• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରାତନ କାଳର ରାସ୍ତାକୁ ବନ୍ଦ କରିବାକୁ ନେଇ ଉଭୟ ଗୋଷ୍ଠୀ ମଧ୍ୟରେ ଅସନ୍ତୋଷ ବୃଦ୍ଧି

Proprietor Abhimanyu Maharana by Proprietor Abhimanyu Maharana
July 16, 2021
in ଓଡ଼ିଶା, କନ୍ଧମାଳ, ହୋମ୍
0
ପୁରାତନ କାଳର ରାସ୍ତାକୁ ବନ୍ଦ କରିବାକୁ ନେଇ ଉଭୟ ଗୋଷ୍ଠୀ ମଧ୍ୟରେ ଅସନ୍ତୋଷ ବୃଦ୍ଧି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୬ ଜୁଲାଇ ଶୁକ୍ରବାର ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଳକ ବ୍ରାହ୍ମଣୀଗାଁ ଗ୍ରାମପଞ୍ଚାୟତ ର କି.ନୁଆଗାଁ ଗ୍ରାମରେ ଭୁମିହୀନ ଚାଷୀ ମୁଲିଆ ଆଦିବାସୀ ତଥା ପାରମ୍ପାରିକ ବନବାସୀ ମାନେ ବସବାସ କରି ଆସୁଛନ୍ତି। କାହିଁ କେଉଁ ପୁରାତନ କାଳରୁ ଜଙ୍ଗଲ ଜାତ ଦ୍ରବ୍ୟ ସଂଗ୍ରହ କରିବା ସହିତ କିଛି ଚାଷଜମିକୁ ଚାଷ କରିବା ନିମନ୍ତେ ପରମ୍ପରା ରାସ୍ତାଦେଇ ହଳ ବଳଦ ନେବାଆଣିବା ଏବଂ ଜଙ୍ଗଲକୁ ଯିବା ଆସିବା କରି ଆସୁଥିଲେ। ହେଲେ କି.ନୁଆଗାଁ ଗ୍ରାମର କିଛି ଖଳ ପ୍ରକୃତି ବ୍ଯକ୍ତିମାନେ ସେହି ରାସ୍ତାକୁ ବନ୍ଦ କରିବା ନିମନ୍ତେ ରାସ୍ତାର ଆମ୍ବଗଛ ଶାଖା ଗୁଡ଼ିକୁ କାଟି ରାସ୍ତା ଅବରୋଧ କରିଛନ୍ତି ।

ଫଳରେ ଭୁମିହୀନ ଦଳିତ ଆଦିବାସୀ ବା ଅନ୍ଯାନ୍ଯ ପାରମ୍ପାରିକ ବନବାସୀ ମାନେ ହଳ ବଳଦ ନେବା ଆଣିବା ତଥା ଯିବା ଆସିବାରେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏହା ଫଳରେ ଆଗକୁ ଉଭୟ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା ସୃଷ୍ଟି ହେବା ସହ ଜଙ୍ଗଲ ଅଧିକାର ଆଇନ ୨୦୦୬ ଅନୁସାରେ ପାରମ୍ପାରିକ ଭାବରେ ବ୍ଯବହୃତ ହୋଇ ଆସୁଥିବା ଜଙ୍ଗଲ ରାସ୍ତା ଉପରେ ଅଧିକାର ଆଇନର ଧାରା ଅନୁସାରେ ଆଇନ ଉପରେ ଆଶ୍ରୟ ନେବାପାଇଁ ସାଧାରଣ ଭାବରେ ଚର୍ଚ୍ଚା ହେଉଥିବା ଜଣାପଡ଼ିଛି। ଏହି ରାସ୍ତା ଅବରୋଧ ନେଇ ଗତବର୍ଷ ମଧ୍ୟ ଉଭୟ ସମ୍ପ୍ରଦାୟ ଲୋକଙ୍କ ମଧ୍ୟରେ ମତଭେଦ ଦେଖା ଦେଇଥିବା ସେହି ଗ୍ରାମର ବଳଭଦ୍ର ମଳିକ ସୂଚନା ପ୍ରଦାନ କରିଛନ୍ତି। (ରିପୋର୍ଟ : ସଞ୍ଜୟ କୁମାର ପାଣିଗ୍ରାହୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version