• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିୟୁଟିପାର୍ଲରକୁ ନା : ଅଚଳ ହେବାକୁ ବସିଲାଣି ଯନ୍ତ୍ରପାତି, ମାଲିକ ଚିନ୍ତାରେ

Proprietor Abhimanyu Maharana by Proprietor Abhimanyu Maharana
July 14, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ବିୟୁଟିପାର୍ଲରକୁ ନା : ଅଚଳ ହେବାକୁ ବସିଲାଣି ଯନ୍ତ୍ରପାତି, ମାଲିକ ଚିନ୍ତାରେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ଜୁଲାଇ , ବୁଧବାର ) ହିଞ୍ଜିଳିକାଟୁ :-   ମହାମାରୀ କରୋନା ଭୁତାଣୁ ସଂକ୍ରମଣର ଦ୍ୱିତୀୟ ଲହର ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଏହି ପରିପ୍ରେକ୍ଷୀରେ ରାଜ୍ୟର ଏ-ବର୍ଗରେ ରହିଥିବା ୨୦ଟି ଜିଲ୍ଲାରେ ସିନେମାହଲ , ପାର୍କ, ଜିମ୍‌, ବିୟୁଟିପାର୍ଲର, ସ୍ପା ଏବଂ ବଡ଼ ବଡ଼ ସେଲୁନକୁ ବାଦ ଦେଲେ ଅନ୍ୟ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି । ହେଲେ ସହରାଂଚଳ ଗୁଡ଼ିକରେ ଗଢି ଉଠିଥିବା ବିୟୁଟିପାର୍ଲର ଗୁଡ଼ିକ ଅଦ୍ୟାବଧି ତାଲା ହଟି ପାରିନାହିଁ । ଗଞ୍ଜାମ ଜିଲ୍ଲାର ୨ୟ ବୃହତମ ସହର ଭାବେ ପରିଗଣିତ ହିଞ୍ଜିଳିକାଟୁ ସହରରେ ୧୫ରୁ ଉର୍ଦ୍ଧ୍ୱ ବିୟୁଟିପାର୍ଲର ରହିଛି । ବ୍ୟୁଟିପାର୍ଲର ଦୀର୍ଘ ୩ ମାସରୁ ଉର୍ଦ୍ଧ୍ୱ ସମୟ ଧରି ବନ୍ଦ ରହିଥିବାରୁ ହଜାର ହଜାର ଟଙ୍କାର ଯନ୍ତ୍ରାଂଶ ଏବଂ ବିଭିନ୍ନ ପ୍ରକାରର ମେକଅପ ପାଇଁ ବ୍ୟବହୃତ କସମେଟିକ ନଷ୍ଟ ହେବାକୁ ବସିଛି ।

ଏହାକୁ ନେଇ ବିୟୁଟିପାର୍ଲର ମାଲିକ ଓ ପରିଚାଳକ ମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି । ବାହାଘର ସିଜନରେ ବିୟୁଟିପାର୍ଲରର ଚାହିଦା ଅଧିକ ରହିଥାଏ । ହେଲେ ଚଳିତ ବର୍ଷ ମହାମାରୀ କରୋନା ଭୁତାଣୁ ସଂକ୍ରମଣ ଯୋଗୁଁ ମଇ ମାସ ପହିଲାରୁ ସରକାର ଲକଡ଼ାଉନ ଘୋଷଣା କରିଥିବା ବେଳେ ବିୟୁଟିପାର୍ଲର ବ୍ୟବସାୟ ବେଶ ପ୍ରଭାବିତ ହୋଇଥିବା ଜଣାପଡ଼ିଛି । ବିୟୁଟିପାର୍ଲର ମାଲିକ ମାନେ ଦୁର୍ଦ୍ଦିନରେ କାଳାତିପାତ କରିବା ସହ ଏଭଳି ସମୟରେ ଘର ଭଡ଼ା ଦେବା ମୁସ୍କିଲ ହୋଇପଡ଼ିଛି । ଏପରିକି ବିୟୁଟିପାର୍ଲରରେ କାମ କରୁଥିବା କର୍ମଚାରୀ ମାନେ ରୋଜଗାର ହରାଇ ବସିଛନ୍ତି । କୋଭିଡ଼ ସଂକ୍ରମଣ ହ୍ରାସ ପାଇଥିବା ବେଳେ ସ୍ଥିତି ସ୍ୱାଭାବିକ ହେବାରେ ଲାଗିଛି । ରାଜ୍ୟ ସରକାର ଛୋଟ ଛୋଟ ସେଲୁନ ଖୋଲିବାକୁ ଅନୁମତି ଦେଇଥିବା ବେଳେ ବିୟୁଟିପାର୍ଲରକୁ ଅନୁମତି ନଦେବା ଦୁର୍ଭାଗ୍ୟଜନକ । ଏଦିଗରେ ରାଜ୍ୟ ସରକାର ପାର୍ଲର ଖୋଲିବାକୁ ଅନୁମତି ପ୍ରଦାନ କଲେ ବିୟୁଟିପାର୍ଲର ମାଲିକ ଓ କର୍ମଚାରୀ ମାନେ ହୋଇପାରନ୍ତେ ବୋଲି ସ୍ଥାନୀୟ ଅଂଚଳର ବହୁ ବିୟୁଟିପାର୍ଲର ମାଲିକ କହିଛନ୍ତି । ( ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026
ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..?  – ମହାସଂଘ

ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..? – ମହାସଂଘ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version