• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଗ୍ନି ବିପନ୍ନ ପରିବାର ର ସମସ୍ୟା ବୁଝିବା ସହ ସହାୟତା ପ୍ରଦାନ କଲେ ଦଶପଲ୍ଲା ବିଧାୟକ

Proprietor Abhimanyu Maharana by Proprietor Abhimanyu Maharana
July 14, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଅଗ୍ନି ବିପନ୍ନ ପରିବାର ର ସମସ୍ୟା ବୁଝିବା ସହ ସହାୟତା ପ୍ରଦାନ କଲେ ଦଶପଲ୍ଲା ବିଧାୟକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ଜୁଲାଇ ବୁଧବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ପାରା ଢିପି ପଞ୍ଚାୟତ ଅଧିନରେ ଥିବା କଣ୍ଟି ଆମ୍ବା ଗ୍ରାମ ରେ ଅଗ୍ନିକାଣ୍ଡ ଘଟି ଵିଚିକା ମଳିକ ଏବଂ ମୀନକେତନ ମଳିକ ଙ୍କ ତିନି ବଖରା ଘର ଭସ୍ମୀଭୂତ ହୋଇଯାଇଥିଲା । ଖବର ପାଇ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଅଗ୍ନି ବିପନ୍ନ ପରିବାର କୁ ଭେଟି ବିଭିନ୍ନ ସମସ୍ୟା ବୁଝିବା ସହ ପରିବାରକୁ ଶୁଖିଲା ଖାଦ୍ୟ,ପୋଷାକ ଏବଂ ଲୁଗା ବଣ୍ଟନ କରିଥିଲେ ।

ଦ ଙ୍କ ପ୍ରତିନିଧି ବିଜୟ କୁମାର ସାସମଲ,ବିଜେଡ଼ି ଯୁବ ସଂଗଠକ ସଞ୍ଜୟ କୁମାର ସାହୁ, ଜିଲ୍ଲା ବିଜେଡ଼ି ଛାତ୍ର ଉପ ସଭାପତି ଅମୂଲ୍ୟ ସାହୁ,ବ୍ଲକ୍ ଛାତ୍ର ବିଜେଡ଼ି ସଭାପତି ସୁବ୍ରତ କୁମାର ପରିଡ଼ା,ଯୁବ ନେତା ବିଭୂତି ଭୂଷଣ ପ୍ରଧାନ,ଏବଂ ସମିତି ସଭ୍ୟା ଙ୍କ ପ୍ରତିନିଧି ଉପସ୍ଥିତ ଥିଲେ । (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

October 15, 2026
ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

October 15, 2026
ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

October 15, 2026
Mass Rally for ADHD Awareness 

Mass Rally for ADHD Awareness 

October 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

October 15, 2026
ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version