• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନବଦିନାତ୍ମକ ଯାତ୍ରା ସାରି ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ ମହାବାହୁ

Proprietor Abhimanyu Maharana by Proprietor Abhimanyu Maharana
July 20, 2021
in ଓଡ଼ିଶା, ଦେଶ, ପୁରୀ, ବିଶ୍ଵ, ମନୋରଞ୍ଜନ, ହୋମ୍
0
ନବଦିନାତ୍ମକ ଯାତ୍ରା ସାରି ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ ମହାବାହୁ
Share on FacebookShare on TwitterWhatsapp

ଓଡ଼ିଶା ତାଜାନ୍ୟୁଜ (୨୦ ଜୁଲାଇ ମଙ୍ଗଳବାର ) ପୁରୀ ରିପୋର୍ଟ ଅଭିମନ୍ୟୁ :- ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବେ ମହାବାହୁ। ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି । ଗୋଟି ପହଣ୍ଡିରେ ନାକଚଣା ଦ୍ଵାର ଦେଇ ଚକ୍ରରାଜ ଶ୍ରୀସୁଦର୍ଶନ, ପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ଓ ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି ନୀତି ସମ୍ପନ୍ନ ହୋଇଛି। ରଥାରୁଢ ହୋଇଛନ୍ତି ଶ୍ରୀସୁଦର୍ଶନ,

ପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ଓ ମହାବାହୁ । ବର୍ତ୍ତମାନ ମହାରାଜା ଙ୍କ ଦ୍ବାରା ଛେରା ପହଁରା ନୀତିଶେଷ ହୋଇଛି। ଜନ୍ମବେଦୀରେ ଲୀଳାଖେଳା ସାରିବା ପରେ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାପ୍ରଭୁ । ଘଣ୍ଟ ଘଣ୍ଟା, କାହାଳୀ, ମୃଦଙ୍ଗ ନାଦରେ ଫାଟି ପଡୁଛି ଚତୁର୍ଦ୍ଦିଗ । ଚାରିଆଡ଼େ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ । ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ଵାର ନିକଟରେ ଦଣ୍ଡାୟମାନ ହୋଇଛନ୍ତି ତିନି ରଥ । ତେବେ ନିର୍ଦ୍ଧାରିତ ସମୟ ପୂର୍ବରୁ ନୀତିକାନ୍ତି ଚାଲିଛି ।

ଚତୁର୍ଦ୍ଧା ମୂର୍ତ୍ତିଙ୍କ ଆଗମନ ପ୍ରତି ସ୍ଵାଗତିକାକୁ ବର୍ଣ୍ଣାଢ୍ୟ ଆଭାରେ ରଙ୍ଗିତ କରି ରଥତ୍ରୟଙ୍କ ସମ୍ମୁଖରେ ସୁଶୋଭିତ ରଙ୍ଗୀନ ବର୍ଣ୍ଣାଳି । ଅତ୍ୟନ୍ତ ଭକ୍ତିମୟ ପରିବେଶ ମଧ୍ୟରେ ସେବାୟତଙ୍କ ଗହଣରେ ଧାଡ଼ି ପହଣ୍ଡିରେ ସର୍ବ ପ୍ରଥମେ ପ୍ରଭୁ ଶ୍ରୀ ସୁଦର୍ଶନ ଦେବଦଳନ ରଥକୁ ବିଜେ କରୁଛନ୍ତି । ପାରମ୍ପରିକ ବାଦ୍ୟର ତାଳେ ତାଳେ ପ୍ରଭୁ ଶ୍ରୀ ବଳଭଦ୍ର ଧାଡ଼ି ପହଣ୍ଡିରେ ତାଳଧ୍ବଜ ରଥକୁ ବିଜେ କରୁଛନ୍ତି ।

