାପ୍ରଭୁଙ୍କୁ ଗୋଟି ପହଣ୍ଡି ମାଧ୍ୟମରେ ଜନ୍ମବେଦୀକୁ ନିଆଯାଇଥିଲା । ସେବାୟତମାନଙ୍କର ଦ୍ୱାରା ଆଜି ଦିନ ସାରା ରଥ ଉପରେ ନୀତିକାନ୍ତି କରାଯାଇଥିଲା । ମହାପ୍ରଭୁଙ୍କୁ ଶୁଖିଲା ଭୋଗ ଅର୍ପଣ କରାଯାଇଥିଲା । କୋଭିଡ-୧୯ କଟକଣା ଯୋଗୁଁ ପୁରୀରେ କର୍ଫ୍ୟୁ ଲାଗୁ ହୋଇଥିବାରୁ ସାଧାରଣ ଭକ୍ତଙ୍କୁ ଶରଧାବାଲିକୁ ବାରଣ ହୋଇଥିଲା । ତଥାପି କିଛି ଭକ୍ତ ଲୁଚି ଛପି ଜଗନ୍ନାଥଙ୍କ ଦର୍ଶନ କରିଥିଲେ ।

ଆଶାଢ଼ ଶୁକ୍ଲପକ୍ଷ ଦ୍ୱିତୀୟ ତିଥିରେ ମହାପ୍ରଭୁ ୯ ଦିବସୀୟ ଯାତ୍ରାରେ ବାହାରିଥିଲେ । ଏହି ଅବସରରେ ଗତକାଲି ସକାଳୁ ଶ୍ରୀମନ୍ଦିରରେ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା । ୭ଟାରୁ ଧାଡ଼ି ପହଣ୍ଡି ଆରମ୍ଭ ହୋଇ ପୂର୍ବାହ୍ନ ୧୦ଟାରେ ଏହା ଶେଷ ହୋଇଥିଲା । ଦିନ ୧୨ଟାରେ ରଥଟଣା କାର୍ଯ୍ୟ ହୋଇଥିଲା । ସନ୍ଧ୍ୟା ପୂର୍ବରୁ ତିନି ରଥ ଶରଧାବାଲିରେ ପହଂଚି ସାରିଥିଲା । ତେବେ ନିର୍ଦ୍ଧାରିତ ସମୟର ତିନି ଘଣ୍ଟା ପୂର୍ବରୁ ରଥ ଟଣା ଆରମ୍ଭ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026
ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

March 8, 2026
ରଞ୍ଜନ ସରଙ୍ଗୀ ନବମ ସଂସ୍କରଣରେ ରକ ଷ୍ଟାର ବିଜୟୀ ହୋଇ ଫାଇନାଲରେ ପ୍ରବେଶ

ରଞ୍ଜନ ସରଙ୍ଗୀ ନବମ ସଂସ୍କରଣରେ ରକ ଷ୍ଟାର ବିଜୟୀ ହୋଇ ଫାଇନାଲରେ ପ୍ରବେଶ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version