• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ମହିଳା ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର – ରକ୍ତଦାନ କଲେ ମହିଳା

Proprietor Abhimanyu Maharana by Proprietor Abhimanyu Maharana
July 19, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବିଜୁ ମହିଳା ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର – ରକ୍ତଦାନ କଲେ ମହିଳା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଜୁଲାଇ ସୋମବାର) ଭୁବନେଶ୍ୱର :- କରୋନା ମହାମାରୀ ସମୟରେ ରକ୍ତ ସଙ୍କଟ ଦୂର73 କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନରେ ଆଜି ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ରକ୍ତଦାନ ଶିବିରରେ ମହିଳା ସ୍ୱେଚ୍ଛାକୃତ ରକ୍ତଦାନ କରିଛନ୍ତି । କୋଭିଡ୍‌-୧୯ ଗାଇଡଲାଇନ୍‌କୁ ପାଳନ କରି ବିଜୁ ମହିଳା ଜନତା ଦଳ ପକ୍ଷରୁ ‘ଜୀବନ ବିନ୍ଦୁ’ ଓ ‘ମୋ ପରିବାର’ ସହଯୋଗରେ ଆଜି ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ କେବଳ ମହିଳାମାନେ ରକ୍ତଦାନ କରିଛନ୍ତି ଓ 73 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇ ପାରିଛି ।

ରାଜ୍ୟରେ ରକ୍ତଦାନ ଅଭାବକୁ ଦୂର କରିବା ନିମନ୍ତେ ୨୦୧୫ ମସିହାରେ ମାନ୍ୟବର ବିଜେଡି ସଭାପତିଙ୍କ ସାମାଜିକ ପ୍ରତିବଦ୍ଧତା ଓ ଦୂରଗାମୀ ନିଷ୍ପତ୍ତି ଏବେ ଏହି ରକ୍ତଦାନ କାର୍ଯ୍ୟକ୍ରମ ‘ଜୀବନ ବିନ୍ଦୁ’କୁ ଏକ ସାମାଜିକ ଅଭିଯାନରେ ପରିଣତ କରିପାରିଛି । ସାଧାରଣତଃ ମହିଳାମାନଙ୍କ ମଧ୍ୟରେ ରକ୍ତହୀନତାର ସମସ୍ୟା ଲାଗି ରହୁଥିବାବେଳେ ଆଜି ଏତେ ସଂଖ୍ୟକ ମହିଳା ସ୍ୱେଚ୍ଛାକୃତ ରକ୍ତଦାନ ପାଇଁ ଆଗେଇ ଆସିବା ନିଶ୍ଚିତ ଭାବେ ସମାଜ ଓ ଅନ୍ୟ ମହିଳାଙ୍କ ନିମନ୍ତେ ପ୍ରେରଣାଦାୟୀ ହେବ । ବିଜୁ ମହିଳା ଜନତା ଦଳ ସଭାନେତ୍ରୀ ତଥା ବିଧାୟିକା ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ କହିଛନ୍ତି ଯେ, ମାନବ୍ୟର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏବେ ରାଜ୍ୟବ୍ୟାପୀ ଦଳ ପକ୍ଷରୁ ରକ୍ତଦାନ ଶିବିର ଆୟୋଜନ ହେଉଥିବାବେଳେ ଆଗାମୀ ଦିନରେ ବିଜୁ ମହିଳା ଜନତା ଦଳ ଦ୍ୱାରା ରାଜ୍ୟର ସମସ୍ତ ଜିଲ୍ଲାରେ ବ୍ୟାପକ ଭାବେ କେବଳ ମହିଳାଙ୍କୁ ନେଇ ରକ୍ତଦାନ ଶିବିର ଆୟୋଜନ କରାଯିବାକୁ ନିଷ୍ପତ୍ତି ହୋଇଛି ।

ଏହି କାର୍ଯ୍ୟକ୍ରମରେ ଦଳର ସାଂଗଠନିକ ସମ୍ପାଦକ ଶ୍ରୀଯୁକ୍ତ ପ୍ରଣବ ପ୍ରକାଶ ଦାସଙ୍କ ସମେତ ବିଜେଡି ଉପସଭାପତି ଶୀମତୀ ଉଷା ଦେବୀ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଓ ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ କୁମାର ରାଉତ, ବିଧାୟକ ପ୍ରଣବ ବଳବନ୍ତରାୟ, ଯୁବ ବିଜେଡି ସଭାପତି ତଥା ବିଧାୟକ ବ୍ୟୋମକେଶ ରାୟ, ‘ଓଡ଼ିଶା-ମୋ ପରିବାର’ର ଆବାହକ ଅରୂପ ପଟ୍ଟନାୟକ ପ୍ରମୁଖ ସାମିଲ ହୋଇ ମହିଳାମାନଙ୍କୁ ଉତ୍ସାହିତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମିଶନଶକ୍ତି ଉପଦେଷ୍ଟା ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା (ମହିଳା ସଶକ୍ତିକରଣ) ଡଃ ଲୋପାମୁଦ୍ରା ବକ୍ସିପାତ୍ର, ଓଟିଡିସି ଅଧ୍ୟକ୍ଷା ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ଓ ମୁଖପାତ୍ର ଶ୍ରୀମତୀ ଶ୍ରୀମୟୀ ମିଶ୍ର, ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରୀ ସଭାନେତ୍ରୀ ସୁଲତା ଦେଓ, ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ଡଃ ଗୀତାଞ୍ଜଳି ବସ୍ତିଆ, ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ଶ୍ରୀମତୀ ସୁମିତ୍ରା ଜେନା, ବିଜୁ ମହିଳା ଜନତା ଦଳର ମହାସଚିବ କସ୍ତୁରୀ ମହାପାତ୍ରଙ୍କ ସମେତ ବିଜୁ ମହିଳା ଜନତା ଦଳର ଅଧିକାଂଶ ରାଜ୍ୟ କର୍ମକର୍ତ୍ତା ଓ ବିଜେଡି ପରିବାରର ବହୁ ସଦସ୍ୟ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version