• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହିଞ୍ଜିଳିରେ ଅନଲାଇନ ପ୍ଲାଟଫର୍ମରେ ଅଭିଯୋଗ”ମୋ ନିବେଦନ”

Proprietor Abhimanyu Maharana by Proprietor Abhimanyu Maharana
July 18, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ହିଞ୍ଜିଳିରେ ଅନଲାଇନ ପ୍ଲାଟଫର୍ମରେ ଅଭିଯୋଗ”ମୋ ନିବେଦନ”
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୧୮ ଜୁଲାଇ ରବିବାର ) ହିଞ୍ଜିଳିକାଟୁ :- ରାଜ୍ୟ ସରକାରଙ୍କ କୋଭିଡ ନିୟମ ଅନୁଯାୟୀ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ସର୍ଵ ପ୍ରଥମେ ଆରମ୍ଭ ହୋଇଛି ଅନଲାଇନ ପ୍ଲାଟଫର୍ମରେ ଜନ ଅଭିଯୋଗର ପ୍ରତିକାର ବ୍ୟବସ୍ଥା”ମୋ ନିବେଦନ” । ରାଜ୍ୟ ସରକାରଙ୍କ ଦ୍ୱାରା ସ୍ୱତନ୍ତ୍ର ଭାବେ ପରିଚାଳିତ ୫ ଟି ପଦ୍ଧତି ଆଧାରରେ ଜିଲ୍ଲାବାସୀଙ୍କୁ ବିଭିନ୍ନ ପ୍ରକାର ସାମାଜିକ ଅଭିଯୋଗର ସମୟାନୁବର୍ତ୍ତୀ ସମାଧାନ ବ୍ୟବସ୍ଥା ସ୍ୱରୂପ ଏକ ନୂତନ ପଦକ୍ଷେପକୁ ସର୍ବ ପ୍ରଥମେ ଆରମ୍ଭ କରିଥିଲା ଗଞ୍ଜାମ ଜିଲ୍ଲା ପ୍ରଶାସନ ।ରାଜ୍ୟରେ ସର୍ଵପ୍ରଥମେ ଗଞ୍ଜାମ ଜିଲ୍ଲାରେ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉଦ୍ୟମ କ୍ରମେ ଆରମ୍ଭ ହୋଇଥିଲା “ମୋ ନିବେଦନ” ନାମକ ଏକ ଜନଆଦୃତ ଅଭିଯୋଗ ପ୍ରତିକାର ବ୍ୟବସ୍ଥା । ଜିଲ୍ଲାରେ ଏହାର ସଫଳତା ଓ ବାସ୍ତବତାକୁ ଉପଲବ୍ଧି କରି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହାକୁ ପୁଣି ଥରେ ଉପଯୋଗ ଓ କାର୍ଯ୍ୟକାରୀ କରାଯାଇଛି । ଗତ ଜୁନ ୨୬ ତାରିଖରୁ ଜିଲ୍ଲାରେ ପ୍ରଥମ କରି ଅନଲାଇନ ପ୍ଲାଟଫର୍ମରେ ମୋ ନିବେଦନ କାର୍ଯ୍ୟକାରୀ ହେବା ଆରମ୍ଭ କରିଛି ଗଞ୍ଜାମ ଜିଲ୍ଲା ପ୍ରଶାସନ ।