ଭକ୍ତିମୟ ପରିବେଶ ମଧ୍ୟରେ, ସେବାୟତଙ୍କ ଦ୍ୱାରା ଦେବୀ ସୁଭଦ୍ରା ଧାଡ଼ି ପହଣ୍ଡିରେ ଦେବଦଳନ ରଥକୁ ବିଜେ କରୁଥିବାର ସୁନ୍ଦର ଦୃଶ୍ୟ । ଶ୍ରୀମସ୍ତକରେ ଟାହିଆ ସୁଶୋଭିତ, ଘଣ୍ଟ ଓ କାହାଳି ତାଳେ ତାଳେ ଝୁଲି ଝୁଲି ମହାପ୍ରଭୁ ଶ୍ରୀ ଜଗନ୍ନାଥ ଏକ ଭାବ ବିହ୍ୱଳ ପରିବେଶ ମଧ୍ୟରେ ଧାଡ଼ି ପହଣ୍ଡିରେ ନନ୍ଦିଘୋଷ ରଥକୁ ବିଜେ କରୁଥିବାର କିଛି ମନମୋହକ ଦୃଶ୍ୟ । ଶ୍ରୀଚତୁର୍ଦ୍ଧାବିଗ୍ରହ ରଥାରୂଢ ହୋଇ ରୁନ୍ଧା ବଢିବା ପରେ ଶ୍ରୀ ରାମକୃଷ୍ଣ ତାଳଧ୍ଵଜ ରଥକୁ ଓ ଶ୍ରୀ ମଦନମୋହନ ନନ୍ଦିଘୋଷ ରଥକୁ ବିରାଜମାନ କରିଛନ୍ତି ।

ତିନି ରଥରେ ଠାକୁର ରାଜା ଶ୍ରୀ ଶ୍ରୀ ଗଜପତି ମହାରାଜାଙ୍କ ଦ୍ଵାରା ପାରମ୍ପରିକ ଛେରା ପହଁରା ନୀତି ଅତ୍ୟନ୍ତ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ସମ୍ପନ୍ନ ହୋଇଛି । ତିନି ରଥରେ ଚାରମାଳ ଫିଟାଯାଇ ଘୋଡା ଯୋଚା ସମ୍ପନ୍ନ ହୋଇଛି । ରଥ ଟଣାର ସେହି ଦିବ୍ୟ ମୁହୂର୍ତ୍ତକୁ ଅବଲୋକନ କରିବା ନିମନ୍ତେ ଆଉ ମାତ୍ର କିଛି ସମୟର ପ୍ରତୀକ୍ଷା । ପ୍ରତୀକ୍ଷାର ଅନ୍ତ ଘଟି ଅତ୍ୟନ୍ତ ଭାବ ବିହ୍ୱଳ ପରିବେଶରେ ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ତାଳଧ୍ବଜ ରଥ ଟଣା ଆରମ୍ଭ ହୋଇଛି ।

ଜଗାର ଦର୍ଶନ ସାତ ସପନ ହୋଇ ରହିଗଲା । ଭକ୍ତ ବିହୁନେ ସିଂହଦ୍ୱାର ଫେରିବେ ନୀଳାଦ୍ରିନାଥ । ଭକ୍ତଙ୍କ ପାଇଁ କଟକଣା ଜାରି ହୋଇଛି । ବଡ଼ଦାଣ୍ଡ ମନା ହୋଇଛି । ଘର ଛାତ ତଥା ବାଲକୋନୀରୁ ପ୍ରଭୁଙ୍କ ରଥଯାତ୍ରା ବି ଦର୍ଶନ ହେବନି । କଟକଣା ଉଲ୍ଲଂଘନ କଲେ କଡ଼ା ଦଣ୍ଡବିଧାନ ହେବ । ବାହୁଡ଼ା ଯାତ୍ରାର ସମସ୍ତ ନୀତି ନିର୍ଦ୍ଧାରିତ ନିର୍ଘଣ୍ଟ ଠାରୁ ଆଗୁଆ ସମ୍ପାଦନ କରିବାକୁ ପ୍ରସ୍ତୁତି ଚାଲିଛି ।

କେବଳ ସେବାୟତ ବାହୁଡ଼ା ରଥକୁ ଟାଣିବେ । କର୍ଡନ ଭିତରେ କୋଭିଡ୍‌ କଟକଣାରେ ରଥ ଟଣାଯିବ । ଡ୍ୟୁଟିରେ ଥିବା ଅଫିସରମାନେ ମଧ୍ୟ କଟକଣାକୁ ଅନୁପାଳନ କରିବେ । ଉଲ୍ଲଂଘନ ହେଲେ, ପ୍ରୋସିଡିଂର ସମ୍ମୁଖୀନ ହେବ । ସୋମବାର ଅପରାହ୍ନ ୨ଟାରୁ ପୁରୀ ସହରକୁ ପ୍ରବେଶ କରୁଥିବା ସମସ୍ତ ଯାନବାହନକୁ ଚେକିଂ କରାଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version