ମାସର ପ୍ରତି ଶନିବାର ପଞ୍ଚାୟତ ସ୍ତରରେ ଏବଂ ପ୍ରତି ସୋମବାର ବ୍ଳକ ସ୍ତରରେ ଏହି କାର୍ଯ୍ୟକ୍ରମ ଆୟୋଜିତ କରିବା ପାଇଁ ବିଡ଼ିଓ,ତହସିଲଦାର ଓ ପୌର ପ୍ରଶାସନକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ଶନିବାର ତୃତୀୟ ପର୍ଯ୍ୟାୟ ରେ ବିଡ଼ିଓ ସୁବ୍ରତ କୁମାର ଜେନାଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ହିଞ୍ଜିଳି ବ୍ଳକର ସାରୁ,ଗଣ୍ଡଳା, ଧୋବାଡି ଓ ସାହାପୁର ଆଦି ୪ ଟି ପଞ୍ଚାୟତରେ ଆରମ୍ଭ ହୋଇଥିଲା ଅନ ଲାଇନରେ ମୋ ନିବେଦନ କାର୍ଯ୍ୟକ୍ରମ । ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ସାମାଜିକ ନିରାପତ୍ତା,ଖାଦ୍ୟ ସୁରକ୍ଷା,ଆବାସ ଯୋଜନା,ମୁଖ୍ୟମନ୍ତ୍ରୀ ଙ୍କ ଆର୍ଥିକ ସହାୟତା ପାଣ୍ଠି ଭଳି ବିଭିନ୍ନ ଜନ ହିତକର ଯୋଜନାରେ ୯୧ ଜଣ ଅନ ଲାଇନ ବ୍ୟବସ୍ଥାରେ ମୋ ନିବେଦନ ଅଭିଯୋଗ କରିଥିଲେ । ଏଥି ମଧ୍ୟରୁ ସାରୁରେ ୩୦ଜଣ,ଗଣ୍ଡଳାରେ ୨୮ଜଣ, ଧୋବାଡି ରେ ୮ ଓ ସାହାପୁର ପଞ୍ଚାୟତରେ ୩୦ ଜଣ ଆବେଦନକାରୀ ଖାଉଟି କାର୍ଡ, ଆବାସ ଗୃହ,ବାର୍ଦ୍ଧକ୍ୟ ଭତ୍ତା ଓ ଅନ୍ୟାନ୍ୟ ଆର୍ଥିକ ସହାୟତା ପାଇଁ ସର୍ବମୋଟ ୯୧ ଜଣ ଅଭିଯୋଗ କରିଥିଲେ ।

ବ୍ଳକ କାର୍ଯ୍ୟାଳୟ ପକ୍ଷରୁ ବିଡ଼ିଓ ସୁବ୍ରତ କୁମାର ଜେନା, ତହସିଲଦାର ସୁବ୍ରତ କୁମାର ପରିଡା, ଏବିଡ଼ିଓ ଅରୁଣ କୁମାର ପ୍ରଧାନ,ଗଣ୍ଡଳା ସହକାରୀ କୃଷି ଅଧିକାରୀ ଅମର ପ୍ରସାଦ ସାହୁ ଓ ଯୋଗାଣ ନିରୀକ୍ଷକ ପୁରଞ୍ଜୟ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ସାରୁ ପଞ୍ଚାୟତରେ ପିଇଓ ଏସ. ରାଜେଶ,ହିସାବ ଅଧିକାରୀ ଦିବ୍ୟସିଂହ ନାୟକ,ଗଣ୍ଡଳାରେ ପିଇଓ ନବୀନ ଚନ୍ଦ୍ର ମହାରଣା, ଜିପିଇଓ ପ୍ରଶାନ୍ତ କୁମାର ରଥ, ଧୋବାଡିରେ ପିଇଓ ମଧୁସୂଦନ ବିଷୋୟୀ ଓ ସାହାପୁରରେ ପିଇଓ ବି.ହରି,ସରପଞ୍ଚ ରମା ଦାସ,ଗୌରୀ ସାହୁ,ସହଦେଵ ବେହେରା, ଜିଲ୍ଲା ପରିଷଦ ସଭ୍ୟ ଦୁର୍ଗା ମାଧବ ମହାନ୍ତି, ଅଜିତ ପାତ୍ର,ସୁଧାଂଶୁ କୁମାର ସାହୁ, ରାମଚନ୍ଦ୍ର ସାହୁ ,ଜିଆରଏସ ଓ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ । ଆବେଦନ ହୋଇଥିବା ୯୧ ଟି ମଧ୍ୟରୁ ୧୮ଟି ଅଭିଯୋଗର ସମାଧାନ ହୋଇଥିଲା ବେଳେ ଅବଶିଷ୍ଟ ୭୩ ଟି ଅଭିଯୋଗର କ୍ଷେତ୍ରୀୟ ଅନୁସନ୍ଧାନ ଓ ପ୍ରକୃତ ପର୍ଯ୍ୟବେକ୍ଷଣ ହୋଇ ସମାଧାନ କରାଯିବ ବୋଲି ବିଡ଼ିଓ ଶ୍ରୀ ଜେନା ସୂଚନା ଦେଇଛନ୍ତି ।‌  ( ରିପୋର୍ଟ – ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version